22.1 C
Bhubaneswar
Saturday, November 14, 2026
-Advertisement-

ଜଣେ ମାନସିକ ରୋଗଗ୍ରସ୍ତ ପୋଲିସଙ୍କୁ ବନ୍ଧୁକ କିଏ ଦେଇଥିଲା ?

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଜଣେ ପୋଲିସ ଅଧିକାରୀ ଗୁଳି କରି ହତ୍ୟା କରିବା ଘଟଣାକୁ ନେଇ ସବୁଠୁ ବଡ ପ୍ରଶ୍ନ I ପୋଲିସ ଅଧିକାରୀ ଗୋପାଳ ଦାସ ଜଣେ ମାନସିକ ରୋଗୀ ଥିଲେ ବୋଲି ତାଙ୍କ ସ୍ତ୍ରୀ ଗଣମାଧ୍ୟମକୁ ପ୍ରତିକ୍ରିୟା...

ହୁସେନ ରବିଗାନ୍ଧୀଙ୍କ ପରଲୋକ

ବିଶିଷ୍ଟ ରାଜନୀତିଜ୍ଞ ତଥା ସୁସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ । ଆଜି କଟକ ବଡ ଡାକ୍ତରଖାନାରେ ତାଙ୍କର ପରଲୋକ ଘଟିଛି । ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ 75 ବର୍ଷ...

ସେଣ୍ଟ ଜାଭିଅର ପ୍ଲେ ସ୍କୁଲରେ ସରସ୍ବତୀ ପୂଜା

ଭୁବନେଶ୍ୱର ଉପକଣ୍ଠ ଲିଂଗିପୁର ସ୍ଥିତ ଇନ୍ଦିରା କଲୋନୀ ସେଣ୍ଟ ଜାଭିଅର ପ୍ଲେ ସ୍କୁଲରେ ବିଦ୍ୟାଦାତ୍ରୀ ସରସ୍ବତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି I ମନ୍ତ୍ରପାଠ, ଧୂପଦୀପ ଓ ହୋମଯଜ୍ଞ ଭିତରେ କୁନି କୁନି ଶିଶୁମାନେ ବିଦ୍ୟାଦାତ୍ରୀଙ୍କ ପୂଜା କରିବା ସହ ପୁଷ୍ପାଞ୍ଜଳି...

କିସ୍‌ରେ ମହାଅଭିଭାବକ ସମ୍ମିଳନୀ

ଭୁବନେଶ୍ୱର, ୨୨ ।୧: ଚଳିତବର୍ଷ କିସ୍ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡି଼ଶାର ୩୦ଜିଲ୍ଲାରୁ ୬୦ହଜାର ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ଓ ୩୦ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ କିସରେ ୧ଲକ୍ଷ ଜନସମାଗମ...

ସମ୍ ହସ୍ପିଟାଲ୍ ଦ୍ୱିତୀୟ କ୍ୟାମ୍ପସ୍ : ଏନ୍‌ଜିଟିଙ୍କ ରହିତାଦେଶ ଉପରେ ହାଇକୋର୍ଟଙ୍କ ରୋକ

ଭୁବନେଶ୍ୱର ଉପକଣ୍ଠ ଫୁଲନଖରାଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ୟାମ୍ପସ-୨ ନିର୍ମାଣ ପ୍ରସଙ୍ଗରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍‌ଜିଟି) ଡିସେମ୍ବର ୧୨, ୨୦୨୨ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ଉପରେ ପରବର୍ତୀ ଶୁଣାଣି ପର୍ଯ୍ୟନ୍ତ ଓଡ଼ିଶା...

ଓକିଲ ବନିବେ ଅର୍ଚ୍ଚନା ନାଗ

ଓକିଲ ହେବେ ଅର୍ଚ୍ଚନା ନାଗ । ନିଜ କେସ୍ ନିଜେ ଲଢିବେ । ଏବେ ଏଭଳି କିଛି ଚର୍ଚ୍ଚା ଚାଲିଛି । ଇଣ୍ଟିଗ୍ରେଟେଡ ଲ ପରୀକ୍ଷା ଦେବେ ଅର୍ଚ୍ଚନା । ଏନେଇ କୋର୍ଟ ଜେଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।...

ଆଜିଠୁ ଦୁଇ ଦିନ ବର୍ଷା

ଆଜିଠୁ ଦୁଇ ଦିନ ବର୍ଷା, କମିବ ଶୀତ । ପଶ୍ଚିମା ଛଡ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ,...

୨୪ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସହର ବାହାରେ ସ୍ଥାନାନ୍ତର ହୋଇଥିବାରୁ ଏହାକୁ ବିରୋଧ କରାଯାଉଛି । ପୁରୁଣା ଚିକିତ୍ସାଳୟକୁ ସିଟି ହସ୍ପିଟାଲରେ ପରିଣତ କରିବାକୁ ଦାବି ହୋଇଛି । ବନ୍ଦକୁ ସହରବାସୀ ଓ ସ୍ଥାନୀୟ ଲୋକ ସମର୍ଥନ ଜଣାଇଛନ୍ତି । ବିଭିନ୍ନ...

ଚିଠିରୁ ମିଳିବ କି ରାଜଶ୍ରୀଙ୍କ ମୃତ୍ୟୁର ସୁରାଗ୍

ମହିଳା କ୍ରିକେଟିୟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । ତାଙ୍କ ସ୍କୁଟି ଡିକିରୁ ଏକ ହାତ ଲେଖା ଚିଠି ମିଳିବା ପରେ ତଦନ୍ତର ଦିଗ ଓସିଏ ଆଡକୁ ଅଙ୍ଗୁଳି ଦେଖାଇଛି । ତେବେ ମିଳିଥିବା ଚିଠି...

ଶ୍ରୀମନ୍ଦିର ସାମ୍ନା ଦେଇ ଯିବା ମନା

ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ରାସ୍ତା ବନ୍ଦ । ପରିକ୍ରମା ପ୍ରକଳ୍ପ ଲାଗି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରୁ ସିଂହଦ୍ୱାର ପର୍ଯ୍ୟନ୍ତ ରାସ୍ତା ବନ୍ଦ କରାଯାଇଛି । ଫଳରେ ସ୍ଥାନୀୟ ବାସିନ୍ଦା ଏବଂ ଯାତ୍ରୀମାନେ ଯାତାୟତର ଅସୁବିଧା ସମ୍ମୁଖୀନ ହେଉଛନ୍ତି...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...