ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତ୍ତମ ସ୍ବାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର –...
ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଉତ୍ତମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଦେଶରେ ଅଗ୍ରଣୀ ଭୂମିକା ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମଡ ଟୁ ବି ବିଶ୍ବବିଦ୍ୟାଳୟ 19 ବର୍ଷରେ ପଦାର୍ପଣ କରିଛି । ଉତ୍କୃଷ୍ଟ ବୃତ୍ତିଗତ ଉଚ୍ଚଶିକ୍ଷା ଓ ଉନ୍ନତ...
ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ...
ଟାଇମ୍ସ ନାଓ ବିଜିନେସ୍ ଏକ୍ସିଲେନ୍ସ ଆୱାର୍ଡ : ସୋଆକୁ ୮ଟି ସମ୍ମାନ ପ୍ରଦାନ
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇଞ୍ଜିନିୟରିଂ, ଆଇନ୍ ଏବଂ ମ୍ୟାନେଜମେଂଟ ଶିକ୍ଷାନୁଷ୍ଠାନକୁ ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷା କେନ୍ଦ୍ର ଭାବେ ଟାଇମ୍ସ ନାଓ ବିଜିନେସ୍ ଏକ୍ସିଲେନ୍ସ ଆୱାର୍ଡ ପ୍ରଦାନ କରାଯାଇଛି ।
ଟାଇମ୍ସ ନାଓ...
ରାଜ୍ୟ ସରକାର ଓ ଜେଏସପିଏଲ ମଧ୍ୟରେ ମଧୁଚନ୍ଦ୍ରିକା… ଓଡ଼ିଶାବାସୀଙ୍କ ସ୍ବାର୍ଥକୁ ବିକି ଦେବାର ଭିତିରି ଯୋଜନା
ଭୁବନେଶ୍ୱର - ରାଜ୍ୟ ସରକାର ଓ ଜେଏସପିଏଲ ମଧ୍ୟରେ ମଧୁଚନ୍ଦ୍ରିକା ପାଇଁ ରାଜ୍ୟବାସୀଙ୍କ ସ୍ବାର୍ଥକୁ ବିକି ଦେବାକୁ ଭିତିରି ଯୋଜନା ଚାଲିଛି । ଯଦି ସରକାର ଏବେଠୁ ଏହାକୁ ସଂଶୋଧନ ନ କରନ୍ତି, ତେବେ ଆସନ୍ତା ୨୫ ବର୍ଷ...
ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,: ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସ୍ନାଲ ର୍ୟାଙ୍କିଙ୍ଗ ଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ର୍ୟାଙ୍କିଙ୍ଗସ୍ର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪...
ଉତ୍କର୍ଷତାର ପ୍ରତୀକ ସୋଆ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, ୧୭/୦୭ : ଉଚ୍ଚ ଶିକ୍ଷା କ୍ଷେତ୍ରରେ ଅନ୍ୟତମ ଉତ୍କୃଷ୍ଟ ଶିକ୍ଷାନୁଷ୍ଠାନ ଭାବେ ଉଭା ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ଡିମ୍ଡ ଟୁ ବି ୟୁନିଭର୍ସିଟି)କୁ ବୁଧବାର ଅନେକ ବିଶିଷ୍ଟ ଶିକ୍ଷାବିତ୍ ଉଚ୍ଚ ପ୍ରଶଂସା କରିବା ସହ ସମାଜ...
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ
ଭୁବନେଶ୍ଵର: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ ।
ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା...
ବିଜିନେସ୍ ୱାର୍ଲ୍ଡ ରାଙ୍କିଙ୍ଗ : ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ ପଂଚମ
ଭୁବନେଶ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍, ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଇଂରାଜୀ ପତ୍ରିକା ବିଜିନେସ୍ ୱାର୍ଲ୍ଡ ଦ୍ୱାରା ପ୍ରସ୍ତୁତ ଟପ୍ ୧୦୦ ଲ’ ସ୍କୁଲ୍ ର୍ୟାଙ୍କିଙ୍ଗ୍ସର ତୃତୀୟ...
ସୋଆ ପକ୍ଷରୁ କମିଶନରେଟ୍ ପୋଲିସ୍ ଓ ଟ୍ରାଫିକ୍ ପୋଲିସ୍କୁ ଓଆର୍ଏସ୍ ଓ ଜଳ ବଂଟନ
ଭୁବନେଶ୍ୱର : ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସ୍ର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି...
ସମ୍ ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ସ୍ୱର ଦିବସ ପାଳିତ
ଭୁବନେଶ୍ୱର : ବିଶ୍ୱ ସ୍ୱର ଦିବସ ଅବସରରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସରେ ମଙ୍ଗଳବାର ସ୍ୱର ଜନିତ ସମସ୍ୟା ଥିବା ରୋଗୀମାନଙ୍କର ମାଗଣାରେ ସ୍ୱରଯନ୍ତ୍ରର ପରୀକ୍ଷା କରାଯାଇଛି ।
ହସ୍ପିଟାଲ୍ର କର୍ଣ୍ଣ, ନାସା...



















