ପୁନର୍ବାର ହେବ ୟୁଜିସି ନେଟ୍ ୨୦୨୬ର ଇଂରାଜୀ, କମର୍ସ ଓ ସୋସିଓଲୋଜି ପରୀକ୍ଷା
ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ୟୁଜିସି ନେଟ୍ ୨୦୨୬ ପରୀକ୍ଷା ର ଇଂରାଜୀ, କମର୍ସ ଏବଂ ସୋସିଓଲୋଜିର ପୁନର୍ବାର ପରୀକ୍ଷା କରାଯିବ l ପ୍ରଶ୍ନପତ୍ରକୁ ନେଇ ବିଭିନ୍ନ ଅଭିଯୋଗ ଆସିବା ପରେ NTA ଏକ...
ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ: ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ...
ନୂଆଦିଲ୍ଲୀ:ପାନ ମସଲା ପାଇଁ ବିଜ୍ଞାପନ କରିବା ଅଭିଯୋଗରେ ଏଫଡିଏ ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି । ‘ଇଲାଇଚି’ ପାଇଁ ବିଜ୍ଞାପନ କରିବା ପରୋକ୍ଷରେ ଏକ ନିଷିଦ୍ଧ...
ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ
କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ ପୌରାଞ୍ଚଳର ୱାର୍ଡ...
ଆନାଲଗ୍ କ୍ଷୀର ଉତ୍ପାଦକୁ ନିଷେଧ କଲେ ଉତ୍ତର ପ୍ରଦେଶ ସରକାର
ୟୁପି: ଉତ୍ତର ପ୍ରଦେଶ ସରକାର ‘ଆନାଲଗ୍’ପନିର, କ୍ରିମ୍, ଘିଅ, ଛେନା ଏବଂ ଖୁଆ ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ଯେ ଯଦି କୌଣସି ସ୍ଥାନରେ ଭେଜାଲ (ମିଶ୍ରିତ) ଉତ୍ପାଦ ମିଳେ, ତେବେ ସମ୍ପୃକ୍ତ...
ଲାଲକିଲ୍ଲାରେ ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ:ଦେଶ ଆଜି ପାଳନ କରୁଛି ୮୦ତମ ସ୍ୱାଧୀନତା ଦିବସ l ଏହି ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ଥର ପାଇଁ ସ୍ୱାଧୀନତା ଦିବସ ସମାରୋହରେ ଲାଲକିଲ୍ଲାରେ ବନ୍ଦେ ମାତରମ୍...
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି, ହୃଦରୋଗ ବିଭାଗରେ ଚିକିତ୍ସାଧୀନ
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି | ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ହେବାରୁ...
ପୁଲିସ ସେବା ପୁରସ୍କାର-୨୦୨୬; ସଂଜୀବ ପଣ୍ଡା ଓ ସ୍ମିତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର: ୨୦୨୬ ବର୍ଷର ପୋଲିସ ସେବା ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାର ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ ବିଭିନ୍ନ ବର୍ଗରେ ପୁରସ୍କୃତ ହେବେ। ଏହି ତାଲିକା ଅନୁସାରେ, ୫ ଜଣଙ୍କୁ ସାହାସିକତା, ୨ ଜଣଙ୍କୁ...
ନିର୍ମାଣାଧୀନ ସୁଡ଼ଙ୍ଗରେ ପାଣି ପଶିଯିବାରୁ ୭ ଶ୍ରମିକ ମୃତ,୧୪ ଆହତ
ଉତ୍ତରାଖଣ୍ଡ: ଚମୋଲିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭିତରେ ପାଣି ପସିଯିବାରୁ ସୁଡ଼ଙ୍ଗରେ କାମ କରୁଥିବା ୭ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ବେଳେ ୧୪ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦୁର୍ଘଟଣା ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟାରେ ଘଟିଥିଲା...
ଆରଜି କର ମାମଲା: ସମ୍ବଲପୁରରୁ ପୂର୍ବତନ ଟିଏମସି ବିଧାୟକ ନିର୍ମଳ ଘୋଷ ଗିରଫ
ସମ୍ବଲପୁର: ପଶ୍ଚିମବଙ୍ଗ ଆରଜି କର ହସ୍ପିଟାଲ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି ଗିରଫ ହୋଇଛନ୍ତି ଟିଏମସିର ପୂର୍ବତନ ବିଧାୟକ ନିର୍ମଳ ଘୋଷ। ଆରଜି କର ପୀଡ଼ିତାଙ୍କ ଅନ୍ତିମ ସଂସ୍କାର ତରବରିଆ ଭାବେ କରାଯାଇଥିବା ଅଭିଯୋଗ ଘଟଣାରେ...
ଓଡ଼ିଶା DGP ଚୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ୟୁନିଅନ ପବ୍ଲିକ ସର୍ଭିସ କମିଶନକୁ ଓଡ଼ିଶା DGP ଚୟନ ପ୍ରକ୍ରିୟାକୁ ଅଗଷ୍ଟ ୧୮ ପର୍ଯ୍ୟନ୍ତ ଆଗକୁ ନବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି । ସାମାଜିକ...















