29.1 C
Bhubaneswar
Monday, November 16, 2026
-Advertisement-

ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନନ୍ଦିଗ୍ରାମ ଆସନକୁ ଛାଡ଼ିବେ ବୋଲି ସୂଚନା ଦେଇଛନ୍ତି। ଶୁଭେନ୍ଦୁ ନିକଟରେ ଶେଷ ହୋଇଥିବା ବେଙ୍ଗଲ ବିଧାନସଭା ନିର୍ବାଚନରେ ଉଭୟ ଭବାନୀପୁର ଓ ନନ୍ଦିଗ୍ରାମରୁ...

ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା ବ୍ୟବସ୍ଥା କମ କରିବାକୁ ପ୍ରଧାନମନ୍ତ୍ରୀ...

ପ୍ରକାଶ ପାଇଲା CBSE ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସାମଗ୍ରିକ ପାସ୍ ହାର ଗତ ବର୍ଷର ୮୮.୩୯ ପ୍ରତିଶତ ତୁଳନାରେ ୮୫.୨୦ ପ୍ରତିଶତକୁ ହ୍ରାସ ପାଇଛି। ଭୁବନେଶ୍ୱର ଅଞ୍ଚଳରେ...

ମେଦାନ୍ତ ହସ୍ପିଟାଲରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ଅସୁବିଧା ଦେଖାଦେବାରୁ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆଙ୍କ ସହ ପୁଅ ରାହୁଲ ଗାନ୍ଧୀ ଏବଂ...

NEET(UG)୨୦୨୬ ପରୀକ୍ଷା ବାତିଲ

ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅନୁମୋଦନ କ୍ରମେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ୩ ମଇ, ୨୦୨୬ ରେ ଅନୁଷ୍ଠିତ NEET (UG) ୨୦୨୬ ପରୀକ୍ଷାକୁ ବାତିଲ କରିଛି। ଏହା ବ୍ୟତୀତ ଭାରତ ସରକାର ଏହି ଘଟଣା ସମ୍ବନ୍ଧୀୟ ଅଭିଯୋଗଗୁଡ଼ିକର...

ଚେନ୍ନାଇ ଏୟାରପୋର୍ଟରେ ଅଘଟଣ; ବିମାନରେ ଲାଗିଲା ନିଆଁ

ଚେନ୍ନାଇ: ଆଜି ଚେନ୍ନାଇ ବିମାନ ବନ୍ଦରରେ ଉଡାଣ ଭରିବାକୁ ଯାଉଥିବା ଏକ ବିମାନରେ ନିଆଁ ଲାଗିଥିଲା । ବିମାନର ବାମ ୱିଙ୍ଗରେ ନିଆଁ ଲାଗିଯାଇଥିଲା । ବିମାନ ରନୱେରୁ ଉଡାଣ ଭରିବାକୁ ଯାଉଥିବା ସମୟରେ ନିଆଁ ଲାଗିଥିବା ଦେଖିଥିଲେ ବିମାନର...

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱଶର୍ମା। ଗୌହାଟୀର ଖାନାପଡ଼ା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ...

ଘରୋଇ ଗ୍ୟାସରେ ବଡ଼ ନିୟମ, ବନ୍ଦ ହୋଇଯିବ ସବସିଡି

ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ୍ ଯୁଦ୍ଧ ମଧ୍ୟରେ ଭାରତରେ ଦେଖା ଦେଇଥିବା ଇନ୍ଧନ ଗ୍ୟାସ ସଙ୍କଟର ମୁକାବିଲା ପାଇଁ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଉଛନ୍ତି । ସରକାର ସମସ୍ତ ତୈଳ କମ୍ପାନୀ ଯଥା ଇଣ୍ଡିଆନ ଅଏଲ୍, ଭାରତ...

ଦେଶବାସୀଙ୍କୁ ମୋଦିଙ୍କ ଆହ୍ୱାନ:ବର୍ଷେ ପର୍ଯ୍ୟନ୍ତ କିଣନି ସୁନା ଗହଣା ,ପେଟ୍ରୋଲ୍ ଓ ଡିଜେଲ୍ ବ୍ୟବହାର କମ୍ କର

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧର ପ୍ରଭାବ ଏବେ ଭାରତୀୟ ଅର୍ଥନୀତି ଉପରେ ପଡ଼ିବାରେ ଲାଗିଛି। ଏହି ସଂକଟଜନକ ସମୟରେ ଦେଶବାସୀଙ୍କୁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ହାଇଦ୍ରାବାଦରେ...

ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ଜେଲୋଟିନ ଷ୍ଟିକ ଜବତ

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହର ଉପକଣ୍ଠରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ କାର୍ଯ୍ୟକ୍ରମ ଆୟୋଜିତ ହେବାକୁ ଥିବା ସ୍ଥାନ ନିକଟରୁ ବିସ୍ଫୋରକ ସାମଗ୍ରୀ (ଜିଲୋଟିନ ଷ୍ଟିକ) ଜବତ କରାଯାଇଛି। ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...