ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ:୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ...
କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ...
ନବୀନ ନିବାସରେ ବିଜେଡିର ବୈଠକ ଅନୁଷ୍ଠିତ:ସରକାରଙ୍କୁ ସମାଲୋଚନା କଲେ ପ୍ରମିଳା ମଲ୍ଲିକ
ଭୁବନେଶ୍ୱର: ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଛି l ବୈଠକ ପରେ ପ୍ରମିଳା ମଲ୍ଲିକ ରାଜ୍ୟର ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ,...
୬ ଜିଲ୍ଲାରେ ଗଞ୍ଜେଇ ଚାଷ ଉପରେ କଡ଼ା ନଜର, ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶାର ୬ଟି ଜିଲ୍ଲାର ସରକାରୀ ଜମିରେ ଗଞ୍ଜେଇ ଚାଷକୁ ରୋକିବା ପାଇଁ ରାଜ୍ୟ ସରକାର ନିଜର ପ୍ରୟାସକୁ ଜୋରଦାର କରିଛନ୍ତି। ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ହେବ କଡା ଆକ୍ସନ। ମାଲକାନଗିରି, କୋରାପୁଟ,...
ଇଣ୍ଡିଗୋ ବିମାନ ବାତିଲ ପରେ ଭୁବନେଶ୍ୱର ବିମାନବନ୍ଦରରେ ମହିଳାଙ୍କ ହଙ୍ଗାମା
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରଠାରେଏକ ଇଣ୍ଡିଗୋ ବିମାନ ବାତିଲ ହେବା ପରେ ଜଣେ ମହିଳା ଯାତ୍ରୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ଯାନ୍ତ୍ରିକ ତ୍ରୁଟି କାରଣରୁ ବିମାନଟି ବିଳମ୍ବ ହେବା ସହ ପରେ ବାତିଲ ହୋଇଥିଲା, ଯାହା ଫଳରେ ଅନେକ...
ପୁଲିସ ସେବା ପୁରସ୍କାର-୨୦୨୬; ସଂଜୀବ ପଣ୍ଡା ଓ ସ୍ମିତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର: ୨୦୨୬ ବର୍ଷର ପୋଲିସ ସେବା ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାର ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ ବିଭିନ୍ନ ବର୍ଗରେ ପୁରସ୍କୃତ ହେବେ। ଏହି ତାଲିକା ଅନୁସାରେ, ୫ ଜଣଙ୍କୁ ସାହାସିକତା, ୨ ଜଣଙ୍କୁ...
ଶକ୍ତି ବିଭାଗର ପ୍ରସ୍ତାବିତ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ୨୦୩୦ ସୁଦ୍ଧା ସମସ୍ତଙ୍କୁ ମିଳିବ ଗୁଣାତ୍ମକ ବିଦ୍ୟୁତ ସେବା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ,...
କଟକରେ ଯୁବତୀଙ୍କୁ ଗଣଦୁଷ୍କର୍ମ: ୫ ଗିରଫ, ଜଣେ ଫେରାର
କଟକ: ଜଣେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ କଟକ ନିଶ୍ଚିନ୍ତକୋଇଲି ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ଘଟଣାର ତଦନ୍ତ ପାଇଁ ଜଣେ ଡିଏସପି ପାହ୍ୟାର...
୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ
ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍ର ପୂର୍ବତନ ଏସ୍ଆର୍ଏ ଭଞ୍ଜ...
ସହଜ ହେବ ଅନୁକମ୍ପାମୂଳକ ନିଯୁକ୍ତି :ନୂତନ ନିୟମକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଥଇଥାନ ସହାୟତା) ନିୟମ, ୨୦୨୬’ କୁ ଅନୁମୋଦନ ମିଳିଛି। ଚାକିରି କାଳରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କୁ କିପରି ଠିକ୍...
ଓଡ଼ିଶାରେ LPG ଅବୈଧ ମହଜୁଦ ଉପରେ ଚଢ଼ାଉ
ଭୁବନେଶ୍ୱର: ଓଡ଼ିଶାରେ LPG ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାରୀ ଉପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଚଢ଼ାଉ । ସାରା ରାଜ୍ୟରେ ଏପର୍ଯ୍ୟନ୍ତ ୩୭୯୨ଟି ସ୍ଥାନରେ ରେଡ୍ କରାଯାଇଛି। ବିଭାଗ ପକ୍ଷରୁ ଅଗଷ୍ଟ...

















