26.1 C
Bhubaneswar
Sunday, September 13, 2026
-Advertisement-

ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ହେବ ବୃଦ୍ଧି

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ମନ୍ତ୍ରିମଣ୍ଡଳ ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ବୃଦ୍ଧିକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତିଙ୍କ ସଂଖ୍ୟା ୩୪ରୁ ବଢାଇ ୩୮ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଛଅ ବର୍ଷ ପରେ ଏହି ନିଷ୍ପତ୍ତି ନେଇଛନ୍ତି...

ପରାଜୟ ପରେ ଗର୍ଜିଲେ ମମତା: କହିଲେ“ମୁଁ ହାରିନି, ଦେବିନି ଇସ୍ତଫା”

କୋଲକାତା: ପଶ୍ଚିମବଙ୍ଗରେ ପରାଜୟକୁ ଗ୍ରହଣ କରିପାରୁ ନାହାନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ବେଙ୍ଗଲରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା ସମାଲୋଚନା କରିଛନ୍ତି l ସାମ୍ବାଦିକ...

ଅମିତ ଶାହ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଦାୟିତ୍ୱ, ବାଛିବେ ବେଙ୍ଗଲ ସିଏମ୍

ନୂଆଦିଲ୍ଲୀ: ୫ ରାଜ୍ୟରେ ବଜେପି ର ବିଜୟ ହୋଇଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା। ଏହାରି ଭିତରେ ପଶ୍ଚିମବଙ୍ଗ ବିଧାୟକ ଦଳ ନେତା ବାଛିବେ କେନ୍ଦ୍ର...

ସାଉଦି ଆରବରେ ଇରାନର ଆକ୍ରମଣ: ୩ଜଣ ଭାରତୀୟ ଆହତ

ନୂଆଦିଲ୍ଲୀ: ଆରବ ଏମିରେଟ୍ସରେ ତିନି ଜଣ ଭାରତୀୟ ନାଗରିକଙ୍କ ଉପରେ ହୋଇଥିବା ଆକ୍ରମଣ ଖବରକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବୈଦେଶିକ ମନ୍ତ୍ରଣାଳୟ । ସୂଚନା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର କରି ୟୁଏଇର ଫୁଜୈରାହ ତୈଳ...

ସରକାରୀ ଫାଇଲ ସ୍ଥାନାନ୍ତର ଉପରେ କଟକଣା ଲଗାଇଲେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ସରକାରୀ ଫାଇଲ ସ୍ଥାନାନ୍ତର ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ । ଏ ନେଇ ସମସ୍ତ ବିଭାଗ ମୁଖ୍ୟଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଦୁଶ୍ୟନ୍ତ ନରିଆଲା ।...

ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ହାରିଲେ ମମତା ବାନାର୍ଜୀ :ଦଳୀୟ କର୍ମୀଙ୍କୁ ଶ୍ରେୟ ଦେଲେ ମୋଦି

ପଶ୍ଚିମବଙ୍ଗ:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଭାରତୀୟ ଜନତା ପାର୍ଟି (ବିଜେପି) ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ଆସନ ବିଶିଷ୍ଟ ବଙ୍ଗଳା ବିଧାନସଭାରେ ବିଜେପି 206 ଆସନରେ ବିଜୟ ଲାଭ କରିଛି। ୧୫ ବର୍ଷ ଧରି କ୍ଷମତାରେ ଥିବା...

ପଶ୍ଚିମବଙ୍ଗ, ଆସାମରେ ବିଜେପିର ବଡ଼ ବିଜୟ

ନୂଆଦିଲ୍ଲୀ:ପଶ୍ଚିମ ବଙ୍ଗ ରେ ଭାଜପା ୨୦୫ ଆସନରେ ଆଗୁଆ ଥିବାବେଳେ ଟିଏମ୍‌ସି ୮୩ ଆସନରେ ଆଗୁଆ ରହିଛି । ଏହି ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ପଶ୍ଚିମ ବଙ୍ଗରେ ‘କମଳ’ ଫୁଟିଛି। ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ...

ପଶ୍ଚିମବଙ୍ଗରେ ବିଜୟମୁହାଁ ବିଜେପି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା ଜାରି ରହିଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି...

ରାଜସ୍ଥାନ ରୟାଲ୍ସକୁ କିଣିଲେ ଲକ୍ଷ୍ମୀ ନାରାୟଣ ମିତ୍ତଲ

ମୁମ୍ବାଇ: ପ୍ରସିଦ୍ଧ ଶିଳ୍ପପତି ଲକ୍ଷ୍ମୀ ନାରାୟଣ ମିତ୍ତଲ ଏବେ ରାଜସ୍ଥାନ ରୟାଲ୍ସର ମୁଖ୍ୟ ମାଲିକ ହୋଇଛନ୍ତି। ପ୍ରାୟ ୧୫,୬୦୦ କୋଟି ଟଙ୍କାର ଏହି ବଡ଼ ଡିଲ୍‌ରେ ମିତ୍ତଲ ପରିବାର ଏବଂ ସେରମ ଇନଷ୍ଟିଚ୍ୟୁଟର ମାଲିକ ଅଦାର ପୁନାୱାଲା ମିଳିତ ଭାବେ...

ପଶ୍ଚିମବଙ୍ଗର ଫଲଟା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ମତଦାନ କେନ୍ଦ୍ରରେ ହେବ ପୁଣିଥରେ ମତଦାନ

ପଶ୍ଚିମବଙ୍ଗ:ନିର୍ବାଚନ କମିଶନ ପଶ୍ଚିମବଙ୍ଗର ଫାଲତା ବିଧାନସଭା ଆସନରେ ହୋଇଥିବା ମତଦାନକୁ ରଦ୍ଦ କରିଦେଇଛନ୍ତି । ଏପ୍ରିଲ ୨୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଏଠାରେ ଇଭିଏମ୍ ହେରଫେର ଓ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ଗୋଟିଏ ବୁଥରେ ଇଭିଏମ୍‌ରେ...
- Advertisement -

Latest article

Clause Shiny Wilds Right to Void Winnings

SommaireQu'est-ce que la Clause « Droit d’Annuler les Gains » ?Les Situations Courantes Menant à l'Application de la ClauseProcédure et Délais en Cas de...

Supabet Valeur à Long Terme du Programme VIP

SommaireComment Fonctionne l'Ascension dans les Niveaux VIPLes Avantages Concrets par Niveau de StatutTableau Comparatif des Principaux Bénéfices VIPLe Cashback et les Bonus : Une...

VegasNow Minimum Withdrawal Amount Per Method

ContentsUnderstanding Minimum Withdrawal LimitsMinimum Withdrawal Amounts by Payment MethodStep-by-Step Withdrawal ProcessCommon Issues and TroubleshootingMaximizing Your Withdrawal EfficiencyConclusion: Getting Your Winnings Quickly VegasNow Minimum Withdrawal Amount...