ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେବା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଯୋଶୀ ଏବେ ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଥିବା ବେଳେ...
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା: ‘ଗଣତନ୍ତ୍ରର ବିଜୟ’ ବୋଲି ଦାବି କଲା ସିଜେପି
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦରୁ ଇସ୍ତଫା ଦେବା ଥିଲା CJP ନେତୃତ୍ୱରେ ଚାଲିଥିବା ଛାତ୍ର ଆନ୍ଦୋଳନର ଏକ ପ୍ରମୁଖ ଦାବି । ଏହି ଇସ୍ତଫାକୁ ସଙ୍ଗଠନ 'ଗଣତନ୍ତ୍ରର ବିଜୟ' ବୋଲି ଅଭିହିତ କରିଛି। CJPର ଅଫିସିଆଲ୍ ଏକ୍ସ...
ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ଦେଶରେ ଛାତ୍ରଛାତ୍ରୀଙ୍କ ବଡଧରଣର ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ...
NEET ପେପର ଲିକ୍ ନେଇ କାର୍ଯ୍ୟାନୁଷ୍ଠାନ: ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କଲା NTA
ନୂଆଦିଲ୍ଲୀ : NEET ପେପର ଲିକ୍ ଘଟଣାରେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଦେଇଛି। ଏହି ଅଧିକାରୀମାନଙ୍କ ମଧ୍ୟରୁ କେତେଜଣଙ୍କ ବିରୋଧରେ ଆଇନଗତ ଏବଂ ଫୌଜଦାରୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ। ସୂଚନା ଅନୁଯାୟୀ...
ସିଜେପି ପ୍ରଦର୍ଶନ ମାମଲା: ଭ୍ରାନ୍ତ ଖବରକୁ ସିଜେଆଇଙ୍କ କଡ଼ା ନିନ୍ଦା
ନୂଆଦିଲ୍ଲୀ: କକରୋଚ୍ ଜନତା ପାର୍ଟିର ପ୍ରଦର୍ଶନକାରୀଙ୍କ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୁଣାଣି କରିବାକୁ ମନା କରିଦେଇଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ତୀବ୍ର ନିନ୍ଦା କରିଛନ୍ତି। ସେ ସ୍ପଷ୍ଟ...
ହଟିଲେ କେନ୍ଦ୍ର ଶିକ୍ଷା ସଚିବ ବିନୀତ ଯୋଶୀ, ନରେଶ ପାଲ୍ଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ କକ୍ରୋଚ୍ ଜନତା ପାର୍ଟି ର ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗର ସଚିବ ବିନୀତ ଯୋଶୀଙ୍କୁ ତାଙ୍କ ପଦବୀରୁ...
ଜେ.ପି. ନଡ୍ଡାଙ୍କ ସହ ଆଲୋଚନାକୁ ପ୍ରତ୍ୟାଖ୍ୟାନ କଲେ ପ୍ରତିବାଦକାରୀ
ନୂଆଦିଲ୍ଲୀ: ପ୍ରତିବାଦକାରୀଙ୍କ ସହ ଆଲୋଚନା କରିବାକୁ ସରକାର ବାରମ୍ବାର ନିବେଦନ କରୁଥିବା ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପ୍ରାପ୍ତ ସୂଚନା ଅନୁସାରେ, କକ୍ରୋଚ୍ ଜନତା ପାର୍ଟି ନେତାମାନେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ଆଲୋଚନା କରିବାକୁ ମନା...
ନିଟ୍ ପେପର ଲିକ୍ ମାମଲା: ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟର ନା
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ନୂଆଦିଲ୍ଲୀରେ ସିଜେପିର ସଂସଦ ଭବନ ମାର୍ଚ୍ଚ ସମୟରେ ସମର୍ଥକଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ତ୍ୱରିତ ଶୁଣାଣି ପାଇଁ...
ଆତଙ୍କବାଦୀ ଆକ୍ରମଣରେ କନଷ୍ଟେବଳ ସହିଦ
ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଗୁଳିମାଡ କରିଛନ୍ତି । ଏହି ଆକ୍ରମଣରେ ଜଣେ ପୋଲିସ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଜଣକ ଆଇଆରପି ୩ୟ ବାଟାଲିୟନର ଆଶିକ୍ ହୁସେନ ବୋଲି ଚିହ୍ନଟ କରାଯାଇଛି। ଏହାପରେ ପୋଲିସ...
ୟୁକ୍ରେନ୍ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ
ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ ମାଲବାହୀ ଜାହାଜ ‘MV Golden Leo’ ଉପରେ ଜୁଲାଇ ୧୯ ସନ୍ଧ୍ୟାରେ ଏକ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି । ଏହି ଦୁର୍ଭାଗ୍ୟଜନକ ଘଟଣାରେ ୪ ଜଣ ଭାରତୀୟ...
















