29.1 C
Bhubaneswar
Thursday, November 12, 2026
-Advertisement-

ପୁଣି ଗଣଦୁଷ୍କର୍ମ

ଜଗତସିଂପୁର ରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ପୀଡିତାଙ୍କୁ ଗୁରୁତର ଅବସ୍ଥାରେ ଜଗତସିଂହପୁର ମେଡିକାଲ୍‌ରେ ଚିକିତ୍ସା ଚାଲିଛି । ପୋଲିସ ଏପର୍ଯ୍ୟନ୍ତ ଜଣେ ଅଭିଯୁକ୍ରୁକୁ ଗିରଫ କରିଛି, ଅନ୍ୟଜଣକୁ ଧରି ପାରି ନାହିଁ । ପୀଡିତାଙ୍କ ସହ...

DFO ନିତ୍ୟାନନ୍ଦଙ୍କୁ ବାନ୍ଧିଲା ଭିଜିଲାନ୍ସ

ଶେଷରେ ଗିରଫ ହେଲେ କେନ୍ଦୁଝର DFO ନିତ୍ୟାନନ୍ଦ ନାୟକ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ଗତ ତିନି ଦିନ ଧରି ରେଡ୍ କରିଥିଲା ଭିଜିଲାନ୍ସ । ଯେତେ ଖୋଜିଲେ ମିଳୁଥିଲା ସେତେ ସମ୍ପତ୍ତି ।...

ମାଲକାନଗିରିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ମାଲକାନଗିରିରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗରେ ୪ ଗିରଫ । ଟ୍ରକ୍‌ ଡ୍ରାଇଭର ସହ ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ପୀଡ଼ିତା ଜଣଙ୍କ ପୃଥକ ସ୍ଥାନରେ ଦୁଷ୍କର୍ମର ଶିକାର ହୋଇଥିଲେ । ଏହି ଘଟଣାରେ ୪...

ସ୍କୁଲ ଉପରେ ଖସିଲା ବିମାନ

ବାଂଲାଦେଶରେ ଏୟାର କ୍ରାସ୍ । ଢାକାରେ ଏୟାରଫୋର୍ସ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଏହି ବିମାନଟି ଢାକାରେ ଏକ ସ୍କୁଲ୍ ବିଲ୍ଡିଂ ଉପରେ ଖସି ପଡ଼ିଥିଲା । ଦୁର୍ଘଟଣାରେ ପାଇଲଟଙ୍କର ମୃତ୍ୟୁ...

୨ ଛାତ୍ରୀ ମୃତ୍ୟୁକୁ ନେଇ କିଟ୍ ପ୍ରଶାସନକୁ ଦାୟୀ ମାନିଲା ୟୁଜିସି କମିଟି

କିଟ୍ ବିଶ୍ବବିଦ୍ୟାଳୟରେ ଦୁଇ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ୟୁଜିସିର ତଥ୍ୟାନୁସନ୍ଧାନ ପ୍ୟାନେଲ୍ ବଡ଼ ଖୁଲାସା କରିଛି। କିଟ୍ କର୍ତ୍ତୃପକ୍ଷଙ୍କ ଲାପରବାହିକୁ ମୂଳ କାରଣ ବୋଲି ରିପୋର୍ଟ୍‌ରେ ଉଲ୍ଲେଖ କରାଯାଇଛି। ଏହାକୁ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରଚାର ପାଉଛି। ପ୍ରଫେସର ନାଗେଶ୍ବର...

ରେଭେନସା ବିଶ୍ଵବିଦ୍ୟାଳୟରେ ରାଗିଂ ଅଭିଯୋଗ , ୧୦ ଛାତ୍ରଙ୍କୁ ହଷ୍ଟେଲ ଛାଡ ନିର୍ଦ୍ଦେଶ

ରେଭେନସା ବିଶ୍ୱବିଦ୍ୟାଳୟର ଇଷ୍ଟ ହଷ୍ଟେଲରେ ରାଗିଂ ଘଟଣାର ଅଭିଯୋଗ ହୋଇଛି। ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର କିଛି ସିନିୟର୍ ରାଗିଂ କରିଥିବା ସୂଚନା ମିଳିଛି। ଅଭିଯୋଗ ପାଇବା ପରେ ବିଶ୍ୱବିଦ୍ୟାଳୟର ଆଣ୍ଟି-ରାଗିଂ ସେଲ ବୈଠକ କରି...

କ୍ରୀଡ଼ାକୁ କଳଙ୍କିତ କଲେ କୋଚ୍; ଯାଜପୁରରେ ନାବାଳିକା ଖେଳାଳିଙ୍କୁ ଅପହରଣ-ଦୁଷ୍କର୍ମ ଆରୋପ

କ୍ରୀଡ଼ା ଜଗତରେ ପୁଣି ଦୁଷ୍କର୍ମର କଳଙ୍କ। ଯାଜପୁରରେ ଜଣେ ନାବାଳିକା ହକି ଖେଳାଳିଙ୍କୁ ତାଙ୍କ ନିଜ କୋଚ୍ ଅସଦାଚରଣ କରିଥିବା ଓ ବଳପୂର୍ବକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି। ପୀଡିତାଙ୍କ ପରିବାରର ଲିଖିତ ଅଭିଯୋଗ ପରେ ଯାଜପୁର ଟାଉନ ପୋଲିସ...

ନିଶା ଦ୍ରବ୍ୟ ଦେଇ ଛାତ୍ରୀଙ୍କୁ ଦୁଷ୍କର୍ମ – ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ।

ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଜଣେ ଛାତ୍ରୀଙ୍କୁ କୋଲ୍ଡଡ୍ରିଙ୍କ୍‌ସ୍‌ରେ ନିଶା ଦ୍ରବ୍ୟ ଦେଇ ଏକ ହୋଟେଲରେ ବଳ ପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗରେ ବନ୍ଧା ହେଲେ ଉଦିତ । ଏନେଇ ଛାତ୍ରୀ ଜଣକ...

ଭିଜିଲାନ୍ସ ଜାଲରେ DFO

ପୁଣି ଜଣେ ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନ୍‌ DFO ନିତ୍ୟାନନ୍ଦ ନାୟକ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଅନୁଗୁଳ, କେନ୍ଦୁଝର, ନୟାଗଡ଼ର ୭ଟି...

ଦିଲ୍ଲୀ ଏମ୍ସ ଗଲେ ବଳଙ୍ଗା ପୀଡ଼ିତା

ଦିଲ୍ଲୀ ଏମ୍ସ ଅଭିମୁଖେ ବାହାରିଲେ ବଳଙ୍ଗା ପୀଡ଼ିତା । ଭୁବନେଶ୍ବର ଏମ୍ସରୁ ଗ୍ରୀନ୍ କରିଡର ଭିତରେ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରକୁ ଅଣାଯାଇଛି । ଏହି ସମୟରେ ସହରର ଟ୍ରାଫିକ୍ ତଦାରଖ କରିଛନ୍ତି ଖୋଦ୍ ଟ୍ରାଫିକ୍ ଡିସିପି । ପୀଡ଼ିତାଙ୍କୁ ମାତ୍ର...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...