29.4 C
Bhubaneswar
Saturday, August 1, 2026
-Advertisement-

ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି

ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ । ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡିଆ ବିଭାଗ ମୁଖ୍ୟ ପ୍ରସନ୍ନ ସ୍ବାଇଁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି । ଆସନ୍ତା ତିନିବର୍ଷ ପର୍ଯ୍ୟନ୍ତ...

ପ୍ଲସ ଟୁ ପାସ ବାଧ୍ୟତାମୂଳକ

ବଦଳିଲା ଅଙ୍ଗନବାଡି କର୍ମୀ ଏବଂ ସହାୟିକା ନିଯୁକ୍ତି ମାନଦଣ୍ଡ । ଏ ସଙ୍କ୍ରାନ୍ତରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ୧୮ରୁ ୩୫ ବର୍ଷ ବୟସ୍କା ସର୍ବନିମ୍ନ ଦ୍ୱାଦଶ...

୩ ଘଣ୍ଟା ବିଳମ୍ବ କାହା ପାଇଁ?

କାହିଁକି ୩ ଘଣ୍ଟା ବିଳମ୍ବରେ ଉଠିଲା ମହାଦୀପ । ଏତେ ବିଳମ୍ବ କାହିଁକି ହେଲା । ରାତି ୧୦ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିଲା । ହେଲେ ୩ ଘଣ୍ଟାରୁ ଅଧିକ ସମୟ ବିଳମ୍ବ ହୋଇ ମଧ୍ୟ...

କିଟ-କିସରେ ପ୍ରତିଭାଙ୍କ ନାମରେ କ୍ରୀଡ଼ା ଭିତ୍ତିଭୂମି ଓ ଷ୍ଟାଡିୟମ୍‍ ଲୋକାର୍ପଣ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟ ୨ୟ କ୍ୟାମ୍ପସ୍‍ ତଥା କିସ୍‍-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‍ଘାଟନ କରିଛନ୍ତି । ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍‍ର ବିଭିନ୍ନ ଷ୍ଟାଡିୟମ୍‍ ଓ...

ଜେଲରେ ଗୋପାଳ ଗୁମସୁମ

ନବ ଦାସ ହତ୍ୟାକାରୀ ଗୋପାଳ ଏବେ ଚୌଦାର ଜେଲରେ ରହିଛି । ଜେଳକୁ ଆସିବା ପରଠାରୁ ସେ ଚୁପ ହୋଇ ବସୁଛି । ତାକୁ ଯେତିକି ପଚରାଯାଉଛି ସେ ସେତିକି ହିଁ କହୁଛି । ସବୁବେଳେ ଗୁମସୁମ ରହୁଛି ।...

କିଟରେ ମେଗା ରକ୍ତଦାନ ଶିବିର

ଭୁବନେଶ୍ୱର : କିଟ୍‍ର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ଗତ ନଭେମ୍ବର୧୬ରୁ ଦୀର୍ଘ ତିନିମାସ ଧରି ରୌପ୍ୟଜୟନ୍ତୀ ‘ସଏଲ୍‍ ଟୁ ସିଲଭର’ ପାଳନ ଅବସରରେ ଫେବୃଆରୀ ୧ ତାରିଖରୁ କିଟ୍‍ କାର୍ଣ୍ଣିଭାଲ୍‍ କାର୍ଯ୍ୟକ୍ରମ ଚାଲୁ ରହିଛି । ଏହି ପରିପେକ୍ଷୀରେ କିଟ୍‍...

ବିରୋଧୀ ଦଳ ନେତାଙ୍କୁ ଧମକ … ମୋ ହାବୁଡରେ ପଡୁ

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କୁ ଖୋଲା ଧମକ । ଗତକାଲି ସମ୍ବଲପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ବେଳେ ଜୟନାରାୟଣ ମିଶ୍ରଙ୍କର ଜଣେ ମହିଳା ପୋଲିସ ଅଧିକାରୀଙ୍କ ସହ ଉଚ୍ଚବାଚ ହୋଇଥିଲା । ଜୟନାରାୟଣ...

କଂଗ୍ରେସରେ ଯୋଗଦେଲେ ପ୍ୟାରୀଙ୍କ ଝିଅ

କଂଗ୍ରେସରେ ଯୋଗଦେଲେ ସ୍ୱର୍ଗତ ପୂର୍ବତନ ସାଂସଦ ପ୍ୟାରୀମୋହନ ମହାପାତ୍ରଙ୍କ ଝିଅ ସିକ୍ତା ପତି । ସିକ୍ତା କହିଛନ୍ତି ଯେ, ମୋତେ ଗୋଟେ ଜାତୀୟ ଦଳରେ ଅଂଶ ହେବା ପାଇଁ ସୁଯୋଗ ମିଳିଛି । ରାହୁଲ ଗାନ୍ଧୀଙ୍କର ଭାରତ ଯୋଡ ଯାତ୍ରାରେ...

‘ଜୟନାରାୟଣ ବି ଓଡିଶାରେ ଅସୁରକ୍ଷିତ’

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ପ୍ରତିବାଦ କରୁଛି ବିଜେପି ।ଭୁବନେଶ୍ୱର ରାଜଭବନ ଆଗରେ ବିଜେପିର ନେତା ଓ କର୍ମୀ ଏକାଠି ହୋଇ ପ୍ରତିବାଦ କରିଛନ୍ତି । ଧାରଣାରେ ସାମିଲ ହୋଇଛନ୍ତି ବିଜେପି ରାଷ୍ଟ୍ରିୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଷ୍ଟ୍ରିୟ ମୁଖପାତ୍ର...

ଚକା ଫାଟିଯିବାରୁ ଓଲଟି ପଡିଲା ବସ୍‌, ୪୦ ଆହତ

କନ୍ଧମାଳ ଜିଲ୍ଲା କୋଟଗଡ ଥାନା ପଣ୍ଡାରିପି ନିକଟରେ ଦୁର୍ଘଟଣା । ଯାତ୍ରୀବାହି ଘରୋଇ ବସ୍ ଓଲଟି ୪୦ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଗୁରୁତ୍ତର ଥିବା ସୂଚନା ମିଳିଛି । ସମସ୍ତ ଗୁରୁତ୍ତର...
- Advertisement -

Latest article

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା...

ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ...