27.1 C
Bhubaneswar
Friday, September 11, 2026
-Advertisement-

ନେପାଳ ବନ୍ୟାରେ ମୃତ୍ୟୁସଂଖ୍ୟା ୯୦୦ ଟପିଲା, ହଜାର ହଜାର ନିଖୋଜ

ନୂଆଦିଲ୍ଲୀ: ନେପାଳ ବନ୍ୟାରେ ମୃତ୍ୟୁସଂଖ୍ୟା ୯୦୦ ଟପିଛି। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରାଯାଇଥିବା ବେଳେ ମୃତ୍ୟୁସଂଖ୍ୟା ୯୦୩କୁ ବୃଦ୍ଧି ପାଇଥିବା ନେପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ବ୍ୟାପକ ଉଦ୍ଧାର କାର୍ଯ୍ୟ ଜାରି ରହିଛି।...

FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ ଟାଇଟଲ୍ ହାସଲ କଲା ଜର୍ମାନୀ

ନୂଆଦିଲ୍ଲୀ:FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ରେ ଜର୍ମାନୀ ସ୍ପେନ୍‌କୁ ୧-୦ ଗୋଲ୍‌ରେ ପରାସ୍ତ କରି ଲଗାତାର ଦ୍ୱିତୀୟଥର ପାଇଁ ବିଶ୍ୱକପ୍ ଟାଇଟଲ୍ ହାସଲ କରିଛି। ବେଲଜିୟମର ୱାଭ୍ରେସ୍ଥିତ ବେଲଫିୟସ୍ ହକି ଆରେନାରେ ଖେଳାଯାଇଥିବା ଫାଇନାଲ୍ ମ୍ୟାଚ୍‌ରେ ଜର୍ମାନୀ...

ନେପାଳରେ ଫସିଥିବା ଓଡ଼ିଆଙ୍କୁ ସହାୟତା ପାଇଁ ପଦକ୍ଷେପ

ନୂଆଦିଲ୍ଲୀ: ନେପାଳର ପ୍ରଳୟଙ୍କରୀ ବନ୍ୟାରେ ୩୦୦ ଜଣ ଭାରତୀୟ ନାଗରିକଙ୍କ ସମେତ ୧୩୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି । ଏହା ମଧ୍ୟରେ କିଛି ଓଡ଼ିଆ ଥିବାର ମଧ୍ୟ ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଲକ୍ଷ୍ୟ...

ନେପାଳରେ ଅଚାନକ ବନ୍ୟା, ଜନଜୀବନ ଅସ୍ତବ୍ୟସ୍ତ

ନେପାଳ: ନେପାଳର ବିଭିନ୍ନ ଅଞ୍ଚଳରେ ଅଚାନକ ବନ୍ୟା ଆସି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ନଦୀଗୁଡ଼ିକରେ ଜଳସ୍ତର ଅତ୍ୟଧିକ ବୃଦ୍ଧି ପାଇବାରୁ ବନ୍ୟାଜଳ ପାଖାପାଖି ଅଞ୍ଚଳକୁ ମାଡ଼ି ଆସିଥିଲା। ରାତିରେ ହଠାତ୍ ପାଣି ମାଡ଼ିଆସିବାରୁ ଲୋକେ ସୁରକ୍ଷିତ ସ୍ଥାନକୁ...

ଦଳବଦଳ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ର ସମ୍ପାଦକ ତଥା ଲୋକସଭା ନେତା ଅଭିଷେକ ବାନାର୍ଜୀଙ୍କ ଆବେଦନ କ୍ରମେ ସୁପ୍ରିମକୋର୍ଟ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦଳରୁ ବାହାରି ଅନ୍ୟତ୍ର ମିଶିଥିବା ୨୦ ଜଣ ବିଦ୍ରୋହୀ ଟିଏମସି ସାଂସଦଙ୍କୁ...

ଆର୍ଜେଣ୍ଟିନା ଠାରୁ ହାରିବା ପରେ ହକି ବିଶ୍ୱକପରୁ ବିଦା ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ସୋମବାର ଖେଳାଯାଇଥିବା ହକି ବିଶ୍ୱକପ୍ ୨୦୨୬ ଦ୍ୱିତୀୟ ପର୍ଯ୍ୟାୟ ମୁକାବିଲାରେ ଆର୍ଜେଣ୍ଟିନା, ଟିମ୍ ଇଣ୍ଡିଆକୁ ୫-୩ ଗୋଲ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତ ପକ୍ଷରୁ ସୁଖଜିତ୍ ସିଂହ ଦୁଇଟି ଗୋଲ୍ କରିଥିବା ବେଳେ ହାର୍ଦ୍ଦିକ...

ନବଜାତ ଶିଶୁ ୱାର୍ଡରେ ଲାଗିଲା ନିଆଁ, ୩ ଶିଶୁଙ୍କ ମୃତ୍ୟୁ

ଅମରାବତୀ: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲାର ଏକ ସରକାରୀ ମହିଳା ଡାକ୍ତରଖାନାର ଶିଶୁ ୱାର୍ଡରେ ଅଚାନକ ଭୟାବହ ଅଗ୍ନିକାଣ୍ଡ ଘଟି ତିନି ଜଣ ନବଜାତକଙ୍କର ମୃତ୍ୟୁ ଘଟିଛି । ମିଳିଥିବା ଖବର ଅନୁଯାୟୀ, ଡାକ୍ତରଖାନାର ନବଜାତ ଶିଶୁ ଅତିଦକ୍ଷ...

ହତ୍ୟା ପରେ ମୋବାଇଲ୍‌ ଟ୍ରାକିଂରୁ ମିଳିଲା ଫେରାର ହେବାର ସୁରାକ

ତାମିଲନାଡୁ: ତାମିଲନାଡୁ ଏକ୍ସପ୍ରେସ୍‌ରୁ ଏକ ସୁଟକେସ୍‌ ଭିତରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିବା ଘଟଣାରେ ବଡ଼ ସୁରାକ ମିଳିଛି। ଏହି ହତ୍ୟାକାଣ୍ଡରେ ଓଡ଼ିଶାର ଜଣେ ସନ୍ଦିଗ୍ଧ ଦମ୍ପତିଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ସୂଚନା ଥାଉ ଯେ,...

ଗଣେଶଙ୍କ ପ୍ରତିମୂର୍ତ୍ତି ପଡିଯିବାରୁ ୨ ମୃତ, ୫ ଆହତ

ମୁମ୍ବାଇ: ଶନିବାର ରାତିରେ ଗଣେଷଙ୍କ ମୂର୍ତ୍ତି ଆଣିବା ବେଳେ ଭୂଲେଶ୍ୱର ଚା ରାଜାଙ୍କ ପ୍ରତିମା ପଡି ଯାଇଥିଲା । ଯାହା ଫଳରେ ଏହି ଅଘଟଣ ଘଟିଛି l ସୂଚନା ଅନୁସାରେ, ଶନିବାର ରାତି ୧୦ଟାରେ ଭୂଲେଶ୍ୱରର ବଳରାମ...

ପୂର୍ବତନ ବିଚାରପତିଙ୍କୁ ଗୁରୁପ୍ରୀତ କୌରଙ୍କ ଲିଗାଲ ନୋଟିସ୍

ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ସିଂ ମାନଙ୍କ ପତ୍ନୀ ଗୁରୁପ୍ରୀତ କୌର ଏକ ଦୁଷ୍କର୍ମ ମାମଲା ରଫାଦଫା କରିବାକୁ ୫ କୋଟି ଟଙ୍କା ଲାଞ୍ଚ ଦାବି କରିଥିବାର କଂଗ୍ରେସ ନେତା ସୁଖପାଲ ଖୈରାଙ୍କ ଭିଣୋଇ ତଥା ପଞ୍ଜାବ-ହରିୟାଣା...
- Advertisement -

Latest article

Clause Shiny Wilds Right to Void Winnings

SommaireQu'est-ce que la Clause « Droit d’Annuler les Gains » ?Les Situations Courantes Menant à l'Application de la ClauseProcédure et Délais en Cas de...

Supabet Valeur à Long Terme du Programme VIP

SommaireComment Fonctionne l'Ascension dans les Niveaux VIPLes Avantages Concrets par Niveau de StatutTableau Comparatif des Principaux Bénéfices VIPLe Cashback et les Bonus : Une...

VegasNow Minimum Withdrawal Amount Per Method

ContentsUnderstanding Minimum Withdrawal LimitsMinimum Withdrawal Amounts by Payment MethodStep-by-Step Withdrawal ProcessCommon Issues and TroubleshootingMaximizing Your Withdrawal EfficiencyConclusion: Getting Your Winnings Quickly VegasNow Minimum Withdrawal Amount...