NEET ପେପର ଲିକ୍ ନେଇ କାର୍ଯ୍ୟାନୁଷ୍ଠାନ: ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କଲା NTA
ନୂଆଦିଲ୍ଲୀ : NEET ପେପର ଲିକ୍ ଘଟଣାରେ NTA ଶୁକ୍ରବାର ଦିନ ୪୭ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଦେଇଛି। ଏହି ଅଧିକାରୀମାନଙ୍କ ମଧ୍ୟରୁ କେତେଜଣଙ୍କ ବିରୋଧରେ ଆଇନଗତ ଏବଂ ଫୌଜଦାରୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ। ସୂଚନା ଅନୁଯାୟୀ...
ସିଜେପି ପ୍ରଦର୍ଶନ ମାମଲା: ଭ୍ରାନ୍ତ ଖବରକୁ ସିଜେଆଇଙ୍କ କଡ଼ା ନିନ୍ଦା
ନୂଆଦିଲ୍ଲୀ: କକରୋଚ୍ ଜନତା ପାର୍ଟିର ପ୍ରଦର୍ଶନକାରୀଙ୍କ ଉପରେ ପୁଲିସର କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଶୁଣାଣି କରିବାକୁ ମନା କରିଦେଇଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ତୀବ୍ର ନିନ୍ଦା କରିଛନ୍ତି। ସେ ସ୍ପଷ୍ଟ...
ହଟିଲେ କେନ୍ଦ୍ର ଶିକ୍ଷା ସଚିବ ବିନୀତ ଯୋଶୀ, ନରେଶ ପାଲ୍ଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ କକ୍ରୋଚ୍ ଜନତା ପାର୍ଟି ର ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗର ସଚିବ ବିନୀତ ଯୋଶୀଙ୍କୁ ତାଙ୍କ ପଦବୀରୁ...
ଜେ.ପି. ନଡ୍ଡାଙ୍କ ସହ ଆଲୋଚନାକୁ ପ୍ରତ୍ୟାଖ୍ୟାନ କଲେ ପ୍ରତିବାଦକାରୀ
ନୂଆଦିଲ୍ଲୀ: ପ୍ରତିବାଦକାରୀଙ୍କ ସହ ଆଲୋଚନା କରିବାକୁ ସରକାର ବାରମ୍ବାର ନିବେଦନ କରୁଥିବା ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପ୍ରାପ୍ତ ସୂଚନା ଅନୁସାରେ, କକ୍ରୋଚ୍ ଜନତା ପାର୍ଟି ନେତାମାନେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ଆଲୋଚନା କରିବାକୁ ମନା...
ନିଟ୍ ପେପର ଲିକ୍ ମାମଲା: ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟର ନା
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ନୂଆଦିଲ୍ଲୀରେ ସିଜେପିର ସଂସଦ ଭବନ ମାର୍ଚ୍ଚ ସମୟରେ ସମର୍ଥକଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ତ୍ୱରିତ ଶୁଣାଣି ପାଇଁ...
ଆତଙ୍କବାଦୀ ଆକ୍ରମଣରେ କନଷ୍ଟେବଳ ସହିଦ
ଶ୍ରୀନଗର: ଜମ୍ମୁ-କାଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଗୁଳିମାଡ କରିଛନ୍ତି । ଏହି ଆକ୍ରମଣରେ ଜଣେ ପୋଲିସ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଜଣକ ଆଇଆରପି ୩ୟ ବାଟାଲିୟନର ଆଶିକ୍ ହୁସେନ ବୋଲି ଚିହ୍ନଟ କରାଯାଇଛି। ଏହାପରେ ପୋଲିସ...
ୟୁକ୍ରେନ୍ରେ ଭୟଙ୍କର ମିସାଇଲ୍ ମାଡ଼, ୪ ଭାରତୀୟ ନାବିକ ମୃତ
ନୂଆଦିଲ୍ଲୀ: ୟୁକ୍ରେନ୍ ର ଓଡେସା ବନ୍ଦରରୁ ବାହାରୁଥିବା ଏକ ବ୍ୟାବସାୟିକ ମାଲବାହୀ ଜାହାଜ ‘MV Golden Leo’ ଉପରେ ଜୁଲାଇ ୧୯ ସନ୍ଧ୍ୟାରେ ଏକ ଭୟଙ୍କର କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି । ଏହି ଦୁର୍ଭାଗ୍ୟଜନକ ଘଟଣାରେ ୪ ଜଣ ଭାରତୀୟ...
ସିଜେପି ସମର୍ଥକଙ୍କ ଉପରେ ଲାଠିଚାର୍ଜକୁ ନେଇ ମୋଦିଙ୍କୁ କଡା ସମାଲୋଚନା କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ସୋସିଆଲ ମିଡିଆ Xରେ ଏକ ଭିଡିଓ ପୋଷ୍ଟ କରି କହିଛନ୍ତି, "ପ୍ରଧାନମନ୍ତ୍ରୀ ମୋଦି ଭାରତର ଇତିହାସରେ ସବୁଠାରୁ ଯୁବ ବିରୋଧୀ ପ୍ରଧାନମନ୍ତ୍ରୀ । ସେ ଏତେ ଯୁବ ବିରୋଧୀ ଯେ, ସେ ଜଣେ ବିଫଳ ଶିକ୍ଷାମନ୍ତ୍ରୀଙ୍କ...
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ସମର୍ଥନ
ଭୁବନେଶ୍ୱର: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ମିଳିଲା ସମର୍ଥନ । ଦିଲ୍ଲୀର ଯନ୍ତରମନ୍ତରରେ ସମାଜ ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଭୁବନେଶ୍ୱରରେ ମଧ୍ୟ ବିଭିନ୍ନ ସଂଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଭୁବନେଶ୍ୱରର...
ପୋଲିସ ମୁଖ୍ୟାଳୟରେ ତ୍ରିପୁରା ଡିଜିପି ଅନୁରାଗ ଧନଖଡଙ୍କ ମୃତ୍ୟୁ
ଅଗରତାଲା: ତ୍ରିପୁରା ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅନୁରାଗ ଧନଖଡଙ୍କ ମୃତ୍ୟୁ ଘଟିଛି | ମୃତ ଦେହ ପୋଲିସ ମୁଖ୍ୟାଳୟରେ ମିଳିଥିବା ଜଣା ପଡିଛି । ଡିଜିପିଙ୍କୁ ତୁରନ୍ତ ଅଗରତାଲା ସ୍ଥିତ ଗୋବିନ୍ଦ ବଲ୍ଲଭ ପନ୍ତ ହସ୍ପିଟାଲରେ ଭର୍ତ୍ତି...


















