ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ :ଜୁଲାଇ ସୁଦ୍ଧା- ରାଜସ୍ୱ ଆଦାୟ ପୂର୍ବ ବର୍ଷ ଅପେକ୍ଷା ୭.୩% ବୃଦ୍ଧି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଙ୍ଗଳ ବାର ଦିନ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ ବ୍ୟୟକୁ...
ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର: ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବିବାଦ ଏବେ ସୁପ୍ରିମକୋର୍ଟ ରେ ପହଂଚିଛି। ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଅଣଦେଖା କରି ଓଡ଼ିଶା ସରକାର କିଛି ଅଫିସରଙ୍କୁ ସୁପାରିଶ ପ୍ୟାନେଲରେ ସାମିଲ ପାଇଁ ଉଦ୍ୟମ...
ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ: ସୁରେଶ ପୂଜାରୀ
ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ବିରୋଧୀ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା ସୂଚନା ଦେଇଛନ୍ତି| ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ, ବାଚସ୍ପତି ଏବଂ...
ସାଇବର ଅପରାଧ ବିରୋଧରେ କଠୋର ପଦକ୍ଷେପ: ମ୍ୟୁଲ୍ ଆକାଉଣ୍ଟ ମାମଲାରେ ଦଣ୍ଡାଦେଶ
କଟକ: ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ ଆକାଉଣ୍ଟ ମାମଲାରେ ଅଭିଯୁକ୍ତ ଗୌରୀ ଶଙ୍କର ଦାଶ (୩୨) ଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦,୦୦୦ ଟଙ୍କା ଜୋରିମାନାରେ ଦଣ୍ଡିତ କରିଛନ୍ତି ସମ୍ବଲପୁର...
ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ, ୩୩୦ ଟ୍ରାଞ୍ଜିଟ୍ ହାଉସ୍ ଭାଙ୍ଗିଲା ବେଳେ ଉତ୍ତେଜନା
ଭୁବନେଶ୍ୱର: ଭୁବନେଶ୍ୱରର ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲକୁ ନେଇ ଉତ୍ତେଜନା ଦେଖାଦେଇଛି। ୩୩୦ଟି ଟ୍ରାଞ୍ଜିଟ୍ ହାଉସ୍ ଭଙ୍ଗାଯିବାକୁ ଥିବାବେଳେ ଉଚ୍ଛେଦ ସମୟରେ ଲୋକଙ୍କ ଅସନ୍ତୋଷ ଦେଖାଦେଇଥିଲା । ମିଳିଥିବା ସୂଚନା ଅନୁସାରେ, ନୀଳାଦ୍ରି ବିହାର ଅଞ୍ଚଳରେ ଥିବା...
ଚିଟଫଣ୍ଡ ଠକେଇ ମାମଲାରେ ଏକ କୋଟି ଟଙ୍କା ସମେତ ଦାମୀ କାର୍ ଜବତ କଲା ଇଡି
ଭୁବନେଶ୍ୱର: Wellfare Buildings and Estates Pvt. Ltd. ଜରିଆରେ ୨୦୦୦ କୋଟିରୁ ଊର୍ଦ୍ଧ୍ଵ ଚିଟଫଣ୍ଡ ଠକେଇ ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଭୁବନେଶ୍ୱର ଜୋନାଲ ଅଫିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। WBEPL କମ୍ପାନୀ ଲିଙ୍କରେ...
ଇନସ୍ୟୁରାନ୍ସ ନଥିଲେ ଜବତ ହେବ ଗାଡ଼ି :ପରିବହନ ବିଭାଗ
ଭୁବନେଶ୍ୱର: ଗତ କିଛିଦିନ ତଳେ ସୁପ୍ରିମକୋର୍ଟ ବୈଧ ବୀମା ନଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ଏହି ଆଦେଶ ଆସିବା ପରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି...
ସଞ୍ଜୀବ ପଣ୍ଡା-ଯଶୋବନ୍ତ ଜେଠୱାଙ୍କ ପଦୋନ୍ନତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ବରିଷ୍ଠ ଆଇପିଏସ ଅଧିକାରୀ ସଞ୍ଜୀବ ପଣ୍ଡା ଓ ଯଶୋବନ୍ତ ଜେଠୱାଙ୍କୁ ଏଡିଜି (ADG)ରୁ ଡିଜି (DG) ପାହ୍ୟାକୁ ପଦୋନ୍ନତି ମିଳିଛି। ରାଜ୍ୟ ସରକାରଙ୍କ ଏହି ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ୧୯୯୪ ବ୍ୟାଚର ବରିଷ୍ଠ...
ପୋଖରୀରେ ଓଲଟି ପଡ଼ିଲା ଟ୍ରାକ୍ଟର, ଇଞ୍ଜିନ ତଳେ ଚାପି ହୋଇଗଲେ ଚାଳକ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଧୀନ ଗୁଆପୁର ବାଲୁଙ୍କେଶ୍ୱର ନିକଟରେ ଆଜି ଏକ ଟ୍ରାକ୍ଟର ପୋଖରୀରେ ଓଲଟି ପଡ଼ିବାରୁ ଚାଳକଙ୍କ ମୃତ୍ୟୁ ହୋଇଛି । ପ୍ରାୟ ୩ ଘଣ୍ଟାର ଅପରେସନ୍ ପରେ ପାଣି ଭିତରୁ ତାଙ୍କ...
୧୬ତମ ନିଯୁକ୍ତି ମେଳା: ୧୩୨୬ ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନିଯୁକ୍ତିପତ୍ର
ଭୁବନେଶ୍ୱର: ୧୬ତମ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଅଡିଟୋରିୟମରେ ନିଯୁକ୍ତ ପତ୍ର ପ୍ରଦାନ କରିଛନ୍ତି । ସେ ୯ଟି ବିଭାଗରେ ନବ ନିଯୁକ୍ତ ୧୩୨୬ ଜଣ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି । ଗୃହ...
















