ଓଡ଼ିଶାରେ ବନ୍ୟା; ୪ ମୃତ, ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ପ୍ରଭାବିତ
ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର । ବନ୍ୟା ଯୋଗୁଁ ଛଅଟି ଜିଲ୍ଲାର ଦୁଇ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ୨୩୩ଟି ଗ୍ରାମ ପଞ୍ଚାୟତ, ୪୪ଟି ବ୍ଲକ, ଛଅଟି ସହରାଞ୍ଚଳ...
ପିଓକେ ରେ ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା: ୨୦ଜଣଙ୍କ ମୃତ୍ୟୁ ସୂଚନା
ନୂଆଦିଲ୍ଲୀ: ଗତକାଲି ପିଓକେ ରେ ପ୍ରଦର୍ଶନକାରୀଙ୍କ ଏକ ଦଳ ମୋଟରସାଇକେଲରେ ମୁଜାଫରାବାଦ ଅଭିମୁଖେ ଶୋଭାଯାତ୍ରା କରିବାକୁ ଯାତ୍ରା କରୁଥିଲେ l ପ୍ରତିବାଦକାରୀମାନେ ମିରପୁର ବଜାର ନିକଟରେ ପହଞ୍ଚିବା ମାତ୍ରେ ପାକିସ୍ତାନୀ ରେଞ୍ଜର୍ସମାନେ ଗୁଳିଚାଳନା ଆରମ୍ଭ କରିଥିଲେ। ସୂଚନା ଅନୁଯାୟୀ ଗୁଳିମାଡ଼ରେ...
ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬ ବିଜେତା
ଭୁବନେଶ୍ବର: ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନର ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ୨୪ ବର୍ଷୀୟା ଗାୟିକା ଜ୍ୟୋତିର୍ମୟୀ ନାୟକ। ଏହି ପ୍ରସିଦ୍ଧ ଟାଇଟଲ୍ ଜିତିବାରେ ସେ ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ...
ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେବା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଯୋଶୀ ଏବେ ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଥିବା ବେଳେ...
ରାଜ୍ୟସ୍ତରୀୟ ଶ୍ରୀଜଗନ୍ନାଥ ଭଜନ ପ୍ରତିଯୋଗିତା ଜଗନ୍ନାଥ ହୋ.. ଗ୍ରାଣ୍ଡ ଫିନାଲେ
41 ପ୍ରତିଯୋଗୀଙ୍କ କଣ୍ଠରେ ଶ୍ରୀଜଗନ୍ନାଥ ଭଜନ, ମନ୍ତ୍ରମୁଗ୍ଧ ହେଲେ ଦର୍ଶକ
ଭୁବନେଶ୍ବର - ଜଗନ୍ନାଥ ହୋ .. କିଛି ମାଗୁନାହିଁ ତୋତେ, ଲାଗେନା ଲାଗେନା ଭଲ ତୁମରି ବିନା, କାଳିଆ ପୋଷିଚି ପାରା.... ଏମିତି ଗୋଟିଏ କି ଦୁଇଟି ନୁହେଁ,...
ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ଦେଶରେ ଛାତ୍ରଛାତ୍ରୀଙ୍କ ବଡଧରଣର ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ...
NEET ପେପର ଲିକ୍ ନେଇ କାର୍ଯ୍ୟାନୁଷ୍ଠାନ: ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କଲା NTA
ନୂଆଦିଲ୍ଲୀ : NEET ପେପର ଲିକ୍ ଘଟଣାରେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଦେଇଛି। ଏହି ଅଧିକାରୀମାନଙ୍କ ମଧ୍ୟରୁ କେତେଜଣଙ୍କ ବିରୋଧରେ ଆଇନଗତ ଏବଂ ଫୌଜଦାରୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ। ସୂଚନା ଅନୁଯାୟୀ...
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା : ସିଇସି
ଭୁବନେଶ୍ୱର: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା...
ନିଯୁକ୍ତି ମେଳାରେ ୧୧୦୧ ନବନିଯୁକ୍ତଙ୍କୁ ମିଳିବ ନିଯୁକ୍ତିପତ୍ର
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧ତାରିଖରେ ରାଜ୍ୟ ସରକାର ଏକ ନିଯୁକ୍ତି ମେଳା ଆୟୋଜନ କରିବାକୁ ଯାଉଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗ ଗୁଡ଼ିକୁ ଚିଠି ଜାରି କରାଯାଇଛି । ସାଧାରଣ...
ହଟିଲେ କେନ୍ଦ୍ର ଶିକ୍ଷା ସଚିବ ବିନୀତ ଯୋଶୀ, ନରେଶ ପାଲ୍ଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ କକ୍ରୋଚ୍ ଜନତା ପାର୍ଟି ର ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗର ସଚିବ ବିନୀତ ଯୋଶୀଙ୍କୁ ତାଙ୍କ ପଦବୀରୁ...

















