29.1 C
Bhubaneswar
Monday, April 21, 2025
-Advertisement-

ଜଗନ୍ନାଥ ହୋ … ଶ୍ରୀଜଗନ୍ନାଥ ଭଜନ ପ୍ରତିଯୋଗିତା ଅଡିସନ ରାଉଣ୍ଡ ଫଳ

ରାଜ୍ୟସ୍ତରୀୟ ଶ୍ରୀଜଗନ୍ନାଥ ଭଜନ ପ୍ରତିଯୋଗିତା-2023ର ଅଡିସନ ରାଉଣ୍ଡ ଫଳ ପ୍ରକାଶ ପାଇଛି । ତିନୋଟି ବର୍ଗରେ ଏହି ପ୍ରତିଯୋଗିତାରେ ରାଜ୍ୟର କୋଣ ଅନୁକୋଣରୁ ପ୍ରତିଯୋଗୀମାନେ ଭାଗ ନେଇଥିଲେ । ସମସ୍ତ ପ୍ରତିଯୋଗୀ ଅତି ସୁନ୍ଦର ଭାବେ ଶ୍ରୀଜଗନ୍ନାଥ ଭଜନ ଗାଇ...

ଶିକ୍ଷା ଓ ଗବେଷଣା କ୍ଷେତ୍ରକୁ ନେଇ ସୋଆ ଏବଂ ଆଇସିଏମ୍‌ଆର-ଆର୍‌ଏମ୍‌ଆର୍‌ସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ପାରସ୍ପରିକ ସହଯୋଗ ନିମନ୍ତେ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଇସିଏମ୍‌ଆର୍‌- ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟର (ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି) ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ଅନୁଯାୟୀ...

ଦୁଇଦିନ ପ୍ରବଳ ବର୍ଷିବ

ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ ବଙ୍ଗୋପସାଗରର ଉତ୍ତର ଓଡିଶା ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।...

ଭାରତର ଶ୍ରେଷ୍ଠ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ଦୁଇ ଗବେଷକ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଦୁଇ ଜଣ ବରିଷ୍ଠ ବୈଜ୍ଞାନିକଙ୍କୁ ୨୦୨୩ ନିମନ୍ତେ ସେମାନଙ୍କ ନିଜ ଗବେଷଣା କ୍ଷେତ୍ରରେ ଭାରତର ସର୍ବୋଚ୍ଚ ୧୦ ଜଣ ଗବେଷକଙ୍କ ମଧ୍ୟରେ ସ୍ଥାନ ମିଳିଛି । ପ୍ରଫେସର ପ୍ରଦୀପ୍ତ କିଶୋର ଦାଶ ଓ...

ଜୁନ୍ ୨୩ ପରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ

ଆରବ ସାଗରରେ ସୃଷ୍ଟି ହୋଇଥିବା ଭୀଷଣ ଘୂର୍ଣ୍ଣିଝଡର ‘ବିପର୍ଯ୍ୟୟ’ ଦୁର୍ବଳ ହୋଇଥିବା ବେଳେ ଉତର ପଶ୍ଚିମା ବାୟୁର ବେଗ ଏବଂ ଦିଗରେ ପରିବର୍ତନ ଯୋଗୁଁ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)...

ଭାରତୀୟ ସେନାରେ ଯୋଗ ଦେବେ ସୋଆ ଛାତ୍ର

ଭାରତୀୟ ସେନାରେ ଯୋଗ ଦେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ର ଶ୍ରୀ ଅଙ୍କିତ ରାଜ ବିଶ୍ୱାଳ । ନିକଟରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କମ୍ପ୍ୟୁଟର ସାଇନ୍‌ସ ବିଭାଗରୁ ଗ୍ରାଜୁଏସନ୍...

ରଥଯାତ୍ରାରେ କୋଉଠି ଗାଡି ପାର୍କିଂ କରିବେ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି । ରଥଯାତ୍ରା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସୁଅ ଛୁଟିବ । ଲକ୍ଷାଧିକ କାର୍, ବାଇକ୍ ପୁରୀ ସହରକୁ ପ୍ରବେଶ କରିବ । ସେଥିପାଇଁ ପୁରୀ ପୋଲିସ କେଉଁ ଗାଡି...

ମା ଆଖି ଆଗରେ ପୁଅକୁ ଟାଣି ନେଲା କୁମ୍ଭୀର

ଆଜି ପହିଲି ରଜ । ଗାଁ ଗାଁରେ ପିଠାପଣା, ରଜଦୋଳିକୁ ନେଇ ଉତ୍ସାହ । ଦଶ ବର୍ଷର ଶିଶୁ ଆଶୁତୋଷ ଆଚାର୍ଯ୍ୟ ବି ଖୁସିରେ ତା ମା ସହ ଗାଧେଇବାକୁ ଯାଇଥିଲା ନଦୀକୁ । ମା ଗାଧଉଥିବା ବେଳେ କିଛି...

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ରଜ ଭେଟି

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ରଜ ଭେଟି ଦେଇଛନ୍ତି । ମହଙ୍ଗା ଭତ୍ତା ଚାରି ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଁ 38 ପ୍ରତିଶତରୁ 42 ପ୍ରତିଶତରେ...

ସସ୍ମିତା ମହାନ୍ତି ଓ ଅଶ୍ବିନୀ ମହାନ୍ତି ସ୍ମାରକୀ ମେଧା ପୁରସ୍କାର ପ୍ରଦାନ

ଭୁବନେଶ୍ବର ନୂଆପଲ୍ଲୀ ସ୍ଥିତ ସୟଦ ମମତାଜ ଅଲ୍ଲୀ ହାଇସ୍କୁଲରେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରୀ ଦେବୀଶ୍ରୀ ମହନ୍ତଙ୍କୁ ସସ୍ମିତା ମହାନ୍ତି ସ୍ମାରକୀ ମେଧା ପୁରସ୍କାର ଏବଂ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ରାହୁଲ କୁମାର ମାର୍ଥାଙ୍କୁ...
- Advertisement -

Latest article

ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ

ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...

ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର...

ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...