24.1 C
Bhubaneswar
Monday, November 16, 2026
-Advertisement-

ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ପାଇଁ ମାର୍ଗଦର୍ଶିକା ଜାରିକଲା କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ (MHA) ଏକ ନୂତନ ସର୍କୁଲାର ଜାରି କରି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ବିଭାଗକୁ ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ଉପରେ ଏକ ମାର୍ଗଦର୍ଶିକା ଜାରି...

ଆବେଦନକାରୀଙ୍କ ଅଶୋଭନୀୟ ଆଚରଣ: ସୁପ୍ରିମକୋର୍ଟରେ CJIଙ୍କ ଉପରକୁ ଫିଙ୍ଗିଲେ କାଗଜ ପତ୍ର

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଶୁକ୍ରବାର ଦିନ ଜଣେ ଆବେଦନକାରୀ ଅଶୋଭନୀୟ ଆଚରଣ କରିଛନ୍ତି ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛିl ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ସମୟରେ ଆବେଦନ କାରୀ ନିଜେ ହାଜର...

ଭାରତୀୟ ହକି ଦଳରେ ଓଡ଼ିଶାର ଦୁଇ ଝିଅଙ୍କୁ ସୁଯୋଗ

ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ହେବାକୁ ଥିବା ୨୦ତମ ଏସିଆନ ଗେମ୍ସ-୨୦୨୬ ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ | ହକି ଇଣ୍ଡିଆ ପକ୍ଷରୁ ଶୁକ୍ରବାର ଘୋଷିତ...

ଅଦିନିଆ ରଥଯାତ୍ରା ପାଇଁ ପୁନର୍ବିଚାର ଆବେଦନ ପ୍ରତ୍ୟାଖାନ କଲା ଇସ୍କନ

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସୁରକ୍ଷାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଇସ୍କନ ମଧ୍ୟରେ ଚାଲିଥିବା ବିବାଦ ଏବେ ଏକ ନୂଆ ମୋଡ଼ ନେଇଛି । ଗତ ୪ ଜୁଲାଇ ୨୦୨୬ରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ,...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଷ୍ଟ୍ରେଲିଆ ଗସ୍ତ;ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଅଷ୍ଟ୍ରେଲିଆ ସହ ବଡ଼ ଚୁକ୍ତି

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରତିରକ୍ଷା ଭାଗିଦାରୀକୁ ଏକ ନୂତନ ସ୍ତରକୁ ନେବା ପାଇଁ "ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ୨୦୨୬" ଉପରେ ମିଳିତ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ମିଳିତ ଚୁକ୍ତିନାମାରେ ସମୁଦାୟ ୨୦ଟି ପ୍ରସଙ୍ଗ ଉପରେ...

ବଦ୍ରୀନାଥ ମନ୍ଦିରରୁ ଦାନ ଚୋରି ମାମଲାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ବିକେଟିସି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ: ବଦ୍ରୀନାଥ ମନ୍ଦିରରେ ଦାନ ଚୋରି ଅଭିଯୋଗ ପରେ ବଦ୍ରୀନାଥ-କେଦାରନାଥ ମନ୍ଦିର ସମିତି (ବିକେଟିସି) ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ ପ୍ରମୋଦ ନୌଟିୟାଲଙ୍କୁ ନିଲମ୍ବିତ କରାଯାଇଛି। ଏହା ସହିତ ତାଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି।ମନ୍ଦିର ସମିତି ପକ୍ଷରୁ...

E 20 ପେଟ୍ରୋଲ୍‌ରେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ:ନୀତିନ ଗଡ଼କରୀ

ନୂଆଦିଲ୍ଲୀ: 'ବିକଶିତ ଭାରତ’ ନାମରେ ଆୟୋଜିତ ସମ୍ମିଳନୀକୁ ସମ୍ବୋଧିତ କରି ନୀତିନ ଗଡ଼କରୀ କହିଛନ୍ତି ଯେ, ଅଧିକ ଏଥାନଲ ମିଶ୍ରିତ ପେଟ୍ରୋଲ ବ୍ୟବହାରକୁ ନେଇ କିଛି ଲୋକ ଟଙ୍କା ଖର୍ଚ୍ଚ କରି ସୋସିଆଲ ମିଡିଆ ଓ ଅନ୍ୟାନ୍ୟ ମାଧ୍ୟମରେ ମିଥ୍ୟା...

AIADMKକୁ ବଡ଼ ଝଟକା: ବରିଷ୍ଠ ନେତା କେ.ବି.ଏସ. ରାଜାଙ୍କ ଇସ୍ତଫା

ନୂଆଦିଲ୍ଲୀ: ତାମିଲନାଡୁରେ AIADMK ଦଳର ବରିଷ୍ଠ ନେତା କେ.ବି.ଏସ. ରାଜା ଦଳରୁ ଇସ୍ତଫା ଦେବା ପାଇଁ ଘୋଷଣା କରିଛନ୍ତି। ସାଧାରଣ ସମ୍ପାଦକ କେ. ପଲାନିସ୍ୱାମୀଙ୍କ ସମ୍ପର୍କୀୟ ଭାଇ କେ.ବି.ଏସ. ରାଜା ଦୀର୍ଘଦିନ ଧରି ଦଳୀୟ ସଂଗଠନରେ ସକ୍ରିୟ ଭୂମିକା ଗ୍ରହଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସାଧାରଣ ସମ୍ମାନ

ନୂଆଦିଲ୍ଲୀ: ଇଣ୍ଡୋନେସିଆର ସର୍ବୋଚ୍ଚ ସାଧାରଣ ସମ୍ମାନରେ ସମ୍ମାନିତ ହୋଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସଫଳତା ପାଇଁ ସେ ଇଣ୍ଡୋନେସିଆର ରାଷ୍ଟ୍ରପତି, ସରକାର ଏବଂ ସେଠାକାର ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,...

ଅନ୍‌ବ୍ଲକ ହେବ ‘କକ୍‌ରୋଚ୍ ଜନତା ପାର୍ଟି’ର X ଆକାଉଣ୍ଟ, କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟର ଆଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମା କେନ୍ଦ୍ର ସରକାରଙ୍କୁ 'କକ୍‌ରୋଚ୍ ଜନତା ପାର୍ଟି' ନାମକ ଆକାଉଣ୍ଟକୁ ତୁରନ୍ତ ଚାଲୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଅଭିବ୍ୟକ୍ତିର ସ୍ୱାଧୀନତା ଏବଂ ସୋସିଆଲ ମିଡିଆ ବ୍ୟବହାରର ଅଧିକାରକୁ ବିନା...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...