33.8 C
Bhubaneswar
Monday, August 3, 2026
-Advertisement-

ଶ୍ରୀରାମ ସୁନ୍ଦରକାଣ୍ଡ ସତସଙ୍ଗ

ପୁରୀ ଶାରଦା ଦେବୀ ରୋଡ଼ ସ୍ଥିତ ଶାରଦା ଗାର୍ଡେନ ପରିସରରେ ଶ୍ରୀରାମ ସୁନ୍ଦରକାଣ୍ଡ ସତସଙ୍ଗ ପରିବାର ତରଫରୁ ୧୩ ତମ ବାର୍ଷିକ ଉତ୍ସବ ସହିତ ମହାବିଶୁବ ସଂକ୍ରାନ୍ତି ପରମ୍ପରା ଅନୁଯାୟୀ ପାଳନ କରାଯାଇଛି |ଏହି ପବିତ୍ର ପଣା...

4 ଜିଲ୍ଲାରେ ଭୂକମ୍ପ ଝଟକା

ଚାରି ଜିଲ୍ଲାରେ ମୃଦୁ ଭୂକମ୍ପ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଦିନ ପ୍ରାୟ 11ଟା 19 ମିନିଟରେ ଗଞ୍ଜାମ, ନୟାଗଡ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଥିଲା ।...

ଏଥର ସ୍ୱାଭାବିକ ମୌସୁମୀ

ଏଥର ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା । ସ୍ୱାଭାବିକ ମୌସୁମୀ ନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି । ଜୁନରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିବ । ଲଙ୍ଗ୍ ପିରିୟଡ ଆଭରେଜ୍‌ର ୯୬ ପ୍ରତିଶତ ବର୍ଷା...

ଜଳିଲା ୫ ଜୁଇ

କଟକ କାଳିଆବୋଦା ଶ୍ମଶାନରେ ଜଳିଛି ଗୋଟିଏ ପରିବାରର ୫ଟି ଜୁଇ । ଗତକାଲି ସଇତାନ ସାନଭାଇ କ୍ରୋଧରେ ପ୍ରାଣ ହରାଇଥିଲେ ବଡ ଭାଇର ପରିବାର । ଜମିଜମା କଳହକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଥିଲା...

କାଲି ୯ ଜିଲ୍ଲାରେ ଝଡବର୍ଷା ସମ୍ଭାବନା

ବଜ୍ରପାତ ସହ ଝଡବର୍ଷା ନେଇ କାଲି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର , ନୂଆପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଚ ଜିଲ୍ଲାକୁ ସତର୍କ ସୂଚନା । ୟେଲୋ ୱାର୍ଣ୍ଣିଂ...

ଶାନ୍ତି ନଫେରିବା ଯାଏ ୧୪୪ ଧାରା ଜାରି ରହିବ

କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ । ଯୋଡାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଘଟଣା ପରେ କାଲି ରାତି ୧୨ଟାରୁ ଜିଲ୍ଲାର ସମସ୍ତ ଇଣ୍ଟରନେଟ ସେବା ବନ୍ଦ ରହିଛି । ସମଗ୍ର କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି ।...

ମହାନଗରର ଡେପୁଟୀ ମେୟର ହେଲେ ମଂଜୁଲତା

ମହାନଗର ନିଗମ ଭୁବନେଶ୍ବରର ଡେପୁଟୀ ମେୟର ହେଲେ ମଂଜୁଲତା କହଁର । ବିଜେଡି ପ୍ରାର୍ଥୀ ଭାବେ 22 ନମ୍ବର ଓ୍ବାର୍ଡର ବିଜେଡି କର୍ପୋରେଟର ମଂଜୁଲତା ନାମାଙ୍କନ ଦାଖଲ କରିଛନ୍ତି । ମୋଟ 67 କର୍ପୋରେଟରଙ୍କ ମଧ୍ୟରୁ ବିଜେଡିର 48, ବିଜେପିର...

ସାମ୍ବାଦିକଙ୍କୁ ବେଡି : ବଦଳିଲେ ଆଇଆଇସି

ମହଙ୍ଗା ପଡିଲା ସାମ୍ବାଦିକଙ୍କ ଗୋଡରେ ପେଡି ବାନ୍ଧିବା । ନୀଳଗିରିର ସାମ୍ବାଦିକ ଆଲୋକଙ୍କ ଗୋଡରେ ବେଡି ପକାଯିବା ଘଟଣା । ନୀଳଗିରି ଥାନା ଆଇଆଇସି ଦ୍ରୌପଦୀ ଦାସଙ୍କୁ ବଦଳି । ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ...

ଲେମ୍ବୁ ଗୋଟାକ ୧୦ ଟଙ୍କା!

ସାଧାରଣତଃ ଖରାଦିନେ ଲେମ୍ବୁର ଚାହିଦା ଅଧିକ ଥାଏ । କିନ୍ତୁ ଏବେ ଲେମ୍ବୁର ଦାମ୍ ଶୁଣିଲେ ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିବ । କଟକ ଛତ୍ର ବଜାର ପରିବା ହାଟରେ ଗୋଟିଏ ଲେମ୍ବୁର ଦାମ ରହିଛି ୧୦ ଟଙ୍କା । ଲେମ୍ବୁର...

ଜଣେ ବିଧାୟକ ପିସିସି ସଭାପତି ହୁଅନ୍ତୁ

ଜଣେ ବିଧାୟକ ପିସିସି ସଭାପତି ହୁଅନ୍ତୁ । ନିରଞ୍ଜନ ପଟ୍ଟନାୟକଙ୍କୁ ପିସିସି ସଭାପତି ପଦରୁ କାଢି ନୂଆ ସଭାପତି ନିଯୁକ୍ତି କରିବାକୁ ଦାବି କରିଛନ୍ତି ବିଧାୟକ ତାରା ପ୍ରସାଦ ବାହିନୀପତି । ଏହା ହେଲେ ଦଳ ଓ ସଙ୍ଗଠନ ସୁଦୃଢ...
- Advertisement -

Latest article

ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ...

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ...

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା...