25.8 C
Bhubaneswar
Saturday, July 25, 2026
-Advertisement-

ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲଜୀ ଦେଶାଇ

ଭୁବନେଶ୍ୱର: ଏଆଇସିସି ବରିଷ୍ଠ ନେତା ଲାଲଜୀ ଦେଶାଇଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନୂଆ ପ୍ରଭାରୀଭାବେ ନିଯୁକ୍ତ କରିଛି । ଏହା ତତ୍କାଳ ପ୍ରଭାବରୁ କାର୍ଯ୍ୟକାରୀ ହେବ । ଲାଲଜୀ ଦେଶାଇ ବର୍ତ୍ତମାନ ଅଲ୍ ଇଣ୍ଡିଆ କଂଗ୍ରେସ ସେବା ଦଳର ରାଷ୍ଟ୍ରୀୟ...

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ । ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ ହୋଇଛି । ବିଧାନସଭାର କାର୍ଯ୍ୟ ପରିଚାଳନା, ସରକାରୀ ବିଭାଗର...

ସ୍କୁଲ ବହି ତ୍ରୁଟିକୁ ନେଇ ଆସିଲା ତଦନ୍ତ ରିପୋର୍ଟ :୪ ଅଫିସର ନିଲମ୍ବିତ

ଭୁବନେଶ୍ବର: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି l ୪ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି l ସେମାନେ ହେଲେ ପୂର୍ବତନ ଶିକ୍ଷକଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ (Teachers...

ନିଶା ନିବାରଣ କେନ୍ଦ୍ରରେ ଯାଉଛି ଜୀବନ; ସରକାର ମାଗିଲେ ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ନିଶା ନିବାରଣ କେନ୍ଦ୍ରଗୁଡ଼ିକରେ ସନ୍ଦେହଜନକ ମୃତ୍ୟୁ ଅଭିଯୋଗ ଆସୁଛି । ଏନେଇ ବଢ଼ୁଥିବା ଚିନ୍ତା ମଧ୍ୟରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେଇଛନ୍ତି । ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସମସ୍ତ ଜିଲ୍ଲାର ସାମାଜିକ...

୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଦୁଇ ବର୍ଷ ପାଇଁ ମୋଟ ୬୪ଟି ପୁରସ୍କାର ଘୋଷଣା ହୋଇଛି । ୨୦୨୩ ବର୍ଷ ପାଇଁ ‘ପୁଷ୍କରା’ ଏବଂ...

କଇଁଛ ଚୋରାଚାଲାଣ ବେଳେ ଧରିଲା ବନ ବିଭାଗ କର୍ମଚାରୀ

ମାଲକାନଗିରି: ଆଜି ସକାଳେ ମାଲକାନଗିରି ବନ କର୍ମଚାରୀମାନେ ପଦ୍ମଗିରି ଛକଠାରେ ଏକ ବୋଲେରୋ ଗାଡ଼ିରୁ ୩୨୯ ଗୋଟି କଇଁଛ କୁ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି । ବନ ବିଭାଗର ଟିମ୍ କୌଣସି ସୂତ୍ରରୁ...

ବିଜେଡିରେ ଯୋଗ ଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା

ଭୁବନେଶ୍ୱର: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ । ଶଙ୍ଖ ଭବନରେ ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ହେଲେ ସାମିଲ । ସାଙ୍ଗଠନିକ ବୈଠକରେ ଦଳର ଶୀର୍ଷ ନେତୃତ୍ବ ଉପସ୍ଥିତ । ସୁଜାତାଙ୍କୁ ଦଳକୁ ସ୍ବାଗତ କଲେ ଅନେକ...

ପିପିଲି ଟୋଲ ଗେଟ୍‌ରେ ନାହିଁ ଟୋଲ ଟିକସ;ରଥଯାତ୍ରାରେ ଟୋଲ ଫ୍ରି ଯାତ୍ରା

ଭୁବନେଶ୍ୱର: ରାଜ୍ୟ ସରକାର ଓ ପରିବହନ ବିଭାଗ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଆସିଛି ଖୁସି ଖବର। ରଥଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ସୁନାବେଶ ଦିନ ସମସ୍ତ ପ୍ରକାର ଗାଡ଼ି ପାଇଁ ଟୋଲ ଫି ଛାଡ଼ କରାଯିବ। ବିଶେଷକରି ପିପିଲି ଟୋଲ...

ବିଜେଡି ସରକାର ସମୟରେ LED ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ବଡ଼ ଦୁର୍ନୀତି:୫୦ଟି ସ୍ଥାନରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ ନାମରେ ବଡ଼ ଧରଣର ଦୁର୍ନୀତି ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗ ସାମ୍ନାକୁ ଆସିଛି। ଏହି ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି। ଭିଜିଲାନ୍ସ ସୂତ୍ରରୁ...

କମିଶନ ରିପୋର୍ଟ ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ

କଟକ:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜଷ୍ଟିସ ନାଇଡୁ କମିଶନଙ୍କ ତଦନ୍ତ ରିପୋର୍ଟ ହଜିଯିବା ଘଟଣାକୁ ନେଇ ବୁଧବାର ଦିନ ହାଇକୋର୍ଟରେ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଦାଖଲ କରାଯାଇଛି। ଏହା ସହିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଇବା ପାଇଁ ପୁଣି ଥରେ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com