ଅମିତ ଶାହ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଦାୟିତ୍ୱ, ବାଛିବେ ବେଙ୍ଗଲ ସିଏମ୍
ନୂଆଦିଲ୍ଲୀ: ୫ ରାଜ୍ୟରେ ବଜେପି ର ବିଜୟ ହୋଇଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା। ଏହାରି ଭିତରେ ପଶ୍ଚିମବଙ୍ଗ ବିଧାୟକ ଦଳ ନେତା ବାଛିବେ କେନ୍ଦ୍ର...
ସାଉଦି ଆରବରେ ଇରାନର ଆକ୍ରମଣ: ୩ଜଣ ଭାରତୀୟ ଆହତ
ନୂଆଦିଲ୍ଲୀ: ଆରବ ଏମିରେଟ୍ସରେ ତିନି ଜଣ ଭାରତୀୟ ନାଗରିକଙ୍କ ଉପରେ ହୋଇଥିବା ଆକ୍ରମଣ ଖବରକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବୈଦେଶିକ ମନ୍ତ୍ରଣାଳୟ । ସୂଚନା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର କରି ୟୁଏଇର ଫୁଜୈରାହ ତୈଳ...
ସରକାରୀ ଫାଇଲ ସ୍ଥାନାନ୍ତର ଉପରେ କଟକଣା ଲଗାଇଲେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ
ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ସରକାରୀ ଫାଇଲ ସ୍ଥାନାନ୍ତର ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ । ଏ ନେଇ ସମସ୍ତ ବିଭାଗ ମୁଖ୍ୟଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଦୁଶ୍ୟନ୍ତ ନରିଆଲା ।...
ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ହାରିଲେ ମମତା ବାନାର୍ଜୀ :ଦଳୀୟ କର୍ମୀଙ୍କୁ ଶ୍ରେୟ ଦେଲେ ମୋଦି
ପଶ୍ଚିମବଙ୍ଗ:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ଆସନ ବିଶିଷ୍ଟ ବଙ୍ଗଳା ବିଧାନସଭାରେ ବିଜେପି 206 ଆସନରେ ବିଜୟ ଲାଭ କରିଛି। ୧୫ ବର୍ଷ ଧରି କ୍ଷମତାରେ ଥିବା...
ପଶ୍ଚିମବଙ୍ଗ, ଆସାମରେ ବିଜେପିର ବଡ଼ ବିଜୟ
ନୂଆଦିଲ୍ଲୀ:ପଶ୍ଚିମ ବଙ୍ଗ ରେ ଭାଜପା ୨୦୫ ଆସନରେ ଆଗୁଆ ଥିବାବେଳେ ଟିଏମ୍ସି ୮୩ ଆସନରେ ଆଗୁଆ ରହିଛି । ଏହି ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ପଶ୍ଚିମ ବଙ୍ଗରେ ‘କମଳ’ ଫୁଟିଛି। ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ...
ପଶ୍ଚିମବଙ୍ଗରେ ବିଜୟମୁହାଁ ବିଜେପି
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା ଜାରି ରହିଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି...
ରାଜସ୍ଥାନ ରୟାଲ୍ସକୁ କିଣିଲେ ଲକ୍ଷ୍ମୀ ନାରାୟଣ ମିତ୍ତଲ
ମୁମ୍ବାଇ: ପ୍ରସିଦ୍ଧ ଶିଳ୍ପପତି ଲକ୍ଷ୍ମୀ ନାରାୟଣ ମିତ୍ତଲ ଏବେ ରାଜସ୍ଥାନ ରୟାଲ୍ସର ମୁଖ୍ୟ ମାଲିକ ହୋଇଛନ୍ତି। ପ୍ରାୟ ୧୫,୬୦୦ କୋଟି ଟଙ୍କାର ଏହି ବଡ଼ ଡିଲ୍ରେ ମିତ୍ତଲ ପରିବାର ଏବଂ ସେରମ ଇନଷ୍ଟିଚ୍ୟୁଟର ମାଲିକ ଅଦାର ପୁନାୱାଲା ମିଳିତ ଭାବେ...
ପଶ୍ଚିମବଙ୍ଗର ଫଲଟା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ମତଦାନ କେନ୍ଦ୍ରରେ ହେବ ପୁଣିଥରେ ମତଦାନ
ପଶ୍ଚିମବଙ୍ଗ:ନିର୍ବାଚନ କମିଶନ ପଶ୍ଚିମବଙ୍ଗର ଫାଲତା ବିଧାନସଭା ଆସନରେ ହୋଇଥିବା ମତଦାନକୁ ରଦ୍ଦ କରିଦେଇଛନ୍ତି । ଏପ୍ରିଲ ୨୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଏଠାରେ ଇଭିଏମ୍ ହେରଫେର ଓ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ଗୋଟିଏ ବୁଥରେ ଇଭିଏମ୍ରେ...
ଆଇଇଡି ବିସ୍ଫୋରଣରେ ଚାରି ଡିଆରଜି ଯବାନ ସହିଦ
ଛତିଶଗଡ଼: କାଙ୍କେର ଏବଂ ନାରାୟଣପୁର ଜିଲ୍ଲାର ସୀମାରେ ଡିମାଇନିଂ ଅପରେସନ୍ ସମୟରେ ଏକ ଆଇଇଡି ବିସ୍ଫୋରଣରେ ତିନି ଜଣ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ଜଣେ ଆହତ ହୋଇଥିଲେ । ଆହତ ସୈନିକଙ୍କୁ ଚିକିତ୍ସା ପାଇଁ ରାୟପୁର ଅଣାଯାଇଥିଲା,...
ଦେଶର ପ୍ରଥମ ‘ପେପରଲେସ୍’ ନ୍ୟାୟପାଳିକା ରାଜ୍ୟ ହେଲା ସିକ୍କିମ
ସିକ୍କିମ: ନିଜକୁ ଦେଶର ପ୍ରଥମ କାଗଜପତ୍ର ବିହୀନ (ପେପରଲେସ୍) ନ୍ୟାୟପାଳିକାର ଘୋଷଣା କରିଛି ସିକ୍କିମ। ଏହି ଘୋଷଣା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଗ୍ୟାଙ୍ଗଟକର ଚିନ୍ତନ ଭବନରେ ଅନୁଷ୍ଠିତ ଜାତୀୟ ବୈଷୟିକ ଓ ନ୍ୟାୟିକ ଶିକ୍ଷା ସମ୍ମିଳନୀର...

















