ଟ୍ରେନ୍ରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ
ହରିୟାଣାର ପାନିପତ ରେଳ ଷ୍ଟେସନ୍ରେ ରହିଥିବା ଏକ ଟ୍ରେନ୍ର ଖାଲି ବଗିରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ପରେ ତାଙ୍କୁ ସୋନିପତଠାରେ ରେଳ ଧାରଣାକୁ ଫୋପାଡ଼ି ଦିଆଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ରେଳ ଧାରଣା ଉପରେ ପଡ଼ିଥିବା ସମୟରେ ମହିଳାଙ୍କ...
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ
ଭୁବନେଶ୍ଵର: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ ।
ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା...
ସତ ହେଲା ଆଇଏଏସ ହେବାର ସ୍ୱପ୍ନ
ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ବଳରେ ମଣିଷ ଅସମ୍ଭବକୁ ମଧ୍ୟ ସମ୍ଭବ କରିପାରେ । ଏହା ପ୍ରମାଣିତ କରିଛନ୍ତି ମଧ୍ୟପ୍ରଦେଶର ସୁରଭି ଗୌତମ । ପିଲାଦିନରୁ ହିଁ ଆଇଏଏସ୍ ହେବା ପାଇଁ ସ୍ୱପ୍ନ ଦେଖିଥିଥିଲେ ସୁରଭି । ହେଲେ ଗାଁର ପାଠପଢା...











