ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର: ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଛି ଯାତାୟାତ ସମସ୍ୟା । ସମସ୍ୟାର ସ୍ଥାୟୀ ସମାଧାନ ଓ ସହର ଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ସମୀକ୍ଷା...
ଓଡ଼ିଶା ଡିଜିପି ନିଯୁକ୍ତି ମାମଲା :ସେପ୍ଟେମ୍ବର ୨କୁ ଶୁଣାଣି ଘୁଞ୍ଚାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଓଡ଼ିଶାର ପୁଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ଦାୟର ଜନସ୍ୱାର୍ଥ ଆବେଦନ ର ଶୁଣାଣିକୁ ସୁପ୍ରିମକୋର୍ଟ ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ୨୦୦୬ ମସିହାର ବହୁଚର୍ଚ୍ଚିତ ‘ପ୍ରକାଶ ସିଂହ’ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀକୁ...
ରକ୍ଷାବନ୍ଧନରେ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୨୮, ରକ୍ଷାବନ୍ଧନ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତିର ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତିଯେ, ୧ କୋଟିରୁ...
ଉତ୍ତର ଓଡ଼ିଶାରେ ବନ୍ୟା ସଙ୍କଟ, ଜଳମଗ୍ନ ଯାଜପୁର ପରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟରରେ ନୁହେଁ, ବୋଟ୍ ଜରିଆରେ ବିଭିନ୍ନ ବନ୍ୟାଞ୍ଚଳ ବୁଲିଲେ | ତାଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଆଦି ଉପସ୍ଥିତ ରହିଥିଲେ । ତେବେ...
ଅନ୍ତରୀଣ ଡିଜିପି ଦାୟିତ୍ବ ନେଲେ ବିନୟତୋଷ ମିଶ୍ର
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ବ ନେଇଛନ୍ତି ବରିଷ୍ଠ ଆଇପିଏସ ଅଫିସର ବିନୟତୋଷ ମିଶ୍ର । ରବିବାର ଦିନ ଡିଜିପି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ରାଜ୍ୟ ସରକାର ବିନୟତୋଷ ମିଶ୍ରଙ୍କୁ ଏହି ଅନ୍ତରୀଣ ଦାୟିତ୍ବ ଦେଇଛନ୍ତି...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୩ ଦିନ ଲାଗି ରହିବ ବର୍ଷା
ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି...
ବିଜେଡି ସାଂସଦ ସୁଲତା ଦେଓଙ୍କ ବିରୁଦ୍ଧରେ କ୍ୟାପିଟାଲ ଥାନାରେ ଏତଲା ଦେଲା ବିଜେପି
ଭୁବନେଶ୍ୱର: ବିଜେପିର ଏକ ଟିମ୍ କ୍ୟାପିଟାଲ ଥାନାରେ ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ ବିରୁଦ୍ଧରେ ଲିଖିତ ଏତଲା ଦେବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଅଭିଯୋଗ ପତ୍ରରେ ଦର୍ଶାଯାଇଛି ଯେ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ...
ସ୍ୱାଧୀନତା ଦିବସ ପ୍ରସ୍ତୁତି ବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ଶିକ୍ଷକଙ୍କ ମୃତ୍ୟୁ
ଭୁବନେଶ୍ବର: ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ଏକ ଦୁର୍ଘଟଣା ଘଟିଛି। ପତାକା ଖୁଣ୍ଟ ପୋତିବା ବେଳେ ବିଦ୍ୟୁତ ଆଘାତରେ ଜଣେ କ୍ରୀଡ଼ା ଶିକ୍ଷକଙ୍କର ପ୍ରାଣହାନି...
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ :ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର : ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ...
ଓଡ଼ିଶାର ଅନ୍ତରୀଣ ଡିଜିପି ହେଲେ ବିନୟତୋଷ ମିଶ୍ର
ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ୧୯୯୩ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀଙ୍କୁ ଓଡ଼ିଶାର ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି କ୍ରାଇମବ୍ରାଞ୍ଚ ଡିଜି ଭାବେ...
















