ରାଜ୍ୟ କ୍ୟାବିନେଟ୍ର ୪୭ତମ ବୈଠକରେ ୧୨ ବିଭାଗର ୧୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ବିଦ୍ୟୁତ, ଶିକ୍ଷା, ନିଯୁକ୍ତି ଓ ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା କ୍ଷେତ୍ରରେ ନିଆଯାଇଥିବା ନିଷ୍ପତ୍ତିକୁ...
CBSE ଢାଞ୍ଚାରେ ଚାଲିବ ନୂଆ ଏକକ ବୋର୍ଡ
ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ଏକକ ବୋର୍ଡ ଅଧୀନରେ ପରିଚାଳନା କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ୪୪ତମ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ଦିବସ ଅବସରରେ ଏନେଇ...
୨୦ ବର୍ଷ ପରେ AFC U20 ଏସୀୟ କପ୍କୁ ଫେରିଲା ଭାରତ
ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ବାଂଲାଦେଶକୁ ୩-୦ ଗୋଲ୍ରେ ପରାସ୍ତ କରିଛି...
ଗୁଆହାଟୀରେ ବୀଭତ୍ସ ହତ୍ୟା; ଫ୍ରିଜ୍ରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ
ଆସାମ: ଆସାମର ଗୁଆହାଟୀଠାରେ ଜଣେ ନିଷ୍ଠୁର ସ୍ୱାମୀ ନିଜ ପତ୍ନୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ, ତାଙ୍କ ମୁଣ୍ଡ କାଟି ଏକ ପଲିଥିନ୍ ବ୍ୟାଗ୍ରେ ପୂରାଇ ଫ୍ରିଜ୍ରେ ଲୁଚାଇ ରଖିଥିବା ପୋଲିସ ଠାବ କରିଛି।...
ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା; ୫ ଏମସିଡି ଅଧିକାରୀ ନିଲମ୍ବିତ
ନୂଆଦିଲ୍ଲୀ: ସତ୍ୟ ନିକେତନ ଆବାସିକ କୋଠା ଭୁଶୁଡ଼ିବା ମାମଲାରେ ଦିଲ୍ଲୀ ମହାନଗର ନିଗମର ପାଞ୍ଚ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମସିଡି ଦକ୍ଷିଣ ଜୋନର ଉପାୟୁକ୍ତ ରାକେଶ କୁମାର, ଅଧିକ୍ଷକ ଯନ୍ତ୍ରୀ ରଣବୀର ସିଂହ,...
ବିଲ୍ ପାସ ପାଇଁ ଟଙ୍କା ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
କଟକ: ଲାଞ୍ଚ ନେଇ ଧରାପଡିବା ପରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଘରକୁ ଯାଉଥିଲାବେଳେ ରାସ୍ତାରେ...
୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ଲେଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଜ୍ୟର ଯେଉଁ ସରକାରୀ କାର୍ଯ୍ୟାଳୟ କିମ୍ବା ପ୍ରତିଷ୍ଠାନଗୁଡ଼ିକର ସାଇନ୍ବୋର୍ଡରେ ଏପର୍ଯ୍ୟନ୍ତ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନ ପରିବର୍ତ୍ତନ ହୋଇନାହିଁ, ସେଗୁଡ଼ିକୁ ଆସନ୍ତା ୭ ଦିନ...
JNU ପ୍ରଫେସରଙ୍କ ବିରୋଧରେ ୧୧ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ଅଭିଯୋଗ
ନୂଆଦିଲ୍ଲୀ: ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି। ସେମାନେ ବିଶ୍ୱବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC)ରେ ଏହି ଅଭିଯୋଗ କରିଥିବା ବେଳେ ଏହାର ତଦନ୍ତ...
ଦିଲ୍ଲୀର ସତ୍ୟ ନିକେତନରେ ଭୁଶୁଡ଼ିଲା ୪ ମହଲା କୋଠା: ୫୦ ଜଣ ଛାତ୍ରଛାତ୍ରୀ ଫସିରହି ଥିବା ଆଶଙ୍କା
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅନ୍ତର୍ଗତ ସତ୍ୟ ନିକେତନରେ ଆଜି ଅପରାହ୍ନ ପ୍ରାୟ ୧ଟା ୩୦ରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଧ୍ୱସ୍ତ କୋଠାରେ ବହୁ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି...
ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇବା ପରେ ୯ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇ ଅତିକମରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଖବର ଅନୁଯାୟୀ, ଶନିବାର ରାତିରେ ଘୂଘର,...
















