ବଢିଲା ଧାନର ସହାୟକ ମୂଲ୍ୟ
କେନ୍ଦ୍ର କ୍ୟାବିନେଟ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛି । କ୍ୟୁଣ୍ଟାଲ ପିଚ୍ଛା ଦୁଇଶହ ଟଙ୍କା ଲୋଖାଁଏ ବଢାଇବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହାଫଳରେ ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୟୁଣ୍ଟାଲ...








