23.1 C
Bhubaneswar
Thursday, November 12, 2026
-Advertisement-

କଟକ ଗଣ୍ଡଗୋଳରେ ଗିରଫ ହେଲେ ଆଉ ୩ ଅଭିଯୁକ୍ତ

କଟକର ଦଶହରା ଭସାଣୀ ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ପୂର୍ବରୁ ୬ ଜଣ ଗିରଫ ହୋଇଥିଲେ, ଏବେ ମୋଟ ଗିରଫ ସଂଖ୍ୟା ୯ରେ...

ଓଡ଼ିଶା ପୋଲିସ ସବ୍‌-ଇନ୍ସପେକ୍ଟର ନିଯୁକ୍ତିରେ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍‌ପି ଛକରେ ଥିବା ‘ବଣିକ’ କୋଚିଂ ସେଣ୍ଟରରେ ଚଢ଼ାଉ କରିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରା କହିଛନ୍ତି ଯେ, ଗିରଫ ହୋଇଥିବା ୧୧୪ ଜଣ ପରୀକ୍ଷାର୍ଥୀଙ୍କ...

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ୍. ସନ୍ତୋଷ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ସେ ଯୋଗ ଦେବେ। ତାଙ୍କ ସହ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଉପସ୍ଥିତ ରହିବେ।...

ଏସ୍‌ଆଇ ଘୋଟାଲା ମାମଲାରେ ୧୧୯ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ପୋଲିସ ସବ୍‌ଇନସ୍ପେକ୍ଟର ପରୀକ୍ଷା ଘୋଟାଲା ମାମଲାରେ ଗିରଫ ହୋଇଥିବା ଦଲାଲ ଓ ପରୀକ୍ଷାର୍ଥୀଙ୍କୁ ବଡ଼ ଝଟକା ଲାଗିଛି। ବ୍ରହ୍ମପୁର ଜେଏମଏଫସି କୋର୍ଟ ସମସ୍ତ ୧୧୯ ଜଣ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ...

ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ। ଗଞ୍ଜାମ ବେଲଗୁଣ୍ଠା NAC କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ । ଜଣେ...

ହମାସକୁ ଶାନ୍ତି ଚୁକ୍ତି ଗ୍ରହଣ କରିବାକୁ ଚେତାବନୀ ଦେଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାଲେଷ୍ଟାଇନରେ ଗାଜା ଗୋଷ୍ଠୀକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ହମାସକୁ ଶୀଘ୍ର କାର୍ଯ୍ୟ କରିବାକୁ ପଡିବ ଏବଂ ଇସ୍ରାଏଲ ସହିତ ଏକ ଶାନ୍ତି ଚୁକ୍ତି ପାଇଁ ରାଜି ହେବାକୁ...

ଏସଆଇ ପରୀକ୍ଷା ଜାଲିଆତି ; କ୍ରାଇମବ୍ରାଞ୍ଚ କରିବ ତଦନ୍ତ

ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଦ୍ୱାରା ପରିଚାଳିତ ସବ୍ ଇନସ୍ପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏସଆଇ ପରୀକ୍ଷାରେ ବଡ଼ ଷଡ଼ଯନ୍ତ୍ର ରଚାଯାଇଥିବା ସ୍ପଷ୍ଟ ହୋଇସାରିଛି...

ଓଡ଼ିଶାରେ ହେବ ହୋମଷ୍ଟେ ପ୍ରତିଷ୍ଠା ଯୋଜନା ; ପ୍ରଭାତୀ ପରିଡ଼ା

ଏବେ ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ। ଏହା ଫଳରେ ଗ୍ରାମାଞ୍ଚଳରେ ବଢ଼ିବ ଲୋକଙ୍କ ରୋଜଗାର। ଏଥିଲାଗି କାର୍ଯ୍ୟକାରୀ ହେବ ଓଡ଼ିଶା ହୋମଷ୍ଟେ ପ୍ରତିଷ୍ଠା ଯୋଜନା-୨୦୨୫। ୨୦୨୯-୩୦ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ ଯୋଜନା।...

ଓଡ଼ିଶାକୁ ୧୭ ଶହ କୋଟି ଟଙ୍କାର ଭେଟି ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ଝାରସୁଗୁଡ଼ା ଗସ୍ତ କରିଛନ୍ତି । ଅମଲାପାଲିରେ ଆୟୋଜିତ ‘ସେବା ପକ୍ଷ’ ସମାରୋହରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିକାଶ ପ୍ରକଳ୍ପ ଭେଟି ଦେଇଛନ୍ତି । ସାରା ଭାରତରେ...

ଲାଞ୍ଚ ନେବାବେଳେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର ଟିପିସିଓଡିଏଲ୍ ସର୍କଲ୍-୧ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ନିର୍ବାହୀଯନ୍ତ୍ରୀଙ୍କର ବହୁତ ବ୍ୟାଙ୍କ ଏବଂ ଅନ୍ୟାନ୍ୟ ସଞ୍ଚୟ ଆକାଉଣ୍ଟ ଥିବା ଜଣାପଡ଼ିଛି । ସମସ୍ତ ଜମାରାଶିକୁ ମିଶାଇ ମୋଟ...
- Advertisement -

Latest article

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...

ବାତ୍ୟା ଅର୍ଣ୍ଣବ ପାଇଁ, ୪୮ ହଜାର ଲୋକଙ୍କ ହେବ ସ୍ଥାନାନ୍ତରଣ

ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ଧରି ‘ଅର୍ଣ୍ଣବ’ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି।...

Winbeast Live Baccarat: Rules and Side Bets

ContentsUnderstanding the Core Rules of PlayA Detailed Look at Standard PayoutsExploring Popular Side BetsRTP and What It Means for YouStrategies for Managing Your BankrollGetting...