27.1 C
Bhubaneswar
Friday, September 11, 2026
-Advertisement-

ଆଚମ୍ବିତ କଲା ବିହାରର ବାଙ୍କୀପୁର ଉପନିର୍ବାଚନ ଫଳାଫଳ:ଭୁଶୁଡିଗଲା ବିଜେପି ଗଡ଼

ବିହାର: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତନ ଦେଖିବାକୁ ମିଳିଛି। ବହୁଚର୍ଚ୍ଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ‘ଜନ ସୁରାଜ ପାର୍ଟି’ ମୁଖ୍ୟ ପ୍ରଶାନ୍ତ କିଶୋର ନିଜର ପ୍ରଥମ ପ୍ରତ୍ୟକ୍ଷ ନିର୍ବାଚନରେ ହିଁ ଐତିହାସିକ ବିଜୟ ହାସଲ କରିଛନ୍ତି।। ବଡ଼...

ବ୍ରିଜ ଭୂଷଣଙ୍କୁ ବଡ଼ ଆଶ୍ୱସ୍ତି, ଯୌନ ଉତ୍ପୀଡ଼ନ ମାମଲାରେ ଦୋଷମୁକ୍ତ କଲେ କୋର୍ଟ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘର ପୂର୍ବତନ ସଭାପତି ତଥା ବିଜେପି ନେତା ବ୍ରିଜ ଭୂଷଣ ଶରନ ସିଂହଙ୍କୁ ବଡ଼ ଆଶ୍ୱସ୍ତି। ଦେଶର ପ୍ରତିଷ୍ଠିତ ୬ ଜଣ ମହିଳା କୁସ୍ତି ଯୋଦ୍ଧା ମିଳିତ ଭାବେ ବ୍ରିଜ ଭୂଷଣଙ୍କ ବିରୋଧରେ ଯୌନ ନିର୍ଯାତନା...

ଗିରଫ ଆତଙ୍କବାଦୀଙ୍କ ବୟାନ ଟାର୍ଗେଟ୍‌ରେ ଥିଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀ ହାମିମ ମଣ୍ଡଳ ପାଖରୁ ଚାଞ୍ଚଲ୍ୟ କର ସୂଚନା ମିଳିଛି l ଏସଟିଏଫ୍ ର ଇନ୍ସପେକ୍ଟର ଆଇଜି ଗୌରବ ଶର୍ମାକହିଛନ୍ତି ଯେ, ହାମିମ ମଣ୍ଡଳକୁ ପାକିସ୍ତାନୀ ହ୍ୟାଣ୍ଡଲରମାନେ ପୁଲିସ ପୋଷାକ ପିନ୍ଧି ଜନ୍ତର ମନ୍ତର...

ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ ଯିବା ସହ ସେଥିରେ ନିଆଁ ଲାଗିଯାଇଥିଲା।...

ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି...

ଆତଙ୍କୀ ହମ୍‌ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ...

ଏସ୍‌ସିଓ ନିୟମ ଅନୁସାରେ ଭାରତକୁ ନିମନ୍ତ୍ରଣ ପଠାଇବ ପାକିସ୍ତାନ

ଇସଲାମାବାଦ: ୨୦୨୭ ଏସ୍‌ସିଓ ସମ୍ମିଳନୀ ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇସଲାମାବାଦକୁ ନିମନ୍ତ୍ରଣ କରିବ ପାକିସ୍ତାନ। ସେହିପରି ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ହିଁ ମୋଦିଙ୍କୁ ଇସଲାମାବାଦ ଆସିବାକୁ ନିମନ୍ତ୍ରଣ ପତ୍ର ପଠାଇବେ ବୋଲି ଜଣାପଡ଼ିଛି। ସଙ୍ଘାଇ କର୍ପୋରେସନ...

ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED

ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି ଶୁଦ୍ଧତା, ସ୍ୱାଦ ଓ ଗୁଣବତ୍ତା...

ଲୋକସଭାରେ ଗୃହୀତ ହେଲା ‘ବନ୍ଦେ ମାତରମ’ ବିଲ୍

ନୂଆଦିଲ୍ଲୀ: ୨୯ ଜୁଲାଇ ବୁଧବାର ‘ବନ୍ଦେ ମାତରମ’ ବିଧେୟକକୁ ରାଜ୍ୟସଭାରେ ମଞ୍ଜୁରୀ ମିଳିଥିଲା । ରାଜ୍ୟସଭା ପରେ ଆଜି ଲୋକସଭାରେ ‘ବନ୍ଦେ ମାତରମ’ ବିଧେୟକ ଗୃହୀତ ହୋଇଛି। ଉଭୟ ସଦନରେ ଗୃହୀତ ହେବା ପରେ, ଏହାକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ନିମନ୍ତେ...

ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି

ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି ଅନୁସାରେ, ସୁରକ୍ଷା ବାହିନୀର ଗୁଳିଚାଳନାରେ...
- Advertisement -

Latest article

Clause Shiny Wilds Right to Void Winnings

SommaireQu'est-ce que la Clause « Droit d’Annuler les Gains » ?Les Situations Courantes Menant à l'Application de la ClauseProcédure et Délais en Cas de...

Supabet Valeur à Long Terme du Programme VIP

SommaireComment Fonctionne l'Ascension dans les Niveaux VIPLes Avantages Concrets par Niveau de StatutTableau Comparatif des Principaux Bénéfices VIPLe Cashback et les Bonus : Une...

VegasNow Minimum Withdrawal Amount Per Method

ContentsUnderstanding Minimum Withdrawal LimitsMinimum Withdrawal Amounts by Payment MethodStep-by-Step Withdrawal ProcessCommon Issues and TroubleshootingMaximizing Your Withdrawal EfficiencyConclusion: Getting Your Winnings Quickly VegasNow Minimum Withdrawal Amount...