27.3 C
Bhubaneswar
Sunday, July 26, 2026
-Advertisement-

ମହିଳା ସରପଞ୍ଚଙ୍କୁ ଅତ୍ୟାଚାର ପ୍ରସଙ୍ଗରେ ସରକାରଙ୍କୁ କଡା ସମାଲୋଚନା କଲେ ନବୀନ

ଭୁବନେଶ୍ୱର:କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ମହିଳା ସରପଞ୍ଚଙ୍କୁ ସରକାରୀ କାର୍ଯ୍ୟାଳୟ ଭିତରେ ଦୁର୍ବ୍ୟବହାର କରାଯିବା ଘଟଣାକୁ ନେଇ ସେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ । ଏହାସହ ମହିଳାମାନଙ୍କ ସ୍ୱର ଚାପିବା ପାଇଁ ଶାସକ ଦଳ ହୀନ...

ରଜ ସଜବାଜରେ କିଣାକିଣିକୁ ନେଇ କଳି ସ୍ତ୍ରୀକୁ ହାଣିଲା ସ୍ବାମୀ

ଭୁବନେଶ୍ୱର:ରଜରେ କିଣାକିଣିକୁ ନେଇ କଳି ନେଲା ଉଗ୍ର ରୂପ। ମଞ୍ଚେଶ୍ବରରେ ନିଶାସକ୍ତ ଅବସ୍ଥାରେ କଟୁରୀରେ ସ୍ତ୍ରୀ କୁ ସ୍ବାମୀର ଆକ୍ରମଣ। ଆକ୍ରମଣରେ ଗୁରୁତର ମହିଳା କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି lସୂଚନା ଅନୁଯାୟୀ ରଜ ପର୍ବ ପାଇଁ ନୂଆ ପୋଷାକ...

ରଜ ପାଇଁ ସାରା ଓଡ଼ିଶା ଉତ୍ସବମୁଖର

ଭୁବନେଶ୍ୱର : ଆଜି ଓଡ଼ିଶାର ଗଣପର୍ବ ‘ରଜ’। ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ। ପ୍ରଥମ ଦିନ ଅର୍ଥାତ୍ ‘ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର। ରଜ ପର୍ବ ହେଉଛି ଧରଣୀ ମା’ଙ୍କ ଉର୍ବରତା ଏବଂ ନବଯୌବନର ପ୍ରତୀକ।...

ଭଡା ଘର ପାଇଁ ଲାଗୁ ହେବ ନୂଆ ନିୟମ “ଓଡ଼ିଶା ଅର୍ବାନ୍ ରେଣ୍ଟ କଣ୍ଟ୍ରୋଲ୍ ଆକ୍ଟ-୨୦୨୬”

ଭୁବନେଶ୍ୱର:ଘର ଭଡ଼ା ବ୍ୟବସ୍ଥାରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ। ବଦଳିବ ୫୯ ବର୍ଷର ପୁରୁଣା ଆଇନ । ଏଣିକି ଖାଲି କଥାବାର୍ତ୍ତା କରି, ଆଗୁଆ ଟଙ୍କା ଦେଇ କିମ୍ବା ନେଇ, ଆପଣ ଦେଇପାରିବେନି କିମ୍ବା ନେଇପାରିବେନି ଘରଭଡା । ଓଡ଼ିଶାର...

ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ ଏଏସଆଇ

ଅନୁଗୁଳ:ଛେଣ୍ଡିପଦା ଜରପଡା ଥାନା ରେ କାର୍ଯ୍ୟରତ ASI ସୀତା ନାୟକ ଏକ ମାମଲାର ଚୂଡାନ୍ତ ରିପୋର୍ଟ ଦେବାପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ୮...

ତିଖିରି ସରପଞ୍ଚ ଚାମେଲି ଓଝା ଗଲେ ଜେଲ୍

ଭୁବନେଶ୍ୱର:କାର୍ଯ୍ୟରତ ପୋଲିସକୁ ଆକ୍ରମଣ ଘଟଣାରେ ମହାକାଳପଡ଼ା ଥାନା ପୋଲିସ ଚାମେଲିଙ୍କୁ ଗିରଫ କରିବା ପରେ ଜଗତସିଂହପୁର ଏସଡିଜେଏମ୍ କୋର୍ଟରେ ହାଜର କରିଛି । ଏହା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସରପଞ୍ଚ ଚାମେଲି ଓଝାଙ୍କ...

ଡିଜି ପଦବୀ ପାଇଁ ୩୩ ଆଇପିଏସ୍ ଚୟନ : ସ୍ଥାନପାଇଲେ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ମିଳିଛି ବଡ଼ ସଫଳତା। ନିର୍ଦ୍ଦେଶକ ଜେନେରାଲ (DG) ବା ସମକକ୍ଷ ପଦବୀ ପାଇଁ ଦେଶର ୩୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ନାମ ମନୋନୀତ...

ଉଦଘାଟିତ ହେଲା ଏକାମ୍ର କାନନ ରାସ୍ତା: ସିଆରପିରୁ ଇନଫୋସିଟି ଲାଗିବ ୧୫ ମିନିଟ୍

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଦୁଇବର୍ଷ ପୂର୍ତ୍ତି ଅବସରରେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପାଇଁ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ୱରର ଭିଡ଼ ନିୟନ୍ତ୍ରଣ ଓ ଗମନାଗମନର ବିକାଶ ପାଇଁ ୧୦୮.୨୪ କୋଟି ଟଙ୍କା ବ୍ୟୟରେ...

ଆଖି ବୁଜିଲେ ଏମଭି କନେଷ୍ଟବଳ ଆଶୁତୋଷ ;ସିବିଆଇ ତଦନ୍ତ ପାଇଁ ଦାବି କଲେ ପରିବାର ଲୋକ

ବ୍ରହ୍ମପୁର:ଦୀର୍ଘ ୧ ସପ୍ତାହ ଧରି ସଂଗ୍ରାମ କରିବା ପରେ ଶେଷରେ ଆଖି ବୁଜିଛନ୍ତି ଏମଭି କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ l ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା। ଚିକିତ୍ସା ପାଇଁ ବ୍ରହ୍ମପୁରରୁ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଥିଲା। ଏମ୍ସର...

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର:ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଉତ୍ତର ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିଥିବାବେଳେ ଆଗାମୀ କିଛି ଦିନ ମଧ୍ୟରେ ଏହା ସମଗ୍ର ରାଜ୍ୟକୁ ସ୍ପର୍ଶ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ସହିତ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com