କମିଶନ ରିପୋର୍ଟ ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ
କଟକ:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜଷ୍ଟିସ ନାଇଡୁ କମିଶନଙ୍କ ତଦନ୍ତ ରିପୋର୍ଟ ହଜିଯିବା ଘଟଣାକୁ ନେଇ ବୁଧବାର ଦିନ ହାଇକୋର୍ଟରେ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଦାଖଲ କରାଯାଇଛି। ଏହା ସହିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଇବା ପାଇଁ ପୁଣି ଥରେ...
ଆସନ୍ତାକାଲି ବିଜେଡ଼ିରେ ଯୋଗ ଦେଇ ପାରନ୍ତି ସୁଜାତା ପାଣ୍ଡିଆନ
ଭୁବନେଶ୍ୱର: ଆସନ୍ତାକାଲି ଭୈରବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ପାଣ୍ଡିଆନ ଶଙ୍ଖ ଧରିପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି । ନବୀନ ନିବାସରେ ଆଜି ବିଜେଡ଼ିର ବରିଷ୍ଠ ନେତାମାନଙ୍କୁ ନେଇ ଏକ ବଡ଼ ବୈଠକ...
ଓଡ଼ିଶାରେ ପ୍ରଥମ ଥର ‘ମଲ୍ଟି ଏଜେନ୍ସି ମାରିଟାଇମ ସିକ୍ୟୁରିଟି ଗ୍ରୁପ’ ବୈଠକ
ଭୁବନେଶ୍ୱର: ଲୋକସେବା ଭବନ ଠାରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି) ବୈଠକକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଏକବିଂଶ ଶତାବ୍ଦୀ ହେଉଛି ଇଣ୍ଡୋ-ପାସିଫିକ୍ ଶତାବ୍ଦୀ...
ମନୋରମା ହୋଟେଲ୍ ମାଲିକ ହତ୍ୟା ମାମଲା; ଅଭିଯୁକ୍ତକୁ ପୁରୀ ପୁଲିସର ଏନକାଉଣ୍ଟର
ପୁରୀ: ବଳିଆପଣ୍ଡା ଅଞ୍ଚଳର 'ମନୋରମା' ହୋଟେଲର ମାଲିକକୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ପବିତ୍ର ନାୟକ। ହୋଟେଲ ମାଲିକ ପବିତ୍ର ନାୟକଙ୍କ ହତ୍ୟା ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ ପୁଲିସ। ଅଭିଯୁକ୍ତ ହେଉଛନ୍ତି ଚନ୍ଦନ...
ଝାରପଡ଼ା ଜେଲ୍ରେ ଏକାସାଙ୍ଗରେ ୭ କଏଦୀ ଅସୁସ୍ଥ
ଭୁବନେଶ୍ୱର: ଗତକାଲି ରାତିରେ ଝାରପଡ଼ାସ୍ଥିତ ସ୍ୱତନ୍ତ୍ର କାରାଗାରରେ ହଠାତ୍ ୭ ଜଣ କଏଦୀ ଅସୁସ୍ଥ ହୋଇପଡିଥିବା ଖବର ଜଣାପଡିଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତୁରନ୍ତ ସେମାନଙ୍କୁ ଭୁବନେଶ୍ୱରର ବିଭିନ୍ନ ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର...
ଶ୍ରୀୟା ଟକିଜ୍ ସାମ୍ନାରେ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
ଭୁବନେଶ୍ୱର: ବିରିଆନୀ ବିଲ୍କୁ କେନ୍ଦ୍ର କରି ଶ୍ରୀୟା-ସ୍ତୁତି ଫିଲ୍ମ ହଲ୍ ସମ୍ମୁଖରେ ଦେଖିବାକୁ ମିଳିଛି ଆତଙ୍କରାଜ । ଖଣ୍ଡା ଧରି ୪ ଜଣ ଦୁର୍ବୃତ୍ତ ସ୍ଥାନୀୟ ଦୋକାନୀଙ୍କ ଉପରେ ଅତର୍କିତ ଆକ୍ରମଣ କରିବା ସହ ଫାଷ୍ଟଫୁଡ୍ ଷ୍ଟଲ ଗୁଡ଼ିକୁ ହାଣି...
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ସମନ୍ୱୟ ବୈଠକ
ପୁରୀ: ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ରଥ...
ଜାଲ୍ ଜାତିଗତ ପ୍ରମାଣ ଦେଇଥିବାରୁ ଶିକ୍ଷକ ଚାକିରୀରୁ ବହିଷ୍କୃତ
ଜଗତସିଂହପୁର: ଶିକ୍ଷକ ସୁଶାନ୍ତ କୁମାର ମଣ୍ଡଳ ନକଲି ଜାତିଗତ ପ୍ରମାଣ ଦେଇ ଚାକିରୀ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛନ୍ତି । ଏହି କାର୍ଯ୍ୟାନୁଷ୍ଠାନ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗ୍ରହଣ କରାଯାଇଛି । ୨୦୦୬ରେ ଶିକ୍ଷା ସହାୟକ...
ପରୀକ୍ଷାର୍ଥୀଙ୍କ ପାଇଁ ବଦଳିଲା ସୂଚୀ , ୨୮ରେ ଆରଆଇ, ୫ରେ ଓଟିଇଟି
ଭୁବନେଶ୍ୱର: ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବଢ଼ୁଥିବା ଚିନ୍ତାର ଅବସାନ ଘଟିଛି । ଆରଆଇ ପରୀକ୍ଷାର ତାରିଖରେ ପରିବର୍ତ୍ତନ କରାଯାଇଛି । ନୂତନ ସୂଚୀ ଅନୁସାରେ, ଜୁନ୍ ୨୮ରେ ଆରଆଇ ପରୀକ୍ଷା ଆୟୋଜିତ ହେବ । ଅନ୍ୟପଟେ, ଜୁଲାଇ ୫ରେ...
ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ
ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । ଗାଁରେ ଚଢାଉ କରି ଅଭିଯୁକ୍ତଙ୍କ...


















