ବିଶ୍ବ ତମାଖୁ ବର୍ଜନ ଦିବସରେ ବାଲୁକା ଶିଳ୍ପୀ ସୁଦର୍ଶନଙ୍କ ସଚେତନତା ବାର୍ତ୍ତା
ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପ୍ରତି ବର୍ଷ ମେ’ ୩୧ ତାରିଖରେ ବିଶ୍ବ ତମ୍ବାଖୁ ବର୍ଜନ ଦିବସ ପାଳନ କରାଯାଏ ।
ତମାଖୁ ସେବନ ଦ୍ବାରା ସ୍ବାସ୍ଥ୍ୟ ପ୍ରତି ହେଉଥିବା ବିପଦ ଓ କ୍ଷତି ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା...
ରାଜ୍ୟରେ ଆଉ 5 କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର - ରାଜ୍ୟରେ ଆଉ ପାଞ୍ଚଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପୁଣି ଚିନ୍ତାର କାରଣ ହୋଇଛି ।
ଏବେ ଚିହ୍ନଟ...
ଭୁବନେଶ୍ବର ଫେରିଲା କରୋନା, ପ୍ରଥମ କୋଭିଡ ରୋଗୀ ଚିହ୍ନଟ
ଭୁବନେଶ୍ୱର - କରୋନା ସଂକ୍ରମଣର ଲହର ପୁଣି ବ୍ୟାପିବା ଆରମ୍ଭ କରିଛି । ଭୁବନେଶ୍ବରରେ ପ୍ରଥମ କୋଭିଡ୍ ମାମଲା ଚିହ୍ନଟ ହେବା ପରେ ପୁଣି କୋଭିଡ ସଂକ୍ରମଣର ଭୟାବହତା ସୂଚନା ମିଳୁଛୁ । ସଂକ୍ରମିତ ବ୍ୟକ୍ତିଙ୍କୁ କ୍ୱାରେଣ୍ଟାଇନ୍ ରେ ରଖାଯାଇଛି...
ସମ୍ରେ ପାର୍କିନ୍ସନ୍ ସମସ୍ୟାକୁ ନେଇ ସଫଳ ମସ୍ତିଷ୍କ ଅସ୍ତ୍ରୋପଚାର ଓଡ଼ିଶାରେ ପ୍ରଥମ
ଭୁବନେଶ୍ୱର, ମାର୍ଚ୍ଚ ୬: ସୋଆ ପରିଚାଳିତ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ସ୍ନାୟୁ ଜନିତ ବ୍ୟାଧି ପାର୍କିନ୍ସନ୍ସ ଡିଜିଜ ସମସ୍ୟାରେ ଦୀର୍ଘ ବର୍ଷ ଧରି ପୀଡ଼ିତ ଥିବା ଜଣେ ୩୬ ବର୍ଷୀୟା ମହିଳାଙ୍କର ଡିପ୍...
କଟକ ଏସସିବିରେ ଶିଶୁ ଅଦଳବଦଳ ଅଭିଯୋଗ
କଟକ : କଟକ ଏସସିବିରେ ଶିଶୁ ଅଦଳବଦଳ ଅଭିଯୋଗ ସାମ୍ନାକୁ ଆସିଛି । ଏସ୍-ଏନ୍ ସିୟୁରେ ଚିକିତ୍ସାଧୀନ ବେଳେ ଶିଶୁ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁକୁ ଧରାଇଦେଇଥିବା...
କରୋନା ମହାମାରୀ ସମୟରେ ନର୍ସମାନଙ୍କ ତ୍ୟାଗ ଅଭୂତପୂର୍ବ: ସୋଆ ଉପସଭାପତି
ଭୁବନେଶ୍ୱର: ହସ୍ପିଟାଲ୍ରେ ରୋଗୀଟିଏ ନର୍ସମାନଙ୍କର ଚିକିତ୍ସା ଓ ସେବା ଦ୍ୱାରା ହିଁ ସୁସ୍ଥତା ପାଇଥାଏ । କରୋନା ମହାମାରୀ ସମୟରେ ସେମାନଙ୍କର ତ୍ୟାଗ ସମ୍ପୂର୍ଣ୍ଣ ସମାଜ ଉପଲବ୍ଧି କରିଛି ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି...
ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ
ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନା...
ଆଂଟିବାୟୋଟିକ୍କୁ ଅଧିକ ବିକଶିତ କରିବା ନିମନ୍ତେ ସମାଜର ସବୁବର୍ଗଙ୍କ ସହଯୋଗ ଆବଶ୍ୟକ: ବିଶେଷଜ୍ଞ
ଭୁବନେଶ୍ୱର : ମହାମାରୀରେ ଭାରତରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଜୀବନର ରକ୍ଷାକାରୀ ସାଜିଥିଲା ଜୀବାଣୁକୁ ଅକାମୀ କରୁଥିବା ଆଂଟିବାୟୋଟିକ । ତେଣୁ ଏଭଳି ଆଂଟିବାୟୋଟିକ୍ଗୁଡ଼ିକୁ ଅଧିକ ମାତ୍ରାରେ ବିକଶିତ କରିବା ପାଇଁ ସମାଜର ସହଯୋଗର...
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍ବିବିଏସ୍...
ସମ୍ମମରେ ବିଶ୍ୱ ହୃତ୍ପିଣ୍ଡ ଦିବସ ପାଳିତ
ଭୁବନେଶ୍ୱର, ଅକ୍ଟୋବର ୧: ବିଶ୍ୱ ହୃତପିଣ୍ଡ ଦିବସ ଉପଲକ୍ଷେ ଗତ ଶୁକ୍ରବାର ଦିନ ସମ୍ ଅଲ୍ଟିମେଟ ମେଡିକେୟାରରେ ରୋଗୀ ଏବଂ କର୍ମଚାରୀମାନଙ୍କ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସେପ୍ଟେମ୍ବର ୨୯ ତାରିଖକୁ ବିଶ୍ୱ ହୃତପିଣ୍ଡ ଦିବସ...



















