ଶର୍ମିଷ୍ଠାଙ୍କୁ ଫେରାର କରାଇଥିଲେ ନିରଞ୍ଜନ
କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଆଜି ଅଭିଯୁକ୍ତଙ୍କ ରିମାଣ୍ଡ ସରୁଥିବା ବେଳେ କ୍ରାଇମବ୍ରାଞ୍ଚ ତନାଘନା ଜାରି ରହିଛି । ରିମାଣ୍ଡର ଶେଷ ଦିନରେ ସୂଚନା ଓ ଲୋକସଂପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ତଦନ୍ତକାରୀ ଅଧିକାରୀଙ୍କ ଆଗରେ...
ସୁମିତ-ତପସ୍ୱିନୀଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଡାକ୍ତର ସୁମିତ ଓ ତପସ୍ୱିନୀ ବିବାଦ ମାମଲା । ହାଇକୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ଲାଗି ପତିପତ୍ନୀଙ୍କୁ ନିର୍ଦ୍ଦେଶ । ଆସନ୍ତା ୯ ତାରିଖରେ ହାଜର ହେବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୁମିତ...
ଆଜି ବି ବଢିଛି ତେଲ ଦର , କେଉଁଠି କେତେ?
ଲଗାତାର ଭାବରେ ବଢି ଚାଲିଛି ପେଟ୍ରୋଲ , ଡିଜେଲ ଦର । ଦେଶରେ ଆଜି ପେଟ୍ରୋଲ , ଡିଜେଲ ଦର ଲିଟର ପିଛା ୮୫ ପଇସା ଲେଖାଏଁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୬...
1.10 ଲକ୍ଷ କୋଟି ଟଙ୍କାର ବଜେଟ ଆଗତ କଲେ ଅର୍ଥମନ୍ତ୍ରୀ
2022-23 ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର 9 ରୁ ସାଢେ 9 ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଜାତୀୟ ଅଭିବୃଦ୍ଧି ହାର 7.8 ପ୍ରତିଶତ ରହିବ ବୋଲି ଆକଳନ କରାଯାଇଥିବା ବେଳେ ରାଜ୍ୟ ଅଭିବୃଦ୍ଧି ହାର...
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବଢିଲା
କେନ୍ଦ୍ରୀୟ କର୍ମଚାରୀଙ୍କ ୩ ପ୍ରତିଶତ ଡିଏ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରୀ । ପେନସନଭୋଗୀଙ୍କ ଡିଆର ମଧ୍ୟ ୩ ପ୍ରତିଶତ ବୃଦ୍ଧି କଲେ ସରକାର । ବର୍ଦ୍ଧିତ ୩ ପ୍ରତିଶତ ଡିଏ ଅତିରିକ୍ତ ଇନଷ୍ଟାଲମେଣ୍ଟରେ ଦେବାକୁ ନିର୍ଦ୍ଦେଶ । ୨୦୨୨ ଜାନୁଆରୀ...
କିଟ୍ ନଲେଜ ଟ୍ରି ବକ୍ତୃତାମାଳା
ଭୁବନେଶ୍ୱର,୨୯। ୩: ଶ୍ରଦ୍ଧା, ଏକାଗ୍ରତା ଓ ସେବା ପ୍ରକୃତ ଶାନ୍ତି ପ୍ରଦାନ କରିଥାଏ ବୋଲି ନିୟୁୟର୍କସ୍ଥିତ ବେଦାନ୍ତ ସୋସାଇଟିର ମୁଖ୍ୟ ତଥା ଅଧ୍ୟାତ୍ମ୍ୟ ଗୁରୁ ସ୍ୱାମୀ ସର୍ବପ୍ରିୟାନନ୍ଦ ପ୍ରକାଶ କରିଛନ୍ତି। କିଟ୍ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଅନୁଷ୍ଠିତ କିଟ୍ ନଲେଜ ଟ୍ରି...
ଆସିଲା ମାନସଙ୍କ ପୋଷ୍ଟମର୍ଟମ ରିପୋର୍ଟ
ଆସିଲା କ୍ୟାମେରାମ୍ୟାନ ମାନସ ସ୍ୱାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟ । ମାନସଙ୍କୁ ଲମ୍ବା ସମୟ ଧରି ଭୋକିଲା ରଖାଯାଇଥିଲା । ଶାରୀରିକ ନିର୍ଯ୍ୟାତନା ଦିଆଯାଇଥିଲା । ଲୁହା ରଡରେ ମାଡ ମରାଯାଇଥିଲା । ମାନସଙ୍କ ତିନିଟି ପିଞ୍ଜରା ହାଡ ଭାଙ୍ଗିଯାଇଥିବା ପୋଷ୍ଟମର୍ଟମ...
୪ଦିନ ମୁଣ୍ଡଫଟା ଖରା!
ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪ଦିନ ଲାଗି ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ୩୧ ଯାଏଁ ମୟୂରଭଞ୍ଜ ,...
ପାରା ଆଥଲେଟିକରେ ଓଡିଆ ଝିଅ ପାଇଲେ ସ୍ବର୍ଣ୍ଣ
ଜାତୀୟ ପାରା ଆଥଲେଟିକରେ ଓଡିଆ ଝିଅକୁ ସ୍ବର୍ଣ୍ଣ ପଦକ । ଟି – 47 ବର୍ଗର ଶହେ ମିଟର ଦୌଡରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଜୟନ୍ତୀ ବେହେରା । ଭୁବନେଶ୍ବର କଳିଙ୍ଗ ଷ୍ଟାଡିଅମରେ ଚାଲିଥିବା ଜାତୀୟ ପାରା ଆଥଲେଟିକରେ ସ୍ବର୍ଣ୍ଣ...
ଆଠଦିନରେ ବଢିଲାଣି ସାତଥର ପେଟ୍ରୋଲ ଦର
ଗତ ଆଠଦିନ ଭିତରେ ସାତଥର ବଢିଲାଣି ତୈଳଦର । ଆଜି ସପ୍ତମ ଥର ପାଇଁ ତୈଳଦର ବୃଦ୍ଧି ଯୋଗୁ ଓଡିଶାରେ ପେଟ୍ରୋଲ ଲିଟର ପିଚ୍ଛା 107 ଟଙ୍କା ଡେଇଁଛି । ଆଜି ପେଟ୍ରୋଲ ଲିଟର ପିଚ୍ଛା 76 ପଇସା ଓ...



















