ଆଇସିଏଆଇ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଦ ଇନ୍୍ଷ୍ଟିୁଚ୍ୟୁଟ୍ ଅଫ୍ ଚାର୍ଟାଡ ଆକାଉନ୍ଟାଂଟସ୍ ଅଫ୍ ଇଣ୍ଡିଆ (ଆଇସିଏଆଇ)ର ଇଷ୍ଟର୍ନ ଇଣ୍ଡିଆ ରିଜିଓନାଲ୍ କାଉନ୍ସିଲ୍ (ଇଆଇଆର୍ସି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ଏଠାରେ ସମ୍ବର୍ଦ୍ଧିତ...
ସମ୍ ହସ୍ପିଟାଲ୍ରେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର
ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ଆରମ୍ଭ ହୋଇଛି ।
ଏହି ରୋବୋଟ ଦ୍ୱାରା ନିର୍ଭୁଲ...
ଆସୁଛି ମହାମାରୀ ଏକ୍ସ ଡିଜିଜ୍ – କୋଭିଡଠୁ ଭୟଙ୍କର
ଭବିଷ୍ୟତରେ ସମଗ୍ର ବିଶ୍ବ କୋଭିଡଠୁ ଭୟଙ୍କର ମହାମାରୀର ଶୀକାର ହେବ । ପାଞ୍ଚକୋଟି ଲୋକ ପ୍ରାଣ ହରାଇବେ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହି ମହାମାରୀର ନାଁ ଦେଇଛି ଏକ୍ସ ଡିଜିଜ୍ । ବ୍ରିଟେନର ସ୍ବାସ୍ଥ୍ୟ ବିଶେଷଜ୍ଞ କେଟ୍ ବିଙ୍ଗହାମ୍...
ଆତଙ୍କ ଖେଳାଉଛି ସ୍କ୍ରବ୍ ଟାଇଫସ୍
ଏବେ ଆତଙ୍କ ଖେଳାଇଛି ସ୍କ୍ରବ୍ ଟାଇଫସ୍ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍କ୍ରବ ଟାଇଫସ୍ କାମୁଡାରେ ଆଖି ବୁଜିଲେଣି 5 ଜଣ ଷ ସେହିପରି ହିମାଚଳ ପ୍ରଦେଶରେ 9 ଜଣଙ୍କ ମୃତ୍ୟୁ ହେଲାଣି । ଓଡିଶାରେ ଏହି ଭୁତାଣୁ ଦ୍ବାରା...
ଚିନ୍ତା ବଢାଉଛି ଡେଙ୍ଗୁ
ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଚିନ୍ତା ବଢାଇଛି । ବିଶେଷକରି ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଉଦବେଗଜନକ । ଏପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲାରେ 51 ପ୍ରତିଶତ ରୋଗୀଙ୍କୁ ଚିହ୍ନଟ କରାଯାଇଛି...
ଡାକ୍ତରୀ ପାଠ୍ୟକ୍ରମରେ ଅଂଗଦାନ ଓ ବ୍ରେନ୍ ଡେଥ୍ ବିଷୟକୁ ଅନ୍ତର୍ଭୁକ୍ତ କରାଯିବା ନେଇ ଗୁରୁତ୍ୱାରୋପ
ଭୁବନେଶ୍ୱର, ଅଗଷ୍ଟ ୦୮ : ଅଙ୍ଗଦାନ ଆମ ଦେଶ ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଅଂଗଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ସମ୍ ଅଲ୍ଟିମେଟ ମେଡିକେୟାର ସମାଜକୁ ସେବା ଯୋଗାଇବା ସହ ଏକ ବିଶାଳ ଜନ...
ମୃତ୍ୟୁ ପରେ ବି ୮ଟି ଜୀବନ ରକ୍ଷା କରିପାରିବ ମଣିଷ
ଭୁବନେଶ୍ୱର: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୂହୁର୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ...
ରକ୍ତ କର୍କଟ ରୋଗୀଙ୍କୁ 25 ୟୁନିଟ ରକ୍ତ ଦେଲା ଆସ୍ମା ଟ୍ରଷ୍ଟ
ରକ୍ତ କର୍କଟ ରୋଗରେ ପୀଡିତ ଜଣେ ରୋଗୀଙ୍କୁ ବଞ୍ଚାଇବା ପାଇଁ ରକ୍ତ ଦେଇ ସହଯୋଗର ହାତ ବଢେଇଛନ୍ତି ଖୋର୍ଧାର ଆସ୍ମା ଟ୍ରଷ୍ଟ । ଭୁବନେଶ୍ବର ଏମ୍ସ ହସପିଟାଲରେ ରକ୍ତ କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଛନ୍ତି 14 ବର୍ଷୀୟ...
କିମ୍ସରେ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର : ସଳଖିଲା ବଙ୍କା ମେରୁଦଣ୍ଡ
ଭୁବନେଶ୍ୱର: ମେରୁଦଣ୍ଡ ବଙ୍କା ହୋଇଯାଇଥିବା ଜନୈକା ବାଳିକାଙ୍କଠାରେ ସଫଳ ଅସ୍ତ୍ରୋପଚାର କରି ଏହାକୁ ସଳଖ କରି ପାରିଛନ୍ତି କିମ୍ସର ଡାକ୍ତର । ସ୍କୋଲିଓସିସ୍ ନାମକ ଗୁରୁତର ମେରୁଦଣ୍ଡ ସମସ୍ୟା ସହ ଦୀର୍ଘ ଦିନ ଧରି ସଂଘର୍ଷ କରୁଥିବା ଏହି ବାଳିକାଙ୍କ...
ମୃତ୍ୟୁ ପରେ ବି ଚାରି ଜଣଙ୍କ ଜୀବନ ବଞ୍ଚାଇଲେ ପ୍ରସେନଜିତ୍
ଭୁବନେଶ୍ୱର, ଜୁନ୍ ୨୫ : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ...