‘ଫିଫା-୨୦୨୬’ ଚାମ୍ପିଅନ୍ ହେଲା ସ୍ପେନ୍
ୱାସିଂଟନ: ରବିବାର ନ୍ୟୁ ୟର୍କର ମେଟ୍ ଲାଲଫ ଷ୍ଟାଡ଼ିୟମରେ ଅନୁଷ୍ଠିତ ମେଗା ଫିଫା ବିଶ୍ୱକପ୍ ୨୦୨୬ ର ଫାଇନାଲ୍ ମ୍ୟାଚରେ ସ୍ପେନ୍, ୨୦୨୨ ର ଚାମ୍ପିଅନ୍ ଆର୍ଜେଣ୍ଟିନାକୁ ୧-୦ ଗୋଲରେ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍ ଟାଇଟଲ୍...
‘ଉପଯୁକ୍ତ ଚିକିତ୍ସା ମିଳୁନି’— ଦିଲ୍ଲୀ ହାଇକୋର୍ଟରେ ସୋନମ ୱାଙ୍ଗଚୁକଙ୍କ ପତ୍ନୀଙ୍କ ଅଭିଯୋଗ
ନୂଆଦିଲ୍ଲୀ: ବିଶିଷ୍ଟ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ରାଜଧାନୀ ଦିଲ୍ଲୀରେ ଦୀର୍ଘ ୨୧ ଦିନ ଧରି ଅନଶନରେ ବସିଥିବାରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସଫଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୱାଙ୍ଗଚୁକଙ୍କୁ ଏକ ଘରୋଇ ହସ୍ପିଟାଲକୁ...
ରାମ ଜନ୍ମଭୂମି ଦାନ ମାମଲା: ସୁପ୍ରିମକୋର୍ଟରେ ନିର୍ମୋହୀ ଆଖଡ଼ାର ଅଭିଯୋଗ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଦାୟର ହୋଇଥିବା ଆବେଦନରେ ନିର୍ମୋହୀ ଆଖଡ଼ା ଏକ ନୂତନ ଟ୍ରଷ୍ଟ ଗଠନ ଏବଂ ଟ୍ରଷ୍ଟରେ ପ୍ରତିନିଧିତ୍ୱ ବୃଦ୍ଧି କରିବାକୁ ଦାବି କରିଛି। ଏହା ବ୍ୟତୀତ ନିର୍ମୋହୀ ଆଖଡ଼ା ସମସ୍ତ ଟ୍ରଷ୍ଟର ଆକାଉଣ୍ଟର ଫୋରେନସିକ୍ ଅଡିଟ୍ ଏବଂ ମନ୍ଦିରର...
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା :ଓଡ଼ିଆ ଚଳଚ୍ଚିତ୍ର ‘ଲହରୀ’ ପୁରସ୍କୃତ
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଭାରତୀୟ ସିନେମା ଜଗତର ବିଭିନ୍ନ ଭାଷା ଓ ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଉତ୍କୃଷ୍ଟ କାର୍ଯ୍ୟକୁ ଏହି ପୁରସ୍କାର ମାଧ୍ୟମରେ...
ନୂଆଦିଲ୍ଲୀରେ ‘ଅଲ୍ ଇଣ୍ଡିଆ ମିଡିଆ କନଫରେନ୍ସ–୨୦୨୬’, ଓଡ଼ିଶାରୁ ୯ ସାମ୍ବାଦିକଙ୍କ ଯୋଗଦାନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରେସି ଆଣ୍ଡ ଇଲେକ୍ସନ୍ ମ୍ୟାନେଜମେଣ୍ଟ (IIIDEM) ଠାରେ ‘ଅଲ୍ ଇଣ୍ଡିଆ ମିଡିଆ କନଫରେନ୍ସ–୨୦୨୬’ ଅନୁଷ୍ଠିତ ହୋଇଛି। ଏହି ଜାତୀୟ ସମ୍ମିଳନୀରେ ଓଡ଼ିଶାରୁ ୯ ଜଣ ବରିଷ୍ଠ ସାମ୍ବାଦିକ ଯୋଗ ଦେଇଥିଲେ। ସମ୍ମିଳନୀକୁ...
ଭାରତର ପ୍ରଥମ ଘରୋଇ ଅର୍ବିଟାଲ୍ ରକେଟର ଉତ୍କ୍ଷେପଣ, ମହାକାଶକୁ ଗଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତ ଲେଖା ବାର୍ତ୍ତା
ଶ୍ରୀହରିକୋଟା: ହାଇଦ୍ରାବାଦସ୍ଥିତ ସ୍କାଇରୁଟ୍ ଏରୋସ୍ପେସ୍ ଦେଶର ପ୍ରଥମ ଘରୋଇ ଭାବେ ବିକଶିତ ଅର୍ବିଟାଲ୍ ରକେଟ୍ ‘ବିକ୍ରମ-୧’ର ସଫଳ ଉତ୍କ୍ଷେପଣ କରିଛି । ରକେଟ୍ଟିକୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଉତ୍କ୍ଷେପଣ କରାଯାଇଛି । ଏହି ମାନବବିହୀନ ରକେଟ୍...
ନାଗରିକତ୍ୱ ସ୍ଥିର କରିପାରିବେନି ନିର୍ବାଚନ କମିଶନ:ସୁପ୍ରିମକୋର୍ଟ
ନୂଆଦିଲ୍ଲୀ:ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ସ୍ପଷ୍ଟୀକରଣ କରିଛନ୍ତି ଯେ କୌଣସି ବ୍ୟକ୍ତି ଭାରତର ନାଗରିକ କି ନୁହେଁ, ତାହା ସ୍ଥିର କରିବା ନିର୍ବାଚନ କମିଶନଙ୍କ ଅଧିକାର ଭିତରେ ଆସେ ନାହିଁ। ଭାରତୀୟ ସମ୍ବିଧାନ ନିର୍ବାଚନ କମିଶନଙ୍କୁ...
ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ, ଘଟାଇଥାନ୍ତେ ଦେଶବ୍ୟାପୀ ବିସ୍ଫୋରଣ
ଅହମ୍ମଦାବାଦ: ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦ (JeM)ର ଏକ ମଡ୍ୟୁଲ୍ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଗୁଜୁରାଟ ଆତଙ୍କବାଦ ବିରୋଧୀ ଦଳ (ATS) ପାଞ୍ଚ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରିଛି। ଏହି ଗିରଫଦାରୀ...
ପ୍ରକାଶ ହେଲା NEET-UG ୨୦୨୬ ପରୀକ୍ଷାର ଫଳାଫଳ
ନୂଆଦିଲ୍ଲୀ : ଜୁଲାଇ ୧୬ ତାରିଖରେ NEET-UG ୨୦୨୬ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି | ଦେଶ ବିଦେଶର ୫୫୧ଟି ସହରରେ ୫,୪୪୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ...
ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ କେନ୍ଦ୍ରକୁ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଏବେ ସାରା ଦେଶରେ ଦୃଷ୍ଟି ଆକର୍ଷଣ କରିଛି ସୋନମ ୱାଙ୍ଗଚୁକଙ୍କ ଦୀର୍ଘ ୧୯ ଦିନର ଅନଶନ । ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଏହି ଗମ୍ଭୀର ପରିସ୍ଥିତିକୁ ନେଇ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ...


















