24.1 C
Bhubaneswar
Monday, November 16, 2026
-Advertisement-

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

ବେଙ୍ଗାଲୁରୁ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ନିଜ ପଦରୁ ଆଜି ଇସ୍ତଫା ଦେଇଛନ୍ତି । ବର୍ତ୍ତମାନ କର୍ଣ୍ଣାଟକ ରାଜ୍ୟପାଳ ଅନୁପସ୍ଥିତ ଥିବାରୁ ସେ ଲୋକଭବନରେ ପହଁଚି ଇସ୍ତଫା ଦେଇଛନ୍ତି । ସାଢ଼େ ସାତ ବର୍ଷ ମୁଖ୍ୟମନ୍ତ୍ରୀ ରହିବା ପରେ ସିଦ୍ଦରମୈୟା ନିଜ...

ସିବିଏସଇ ଉତ୍ତର ଖାତା ବିବାଦ: ଉତ୍ତରଦାୟିତ୍ୱ ମୁଣ୍ଡକୁ ନେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ:ସିବିଏସ୍‌ଇର ଅନ ସ୍କ୍ରିନ ମାର୍କିଂ ସିଷ୍ଟମକୁ ନେଇ ଦେଶରେ ଚାଲିଥିବା ବିବାଦ ଘଟଣାରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ସିବିଏସ୍‌ଇ ଉତ୍ତର ଖାତା ସୃଷ୍ଟି ହୋଇଥିବା ବିବାଦର ଉତ୍ତର ଦାୟିତ୍ୱ ନିଜ ମୁଣ୍ଡକୁ ନେଇଛନ୍ତି।...

ଚଢ଼ାଉ କରି ଫେରିବା ବେଳେ ଇଡି ଉପରେ ଆକ୍ରମଣ

କେରଳମ:ବୁଧବାର ଦିନ କେରଳମର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ ଓ ତାଙ୍କ ଝିଅଙ୍କ ଠିକଣାରେ ରେଡ କରିଥିବା ଇଡି ଟିମ ଉପରେ ଆକ୍ରମଣ ହୋଇଛି । ଇଡି ରେଡକୁ ବିରୋଧ କରି ସିପିଆଇଏମ କର୍ମୀମାନେ ଏପରି ଆକ୍ରମଣ କରିଛନ୍ତି।ଅଧିକାରୀମାନେ ଲାଞ୍ଚ...

SIRକୁ ବୈଧ ଘୋଷଣା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଭାରତୀୟ ନିର୍ବାଚନ କମିଶନ (ECI) ଙ୍କ ଦ୍ୱାରା ଭୋଟର ତାଲିକା ସଂଶୋଧନ ପାଇଁ ଲାଗୁ କରାଯାଇଥିବା ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ (SIR) ପ୍ରକ୍ରିୟାକୁ ସୁପ୍ରିମକୋର୍ଟ ବୈଧ ବୋଲି ଘୋଷଣା କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ...

ପୁରୀରୁ TMC ବିଧାୟକ ଗିରଫ

ଭୁବନେଶ୍ୱର:ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବିଧାୟକ ତଥା ମମତା ସରକାରଙ୍କ ଜଣେ ପୂର୍ବତ୍ତନ ମନ୍ତ୍ରୀଙ୍କୁ ପୁରୀରୁ ଗିରଫ କରିଛି ଏସଟିଏଫ। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପଶ୍ଚିମବଙ୍ଗରୁ ପିଛା କରି ପୁରୀରେ ପହଞ୍ଚିଥିଲା ଏସଟିଏଫ।ସୂଚନା ଅନୁଯାୟୀ, ବୁଧବାର ବେଙ୍ଗଲ ପୋଲିସର ଏସଟିଏଫ୍...

ହରମନପ୍ରୀତ କୌରଙ୍କୁ ମିଳିଲା ପଦ୍ମଶ୍ରୀ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟକୁ ଏକ ନୂଆ ପରିଚୟ ଓ ସଫଳତାର ଶିଖରକୁ ନେଇଥିବା ଅଧିନାୟିକା ହରମନପ୍ରୀତ କୌର ସୋମବାର ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତି...

ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କଲା ଜମ୍ମୁ-କାଶ୍ମୀର ପୋଲିସ

ଜମ୍ମୁ-କାଶ୍ମୀର:ବାରାମୂଲା ଜିଲ୍ଲା ଚନ୍ଦୋସା ଅଞ୍ଚଳରେ ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କରିଛି ଜମ୍ମୁ-କାଶ୍ମୀର ପୋଲିସ । ନିଲସର କାଣ୍ଡି କ୍ଷେତ୍ରରେ ହୋଇଥିବା ଏହି ମିଳିତ ଅପରେସନରେ ସୁରକ୍ଷା ବଳ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରିଛନ୍ତି। ଗୁଇନ୍ଦା...

ଫାଲଟା ବିଧାନସଭା ଆସନରେ ବିଜେପିର ବଡ଼ ବିଜୟ

କୋଲକାତା:ଦୀର୍ଘ ବର୍ଷ ହେବ ଟିଏମସି ଦଖଲରେ ଥିବା ଦକ୍ଷିଣ ୨୪ ପରଗଣା ଜିଲ୍ଲାର ଫାଲଟା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଦେବାଂଶୁ ପଣ୍ଡା ଐତିହାସିକ ବିଜୟ ହାସଲ କରିଛନ୍ତି । ଦେବାଂଶୁ ଜାହାଙ୍ଗୀର ଖାନଙ୍କୁ ଏକ ଲକ୍ଷ ଭୋଟ୍ ବ୍ୟବଧାନରେ...

ଇବୋଲା ପାଇଁ ଟ୍ରାଭେଲ ଆଡଭାଇଜରି ଜାରି କଲେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ:କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଭାରତୀୟ ନାଗରିକମାନଙ୍କୁ ଇବୋଲା ପ୍ରଭାବିତ ଦେଶ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ, ୟୁଗାଣ୍ଡା ଏବଂ ଦକ୍ଷିଣ ସୁଦାନକୁ ଅଣ-ଜରୁରୀ ଯାତ୍ରାରୁ ନିବୃତ୍ତ ରହିବା ପାଇଁ ପରାମର୍ଶ ଦେଇଛି। ଏହି ଆଡଭାଇଜରି ଏଭଳି...

କୋଲକାତାରେ ପହଞ୍ଚିଲେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବୈଠକ

ନୂଆଦିଲ୍ଲୀ: ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ ଆଜିଠାରୁ ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଏହି ଗସ୍ତ କାଳରେ ସେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିବେ। ସୂଚନାଯୋଗ୍ୟ ଯେ, ଦୀର୍ଘ ୧୪ ବର୍ଷ ପରେ...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...