ଚିନ୍ତା ବଢାଉଛି ଡେଙ୍ଗୁ
ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଚିନ୍ତା ବଢାଇଛି । ବିଶେଷକରି ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଉଦବେଗଜନକ । ଏପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲାରେ 51 ପ୍ରତିଶତ ରୋଗୀଙ୍କୁ ଚିହ୍ନଟ କରାଯାଇଛି...
ଆଗାମୀ ଦୁଇ ମାସ ମଧ୍ୟରେ କ୍ରୁଟ ୨୦୦ଟି ଇ-ବସ୍ ଚଲେଇବ
ଭୁବନେଶ୍ୱର: ରାଜଧାନୀରେ ବସ୍ ଚଳାଚଳ କାର୍ଯ୍ୟରେ ନିୟୋଜିତ ଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (ସିଆର୍ୟୁଟି) ଆଗାମୀ ୨ ମାସ ମଧ୍ୟରେ ୨୦୦ଟି ଇଲେକ୍ଟ୍ରିକ୍ ବସ୍ ଚଳାଇବ ବୋଲି ଆଡିସ୍ନାଲ୍ ଡିଜି (କ୍ରାଇମ୍) ତଥା କ୍ରୁଟ୍ର ପରିଚାଳନା ନିର୍ଦ୍ଦେଶକ...
ଜନଜାତି ଭାଷାଗୁଡିକର ସୁରକ୍ଷା ନେଇ ବିଶେଷଜ୍ଞଙ୍କ ମତ
ଭୁବନେଶ୍ୱର, ଅଗଷ୍ଟ ୧୦ : ଜନଜାତି ଭାଷାଗୁଡିକ ଲୋପ ପାଇଯାଉଥିବା ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଠାରେ ଚାଲିଥିବା ୨ ଦିନିଆ ସର୍ବଭାରତୀୟ ଜନଜାତି ଲେଖକ ସମ୍ମିଳନୀ ର ଉଦ୍ଯାପନୀ ଦିବସରେ ମଧ୍ୟ ଉଦ୍ବେଗ ପ୍ରକାଶ ପାଇଛି ।...
ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର, ଅଗଷ୍ଟ ୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ...
ଲୋପ ପାଇବାକୁ ପାଉଥିବା ମୂଳ ଅଧିବାସୀଙ୍କ ଭାଷାକୁ ନେଇ ଲେଖକମାନଙ୍କ ଉଦ୍ବେଗ
ଭୁବନେଶ୍ୱର, ଅଗଷ୍ଟ ୦୯ : ବିଶ୍ୱର ସ୍ଥାନୀୟ ଅଧିବାସୀମାନେ କଥା ହେଉଥିବା ୭୦୦୦ ଭାଷା ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ସଂପୂର୍ଣ୍ଣ ଲୋପ ପାଇସାରିଥିବା ବେଳେ ଅନେକ ଭାଷା ଲୁପ୍ତ ହେବାକୁ ବସିଛି ବୋଲି ବୁଧବାର ବିଶେଷଜ୍ଞମାନେ ମତ...
ରତ୍ନଭଣ୍ଡାର ସ୍ଥିତି ଭଲ ନାହିଁ : ଏଏସଆଇ
ଶ୍ରୀମନ୍ଦିର ରତ୍ନଭଣ୍ଡାରର ସ୍ଥିତି ଭଲ ନାହିଁ । ମରାମତି ଆବଶ୍ୟକ । ଯେତେଶୀଘ୍ର ରତ୍ନଭଣ୍ଡାର ମରାମତି ପାଇଁ କୋର୍ଟ ନିର୍ଦ୍ଦେଶ ଦେବେ, ସେତେଶୀଘ୍ର ମରାମତି କରାଯିବ । ହାଇକୋର୍ଟରେ ରତ୍ନଭଣ୍ଡାର ମରାମତି ପ୍ରସଙ୍ଗରେ ଏମିତି ସତ୍ୟପାଠ ଦେଇଛି ଏଏସଆଇ ।...
ରତ୍ନଭଣ୍ଡାର ଖୋଲିବାକୁ ସୁପାରିଶ
ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ସୁପାରିଶ କରିଛନ୍ତି । ଆଜି ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ଆସନ୍ତା ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ...
ମୃତ୍ୟୁ ପରେ ବି ୮ଟି ଜୀବନ ରକ୍ଷା କରିପାରିବ ମଣିଷ
ଭୁବନେଶ୍ୱର: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୂହୁର୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ...
ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍ଆର୍ଡିସି ଟିମ୍ର ସୋଆ ପରିଦର୍ଶନ
ଭୁବନେଶ୍ୱର: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍ମେଂଟ କର୍ପୋରେସନ୍ (ଏନ୍ଆର୍ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ଏନ୍ଆର୍ଡିସି...
ମେଣ୍ଟ ହେବନି
ରାଜ୍ୟରେ ବିଜେଡି ସାଙ୍ଗେ ବିଜେପି ମେଣ୍ଟ ଗଠନ କରିବ ନାହିଁ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ମେଣ୍ଟ କରିବାର ପ୍ରଶ୍ନ ଉଠୁନି । ରାଜ୍ୟରେ ବିଜେଡି ସରକାରରେ ଚାଲିଥିବା ଭ୍ରଷ୍ଟାଚାର, ଦୁର୍ନୀତି ବିରୋଧରେ ବିଜେପି ଲଢେଇ...



















