ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ ଯିବା ସହ ସେଥିରେ ନିଆଁ ଲାଗିଯାଇଥିଲା।...
ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା
ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି...
ଆତଙ୍କୀ ହମ୍ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ...
ଏସ୍ସିଓ ନିୟମ ଅନୁସାରେ ଭାରତକୁ ନିମନ୍ତ୍ରଣ ପଠାଇବ ପାକିସ୍ତାନ
ଇସଲାମାବାଦ: ୨୦୨୭ ଏସ୍ସିଓ ସମ୍ମିଳନୀ ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇସଲାମାବାଦକୁ ନିମନ୍ତ୍ରଣ କରିବ ପାକିସ୍ତାନ। ସେହିପରି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହିଁ ମୋଦିଙ୍କୁ ଇସଲାମାବାଦ ଆସିବାକୁ ନିମନ୍ତ୍ରଣ ପତ୍ର ପଠାଇବେ ବୋଲି ଜଣାପଡ଼ିଛି। ସଙ୍ଘାଇ କର୍ପୋରେସନ...
ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED
ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି ଶୁଦ୍ଧତା, ସ୍ୱାଦ ଓ ଗୁଣବତ୍ତା...
ଲୋକସଭାରେ ଗୃହୀତ ହେଲା ‘ବନ୍ଦେ ମାତରମ’ ବିଲ୍
ନୂଆଦିଲ୍ଲୀ: ୨୯ ଜୁଲାଇ ବୁଧବାର ‘ବନ୍ଦେ ମାତରମ’ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଥିଲା । ରାଜ୍ୟସଭା ପରେ ଆଜି ଲୋକସଭାରେ ‘ବନ୍ଦେ ମାତରମ’ ବିଧେୟକ ଗୃହୀତ ହୋଇଛି। ଉଭୟ ସଦନରେ ଗୃହୀତ ହେବା ପରେ, ଏହାକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ନିମନ୍ତେ...
ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି
ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି ଅନୁସାରେ, ସୁରକ୍ଷା ବାହିନୀର ଗୁଳିଚାଳନାରେ...
ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ
ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ ରିପୋର୍ଟ ଅନୁଯାୟୀ ଆଇପିଏଲ୍ର ମୋଟ...
କୋଇଲା ଆବଣ୍ଟନ ମାମଲା: ମନମୋହନ ସିଂହଙ୍କ ବିରୋଧରେ ବିଚାର ପ୍ରକ୍ରିୟା ବନ୍ଦ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ବହୁ ଚର୍ଚ୍ଚିତ କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ସ୍ୱର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ଅନ୍ୟ ଅଭିଯୁକ୍ତଙ୍କୁ କ୍ଲିନ୍ ଚିଟ୍ ପ୍ରଦାନ କରିଛନ୍ତି । ମାମଲାକୁ ବନ୍ଦ କରିବାକୁ ସିବିଆଇ ଦ୍ୱାରା ଦାଖଲ...
କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ ପାଇଁ ୧୦,୦୦୦ ମିଟର ଦୌଡ଼ରେ...


















