25.2 C
Bhubaneswar
Sunday, July 26, 2026
-Advertisement-

ପିଲା ଚୋର ସନ୍ଦେହରେ ଯୁବତୀଙ୍କୁ ଆକ୍ରମଣ :୧୬ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ରାୟଗଡା: କଲ୍ୟାଣସିଂହପୁରରେ ଏକ ବର୍ବରତା ଘଟଣାର ଭିଡ଼ିଓ ସାମ୍ନାକୁ ଆସିଛି । ପିଲା ଚୋର ସନ୍ଦେହରେ ବାହାର ରାଜ୍ୟର ଯୁବତୀଙ୍କୁ ବିବସ୍ତ୍ର କରି ନିର୍ଯାତନା ଦିଆଯାଇଛି l ପୀଡିତାଙ୍କ ସମେତ ଅନ୍ୟ ଜଣେ ସାମାଜିକ କର୍ମୀଙ୍କୁ ମଧ୍ୟ ମାଡ ମାରିଛନ୍ତି...

ପ୍ରଧାନଶିକ୍ଷକ କରିପାରିଲେନି SIR କାମ, ନିଲମ୍ବିତ ଧମକ ପରେ ଆତ୍ମହତ୍ୟା

ବୌଦ୍ଧ: SIR କାମର ଚାପ ଜଣେ ଶିକ୍ଷକ ତଥା ବୁଥ୍ ଲେଭେଲ ଅଫିସର୍ (BLO)ଙ୍କ ଜୀବନ ନେଇଥିବା ଅଭିଯୋଗ ଆସିଛି। ଏଭଳି ଏକ ସଙ୍ଗୀନ ଅଭିଯୋଗ ଆସିଛି ବୌଦ୍ଧ ଜିଲ୍ଲାରୁ । ଅଭିଯୋଗ ଅନୁଯାୟୀ, ଗୋଛାପଡା ଗାଁର ସୟନ ସାହୁ...

ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ୱର: ପ୍ରଶାସନିକ ଦକ୍ଷତା ଏବଂ କ୍ଷମତା ନିର୍ମାଣକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଦୁଇ ଜଣ ବରିଷ୍ଠ IAS ଅଧିକାରୀଙ୍କ ପଦବୀରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛନ୍ତି। ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ବ ।...

ବର୍ଷା ପାଇଁ ଦୁଇ ପୁରୁଷଙ୍କ ମଧ୍ୟରେ ପଡ଼ିଲା ହାତଗଣ୍ଠି, ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ

ଯାଜପୁର: ବର୍ଷା ପାଇଁ ପୂର୍ବ ପରମ୍ପରା ଅନୁଯାଇ ଦୁଇ ପୁରୁଷଙ୍କ ମଧ୍ୟରେ ବାହାଘର କରି ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ lନିଆରା ପରମ୍ପରା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରେଇ ବ୍ଲକ ଗମ୍ଭାରୀଆ ଗାଁରେ। ସୁସଜ୍ଜିତ ଗାଡ଼ିରେ ବର ଆସିଲେ...

୧୨୮ ମେଡିକାଲ ଅଫିସରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀ ସରକାରୀ ସେବାରୁ ବହିଷ୍କୃତ...

ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ବିବାଦୀୟ ଆଇପିଏସ୍ ଅଫିସର ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବରିଷ୍ଠ ଆଇପିଏସ୍ ଅଫିସର ଦୟାଲ ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୌମ୍ୟ ମୃତ୍ୟୁ ମାମଲାରେ ଆଇପିଏସ୍ ଗଙ୍ଗଓ୍ଵାର ବିବାଦ ଘେରକୁ ଆସିଥିଲେ। ଗଙ୍ଗଓ୍ଵାର ତାଙ୍କ ପୁଅକୁ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ କରିଥିଲେ ସୌମ୍ୟଙ୍କ ମାଆ।ଏହି ହତ୍ୟା...

ଖୋର୍ଦ୍ଧା ଜିଲ୍ଲାରେ ଆଜିଠୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌, ପୁରୀରେ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି

ଭୁବନେଶ୍ୱର: ପ୍ରବଳ ଖରାଏବଂ ଅସହ୍ୟ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ, ପୁରୀରେ ଜୁନ୍ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।...

ପୁରୀରେ ୭୦୦ରୁ ଉର୍ଦ୍ଧ୍ବ ହୋଟେଲରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରାକୁ ସୁରୁଖୁରୁରେ ଆୟୋଜନ କରିବା ନେଇ ସବୁ ପ୍ରଶାସନିକ ଵିଭାଗ ପକ୍ଷରୁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଅଗ୍ନିଶମ ବିଭାଗ ଡିଜି ସୁଧାଂଶୁ ଷଡ଼ଙ୍ଗୀ ପୁରୀ ଆସି ରଥଯାତ୍ରା ନିମନ୍ତେ ଅଗ୍ନିଶମ ବିଭାଗର ସମସ୍ତ ପ୍ରସ୍ତୁତିକୁ ସମୀକ୍ଷା...

ରାଜ୍ୟର ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର: ରାଜ୍ୟର ଦୁର୍ଗମ, ଆଦିବାସୀ ଓ ଟେଲିକମ୍ ସେବାରୁ ବଞ୍ଚିତ ଅଞ୍ଚଳଗୁଡ଼ିକରେ ଡିଜିଟାଲ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଡିଜିଟାଲ ଭାରତ ନିଧି (ଡିବିଏନ୍) ଅନୁଦାନପ୍ରାପ୍ତ ୪ଜି ସାଚୁରେସନ ପ୍ରକଳ୍ପ ଅଧୀନରେ ରାଜ୍ୟର...

CMOରୁ ଫାଇଲ୍‌ ହଜିବା ଘଟଣାରେ ହୋଇପାରେ ନବୀନଙ୍କୁ ଜେରା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିବା ଘଟଣାରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେରା ହୋଇପାରନ୍ତି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଗୃହ ବିଭାଗର...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com