ଅଷ୍ଟମ ଥର ଏସିଆ କପ୍ ଟାଇଟଲ ଜିତିଲା ଭାରତ
ନୂଆଦିଲ୍ଲୀ:ଦୁବାଇ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମରେ ଖେଳାଯାଇଥିବା ଏସିଆ କପ୍ ଫାଇନାଲ ମ୍ୟାଚରେ ଭାରତୀୟ ଅଧିନାୟକ ହରମନପ୍ରୀତ କୌର ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ lଭାରତ ନିର୍ଦ୍ଧାରିତ ୨୦ ଓଭରରେ ୧୮୩ ରନ ସ୍କୋର କରିବାରେ ସଫଳ ହୋଇଥିଲା...
ପଶ୍ଚିମବଙ୍ଗରେ ନୂଆ ମିସାଇଲ୍ ଟେଷ୍ଟିଂ ସେଣ୍ଟରକୁ ମଞ୍ଜୁରି
ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଶତ୍ରୁଙ୍କୁ ଚେକ୍ ଦେବାକୁ ସମସ୍ତ ପ୍ରକାର ଉଦ୍ୟମ କରୁଛି ଭାରତ । ତେଣୁ ଦେଶରେ ଆଉ ଏକ ମିସାଇଲ୍ ଟେଷ୍ଟିଂ ସେଣ୍ଟର ତିଆରି ହେବ । ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲ୍ଲାର ଜୁନପୁଟ...
ଓରାଙ୍ଗଉଟାନ ଉଦ୍ଧାର ଘଟଣାର CBI ତଦନ୍ତ ଦାବି କଲେ ବିଜେଡି ବିଧାୟକ
ବାଲେଶ୍ୱର:ଭୋଗରାଇ ଅଞ୍ଚଳରୁ ୫ ଓରାଙ୍ଗଉଟାନ ଉଦ୍ଧାର ମାମଲାର ତଦନ୍ତ ସିବିଆଇ କିମ୍ବା ଏନଆଇଏ ଦ୍ୱାରା କରାଯାଉ ବୋଲି ଦାବି କରିଛନ୍ତି ସ୍ଥାନୀୟ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ । ଭୋଗରାଇ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ କହିଛନ୍ତି,...
ବ୍ରିକ୍ସ ନୂଆଦିଲ୍ଲୀ ଘୋଷଣାପତ୍ରକୁ ସବୁ ସଦସ୍ୟଙ୍କ ସମର୍ଥନ:ଆତଙ୍କବାଦ ବିରୋଧରେ ହେବ ମିଳିତ ଲଢ଼େଇ
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀରେ ସମସ୍ତ ୨୧ ସଦସ୍ୟ ଦେଶ ଏକମତ ହୋଇ ‘ନୂଆଦିଲ୍ଲୀ ଘୋଷଣା-୨୦୨୬’ ଗ୍ରହଣ କରିଛନ୍ତି। ଏହି ଘୋଷଣାରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି। ରୁଷ...
ଦୁବାଇ ନିବେଶ ଅଭିଯାନରେ ଓଡ଼ିଶାକୁ ୨.୪୩ ଲକ୍ଷ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ତିନିଦିନିଆ ଉଚ୍ଚସ୍ତରୀୟ ପୁଞ୍ଜିନିବେଶ ଅଭିଯାନ ଶେଷ ହୋଇଛି। ଏହି ଗସ୍ତକାଳରେ ରାଜ୍ୟକୁ ମୋଟ ୨ ଲକ୍ଷ ୪୩ହଜାର ୧୬୨ କୋଟି ଟଙ୍କାର ବିଶାଳ ପୁଞ୍ଜିନିବେଶ ପ୍ରସ୍ତାବ ମିଳିଥିବାବେଳେ...
ଦିଲ୍ଲୀ ହାଇକୋର୍ଟଙ୍କ ପରାମର୍ଶ ପରେ ବିବାଦୀୟ ପୋଷ୍ଟ ହଟାଇବେ ସୌରଭ ଦାସ
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ପରାମର୍ଶ ପରେ 'କକ୍ରୋଚ୍ ଜନତା ପାର୍ଟି' ର ନେତା ସୌରଭ ଦାସ ବିଜେପି ନେତା ଗୌରବ ଭାଟିଆଙ୍କ ସମ୍ପର୍କରେ କରାଯାଇଥିବା ସମସ୍ତ ବିବାଦୀୟ ପୋଷ୍ଟ ସୋସିଆଲ ମିଡିଆରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ମିଳିଥିବା...
ମାୟାବତୀଙ୍କ ବଡ଼ ନିଷ୍ପତ୍ତି, ବିଏସପିରୁ ଆକାଶ ଆନନ୍ଦ ବହିଷ୍କୃତ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ମୁଖ୍ୟ ମାୟାବତୀ ଏକ ଚାଞ୍ଚଲ୍ୟକର ନିଷ୍ପତ୍ତି ନେଇଛନ୍ତି । ଦଳର ଜାତୀୟ ସଂଯୋଜକ ତଥା ତାଙ୍କ ନିଜ ଭଣଜା ଆକାଶ ଆନନ୍ଦଙ୍କୁ ପାର୍ଟିରୁ ସମ୍ପୂର୍ଣ୍ଣ ଭାବେ ବହିଷ୍କୃତ...
ୟୁଏଇ ଗସ୍ତର ପ୍ରଥମ ଦିନରେ ବିଶ୍ୱସ୍ତରୀୟ ନିବେଶ ଭାଗିଦାରୀକୁ ସୁଦୃଢ କଲା ଓଡ଼ିଶା:ଆଇଏଚସି ଏବଂ ଅଦାନୀ ଗ୍ରୁପ୍ ସହିତ...
ଆବୁଧାବି/ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶା ବିଦେଶୀ ନିବେଶ ଭାଗିଦାରୀକୁ ଆଗେଇ ନେଇଛି । ଏଥିରେ ଏକ ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ, ୧୪ଟି ନୂଆ ପ୍ରକଳ୍ପ ପାଇଁ...
ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସ୍କୁଲ ଓ କଲେଜରେ ଶିକ୍ଷକ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ । RTE, NCTE ଓ UGC ନିୟମରେ ଧାର୍ଯ୍ୟ...
୨୦ ବର୍ଷ ପରେ AFC U20 ଏସୀୟ କପ୍କୁ ଫେରିଲା ଭାରତ
ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ବାଂଲାଦେଶକୁ ୩-୦ ଗୋଲ୍ରେ ପରାସ୍ତ କରିଛି...


















