ଆସନ୍ତାକାଲି ସକାଳ ୬ରୁ ସନ୍ଧ୍ୟା ୬ ଭାରତ ବନ୍ଦ୍
କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ୍ ଦେଶବ୍ୟାପୀ ଧର୍ମଘଟ ଘୋଷଣା କରିଥିବାରୁ, ଫେବୃଆରୀ ୧୨ ତାରିଖ ଗୁରୁବାର ଦିନ ଓଡ଼ିଶା ସମ୍ପୂର୍ଣ୍ଣ ଭାରତ ବନ୍ଦ ପାଳନ କରିବ । ସୂଚନା ଅନୁଯାୟୀ, ଫେବୃଆରୀ ୧୨ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି...
ଫ୍ରାନସଠାରୁ ୧୧୪ ରାଫାଲ୍ ଯୁଦ୍ଧବିମାନ କିଣିବ ଭାରତ
ଭାରତ ୩.୨୫ ଲକ୍ଷ କୋଟି ଟଙ୍କା ବ୍ୟୟରେ ଫ୍ରାନସଠାରୁ କିଣିବ ୧୧୪ଟି ରାଫେଲ୍। ଏଥିପାଇଁ ପ୍ରତିରକ୍ଷା ବିଭାଗ ପକ୍ଷରୁ ମିଳିଛି ଗ୍ରୀନ ସିଗନାଲ । ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍ସିଲ୍କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ...
ବିହାରରେ ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା
ବିହାରରେ ଶିଶୁକନ୍ୟାକୁ ଦୁଷ୍କର୍ମ । ବାହାର ଦରଭଙ୍ଗାର ବିଶ୍ୱବିଦ୍ୟାଳୟ ଥାନା ଅଞ୍ଚଳରେ ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ରବିବାର ସକାଳେ ଝିଅର ରକ୍ତ ଜୁଡୁବୁଡୁ ମୃତଦେହ ମିଳିବା ପରେ, ଉତ୍ତ୍ୟକ୍ତ ଲୋକମାନେ ଅଭିଯୁକ୍ତଙ୍କ ଦୋକାନରେ ନିଆଁ ଲଗାଇ...
୯୫୫ ସାଇବର୍ ଅପରାଧୀ ଗିରଫ
ଦିଲ୍ଲୀ ପୋଲିସ ସାଇବର୍ ଅପରାଧୀଙ୍କ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ ଅପରେସନ୍ ସାଇହକ୍ ୩.୦ ଅଧୀନରେ ଦିଲ୍ଲୀ ସହିତ ବିଭିନ୍ନ ରାଜ୍ୟରେ ଚଢାଉ କରିଥିଲା । ଚଢାଉରେ ୯୫୫ ଜଣଙ୍କୁ ଗିରଫ କରିଥିଲା ପୋଲିସ। ଏବେ ତୃତୀୟ ଅଭିଯାନ...
ଭାରତୀୟ ଛାତ୍ରଙ୍କୁ ଋଷରେ ଆକ୍ରମଣ
ରୁଷର ଉଫାରେ ଏକ ମେଡିକାଲ ବିଶ୍ୱବିଦ୍ୟାଳୟରେ ଚାରି ଜଣ ଭାରତୀୟ ଛାତ୍ରଙ୍କୁ ଛୁରାମାଡ଼ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସହିତ ଅନେକ ଲୋକ ଆହତ ହୋଇଛନ୍ତି। ଭାରତୀୟ ଦୂତାବାସ ଶନିବାର ରାତିରେ ଏହି ଘଟଣାର...
ଚାନ୍ଦିପୁରରେ ଅଗ୍ନି-୩ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ହେଲା ସଫଳ ପରୀକ୍ଷଣ
ଓଡ଼ିଶାର ଚାନ୍ଦିପୁରରେ ଥିବା ସମନ୍ୱିତ ପରୀକ୍ଷଣ ରେଞ୍ଜରେ,ଭାରତ ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ପ୍ରତିରକ୍ଷା ପ୍ରସ୍ତୁତିକୁ ମଜବୁତ କରିବାକୁ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁସାରେ, କ୍ଷେପଣାସ୍ତ୍ରଟି ସଫଳତାର ସହ ଏହାର...
ମର୍ଚ୍ଚାଣ୍ଟ ନେଭି ସାର୍ଥକ ମହାପାତ୍ର ମଝି ସମୁଦ୍ରରୁ ନିଖୋଜ;କେନ୍ଦ୍ରକୁ ଚିଠି ଲେଖିଲେ ନବୀନ
ଗତ ଫେବୃଆରୀ ୩ ତାରିଖରୁ ମଝି ସମୁଦ୍ରରୁ ସେ ନିଖୋଜ ହୋଇଯାଇଛନ୍ତି ମର୍ଚ୍ଚାଣ୍ଟ ନେଭି କ୍ୟାଡେଟ୍ ସାର୍ଥକ ମହାପାତ୍ର। ଏବେ ତାଙ୍କର କିଛି ପତ୍ତା ମିଳୁନାହିଁ, ଯାହାକୁ ନେଇ ପରିବାର ଲୋକେ ବହୁତ ଚିନ୍ତିତ ଅଛନ୍ତି। ଘଟଣାକୁ...
ମେଘାଳୟ କୋଇଲା ଖଣିରେ ଘଟିଲା ଭୟାବହ ବିସ୍ଫୋରଣ, ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ
ମେଘାଳୟ ତାଶଖାଇ ଅଞ୍ଚଳର ଏକ କୋଇଲା ଖଣିରେ ହୋଇଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ପକ୍ଷରୁ ରେସକ୍ୟୁ ଅପରେସନ ଆରମ୍ଭ ହୋଇଛି ।ଆଗକୁ...
ଟାରିଫ୍ ହ୍ରାସ ପରେ ମୋଦୀଙ୍କୁ ସମ୍ବର୍ଦ୍ଧିତ କଲା ଏନଡିଏ
ଭାରତ ଉପରେ ଆମେରିକାର ଟାରିଫ୍ ହ୍ରାସ ପରେ ପୁରା ଦେଶରେ ଉତ୍ସାହ ଦେଖିବାକୁ ମିଳିଛି । ଭାରତ-ଆମେରିକା ମଧ୍ୟରେ ବାଣିଜ୍ୟିକ ଚୁକ୍ତି ପରେ ଏନଡିଏ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସଂସଦ ପରିସରରେ ସମ୍ମାନୀତ କରାଯାଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ...


















