29.1 C
Bhubaneswar
Monday, November 16, 2026
-Advertisement-

ସନ୍ଦୀପ ପାଠକଙ୍କ ଘରେ ପଞ୍ଜାବ ପୋଲିସ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ଛାଡି ବିଜେପିରେ ସାମିଲ୍ ହୋଇଥିବା ସାଂସଦଙ୍କ ବିରୋଧରେ ଜାମିନି ବିହୀନ ଦୁଇଟି ଧାରା ଆଧାରରେ ଏଫଆଇଆର ରୁଜୁ ହୋଇଛି । ଏହା ମଧ୍ୟରେ ପଞ୍ଜାବ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଦିଲ୍ଲୀ ସ୍ଥିତ...

ଆଜି ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ହେବ ପୁନଃ ମତଦାନ

ପଶ୍ଚିମବଙ୍ଗ: ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)ପଶ୍ଚିମବଙ୍ଗ ର ୧୫ଟି ପୋଲିଂ ଷ୍ଟେଶନରେ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ,ଆଜି ବେଙ୍ଗଲର ୧୫ଟି ବୁଥରେ...

ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

ନୂଆଦିଲ୍ଲୀ: କଂଗ୍ରେସ ନେତା ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ କେବଳ ଆଗୁଆ ଜାମିନ ପ୍ରଦାନ କରିନଥିଲେ ବରଂ ସମଗ୍ର ମାମଲାକୁ “ରାଜନୈତିକ ଭାବରେ ପ୍ରେରିତ” ବୋଲି ଘୋଷଣା କରିଥିଲେ । ବିଚାରପତି ଜେକେ...

ଭାଙ୍ଗିଲା GSTର ସବୁ ରେକର୍ଡ; ଟପିଲା ୨.୪୩ ଲକ୍ଷ କୋଟି

ନୂଆଦିଲ୍ଲୀ: ଏପ୍ରିଲରେ ମୋଟ୍ ଜିଏସଟି ସଂଗ୍ରହ ୨.୪୩ ଲକ୍ଷ କୋଟି ଟଙ୍କା ହୋଇଛି, ଯାହା ପୂର୍ବରୁ ୨ ଲକ୍ଷ କୋଟିରୁ ଅଧିକ। ଗତ ବର୍ଷ ଏପ୍ରିଲ ତୁଳନାରେ ଏହା ୮.୭ ପ୍ରତିଶତ ଅଧିକ । ଉଲ୍ଲେଖନୀୟ ୨୦୨୫ ଏପ୍ରିଲରେ ଜିଏସଟି...

ପୁଣି ଥରେ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ପିୟୁସିର ଅଧ୍ୟକ୍ଷ ପଦ

ନୂଆଦିଲ୍ଲୀ: ଚଳିତ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପୁଣି ଥରେ ପବ୍ଲିକ୍ ଅଣ୍ଡରଟେକିଂ କମିଟି ବା ପିୟୁସିର ଅଧ୍ୟକ୍ଷ ପଦର ଦାୟିତ୍ୱ ନେଇଛନ୍ତି । ଲୋକସଭା ବାଚସ୍ପତି ଓମ୍...

ସଞ୍ଜୟ କପୁରଙ୍କ ସମ୍ପତ୍ତି ମାମଲା କରିନା କପୁରଙ୍କୁ ମିଳିଲା ହାଇକୋର୍ଟ ରୁ ଆଶ୍ବସ୍ତି

ନୂଆଦିଲ୍ଲୀ: ସଞ୍ଜୟ କପୁରଙ୍କ ପରଲୋକ ପରେ ତାଙ୍କ ସମ୍ପତ୍ତିକୁ ନେଇ ଆଇନଗତ ସମସ୍ୟା ବଢିବାରେ ଲାଗିଛି। କରିସ୍ମା କପୁରଙ୍କ ପିଲାଙ୍କ ଦ୍ୱାରା ଦିଲ୍ଲୀ ହାଇକୋର୍ଟରେ ପିଟିସନ ଦାୟର ପରେ ଏହି ଆଇନଗତ ସମସ୍ୟା ଉପୁଜିଥିଲା, ଯେଉଁଥିରେ ଦୁଇ ପିଲା ପ୍ରିୟା...

ମମତାଙ୍କ ଦାବି ୨୨୬ରୁ ଅଧିକ ଆସନରେ ଜିତିବ ଟିଏମସି

ପଶ୍ଚିମବଙ୍ଗ:ମତଦାନ ପରେ ପ୍ରକାଶ ପାଇଥିବା ଏକ୍ଜିଟ୍ ପୋଲ୍ ରିପୋର୍ଟ ପରେ ମମତା ବାନାର୍ଜୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି ।ମମତା ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ଭିଡ଼ିଓ ଜାରି କରି ତୃଣମୂଳ କଂଗ୍ରେସର ସମସ୍ତ କର୍ମକର୍ତ୍ତା ଏବଂ ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି...

ମତଦାନ ଶେଷ ହେବାପରେ ପ୍ରକାଶ ପାଇଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ

ନୂଆଦିଲ୍ଲୀ: କେରଳ, ଆସାମ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ଚାରିଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ପାଇଁ ଭୋଟ୍ ଗ୍ରହଣ ସରିବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପ୍ରକାଶ ପାଇଛି। ଆସାମରେ ଭାଜପା ବିଜୟୀ ହେବ...

ବୁଧବାରଠୁ ସୋଆରେ ସାଇବର ସୁରକ୍ଷା ନେଇ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର, ଏପ୍ରିଲ ୨୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ଠାରୁ ‘ସାଇବର ସିକ୍ୟୁରିଟି, ଏଆଇ ଆଣ୍ଡ ଏମର୍ଜିଂ ଟେକ୍ନୋଲଜିସ୍‌- ସିକ୍ୟୁରିଂ ଟୁମୋରୋସ ଇନ୍‌ଟେଲିଜେନ୍‌ଟ ସିଷ୍ଟମ୍‌ସ’ ଶୀର୍ଷକ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଆୟୋଜିତ ହେବାକୁ ଥିବା...

ନୂଆଦିଲ୍ଲୀରେ ଓଡ଼ିଶା ସମେତ ଅନ୍ୟ ରାଜ୍ୟର ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ

ନୂଆଦିଲ୍ଲୀ: ଆଜି 'ନ୍ୟାସନାଲ କ୍ରାଫ୍ଟସ ମ୍ୟୁଜିୟମ' ନୂଆଦିଲ୍ଲୀ ଠାରେ ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଆସାମର ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦର୍ଶନୀକୁ ଉଦଘାଟନ...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...