21.1 C
Bhubaneswar
Monday, November 16, 2026
-Advertisement-

ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା: ୩ ଟେନିସ୍ ଖେଳାଳି ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଏକ ଦ୍ରୁତଗାମୀ କାର୍ ଟ୍ରକକୁ ପଛପଟୁ ଧକ୍କା ଦେବାରୁ ୩ ଜଣ ଯୁବ ଟେନିସ୍ ଖେଳାଳିଙ୍କ ମୃତ୍ୟୁ ହୋଇଛି । କାରରେ ଥିବା ଅନ୍ୟ ୩ ଜଣ ଖେଳାଳିଙ୍କ ଅବସ୍ଥା ସଙ୍କଟାପନ୍ନ...

ଭାରତୀୟ ମହିଳା ଦଳର ନେତୃତ୍ୱରୁ ହରମନପ୍ରୀତଙ୍କ ବିଦାୟ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଦଳର ସଫଳ ତଥା ଅଭିଜ୍ଞ ଅଧିନାୟିକା ହରମନପ୍ରୀତ କୌର ସବୁ ଫର୍ମାଟ୍‌ର ଅଧିନାୟକ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। ୩୭ ବର୍ଷୀୟା ଏହି ଆଇସିସି ବିଶ୍ୱକପ ବିଜୟୀ କ୍ୟାପ୍ଟେନ୍ ଇନଷ୍ଟାଗ୍ରାମ୍‌ରେ...

୩ ବୈଜ୍ଞାନିକଙ୍କୁ ମିଳିବ ୨୦୨୬ ଚିକିତ୍ସା ବିଜ୍ଞାନ ନୋବେଲ

ନୂଆଦିଲ୍ଲୀ: ମାନବ ମସ୍ତିଷ୍କର ଜଟିଳ ଗଠନ, ଭାବନା ଏବଂ ସ୍ମୃତି ଶକ୍ତିର ନିୟନ୍ତ୍ରଣ ପଛରେ ଥିବା ଗୂଢ଼ ରହସ୍ୟକୁ ଉନ୍ମୋଚନ କରି ଆଲୋକ ଜରିଆରେ ସ୍ନାୟୁ କୋଷକୁ ପରିଚାଳନା କରିବାର ଯୁଗାନ୍ତକାରୀ କୌଶଳ ପାଇଁ ୨୦୨୬ ମସିହାର...

୮ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଉତ୍ତର ପ୍ରଦେଶ ବିଜେପି

ନୂଆଦିଲ୍ଲୀ: ଆଜି ଉତ୍ତର ପ୍ରଦେଶ ବିଜେପି ଆଠଟି ରାଜ୍ୟସଭା ପ୍ରାର୍ଥୀ ନାମ ଘୋଷଣା କରିଛି | ପ୍ରକାଶିତ ତାଲିକାରେ ଧର୍ମପାଳ ସିଂହ, ରାଧାକାନ୍ତ ଓଝା, ପ୍ରକାଶ ପାଲ, ବିଦ୍ୟାସାଗର ସୋନକର, ଗୋପୀ କୃଷ୍ଣ ପାଣ୍ଡେ, ପ୍ରିୟଙ୍କା ସିଂହ...

ଅକ୍ଟୋବର ୧୦ରେ ବଡ଼ ଜନଆନ୍ଦୋଳନ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ: ଏସ୍‌ଆଇଆର ବିବାଦକୁ ନେଇ ଦଳ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଏପରି ବିକ୍ଷୋଭର ଆହ୍ୱାନ ଦେଇଛି। କିନ୍ତୁ ଏହି ବଡ଼ ବିକ୍ଷୋଭ ପୂର୍ବରୁ କେନ୍ଦ୍ର ସରକାର ଦିଲ୍ଲୀ ପୁଲିସ୍‌ ଜରିଆରେ ସିଜେପି...

ବିହାର MLC ନିର୍ବାଚନ: ମହାଗଠବନ୍ଧନରେ ସମ୍ମୁଖ ଲଢ଼େଇ

ପାଟନା: ବିହାର ବିଧାନ ପରିଷଦ (MLC) ର ୮ଟି ଆସନ ପାଇଁ ହେବାକୁ ଥିବା ନିର୍ବାଚନ ପୂର୍ବରୁ ମହାଗଠବନ୍ଧନ ଶିବିରରେ ବଡ଼ ଫାଟ ନଜର ଆସିଛି। ଆସନ ବୁଝାମଣାକୁ ନେଇ ମେଣ୍ଟର ପ୍ରମୁଖ ସହଯୋଗୀ ଦଳ RJD...

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ତଳର ଏକ ପୁରୁଣା ମାମଲା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛି। ୨୦୦୬ ମସିହାର ଏହି ଚର୍ଚ୍ଚିତ ଘଟଣାରେ ଭିଜିଲାନ୍ସ ତଦନ୍ତ...

ଏସିଆନ ଗେମ୍ସରେ ପଞ୍ଚମଥର ସ୍ୱର୍ଣ୍ଣ ପଦକ ଜିତିଲା ଭାରତୀୟ ପୁରୁଷ ହକି ଟିମ୍:ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ନୂଆଦିଲ୍ଲୀ: ଜାପାନର ଗିଫୁ ପ୍ରିଫେକଚରାଲ ଗ୍ରୀନ ଷ୍ଟାଡିୟମରେ ଖେଳା ଯାଇଥିବା ଏସୀୟ କ୍ରୀଡ଼ା ୨୦୨୬ ହକି ଫାଇନାଲ୍ ମ୍ୟାଚରେ ଭାରତ ମାଲେସିଆକୁ ୫-୧ ଗୋଲରେ ହରାଇ ସ୍ଵର୍ଣ୍ଣ ପଦକ ଜିତିଛି। ଏସୀୟ କ୍ରୀଡ଼ାରେ ଏହା ହେଉଛି ଭାରତର...

ହର୍ମୁଜରେ ମିସାଇଲ ଆକ୍ରମଣ, ୫ ଭାରତୀୟ ନାଗରିକ ସୁରକ୍ଷିତ ଉଦ୍ଧାର

ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀରେ ଏକ କୁୱେତ ପତାକାଯୁକ୍ତ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜାହାଜରେ ଥିବା ୫ ଜଣ ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଓମାନରେ...

ଏସିଆନ୍ସ ଗେମ୍ସରେ ସ୍ୱର୍ଣ୍ଣ ବିଜେତା ଭାରତୀୟ ମହିଳା ହକି ଟିମ୍ ପାଇଁ ପୁରସ୍କାର ଘୋଷଣା କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ: ଦୀର୍ଘ ୪୪ ବର୍ଷ ଅପେକ୍ଷାର ପରେ ଭାରତୀୟ ମହିଳା ହକି ଦଳ ଏସିଆନ୍ସ ଗେମ୍ସରେ ଦେଶ ପାଇଁ ସ୍ୱର୍ଣ୍ଣ ଜିତି ଇତିହାସ ରଚିଛି । ଏହି ସଫଳତା ପାଇଁ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଛି...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...