ଓଡ଼ିଶାରେ ୪,୫୭୩ କୋଟି ଟଙ୍କାର ନିବେଶକୁ ଅନୁମୋଦନ, ...
ଭୁବନେଶ୍ୱର: ସମୃଦ୍ଧ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ହାସଲ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟାରାନ୍ସ ଅଥରିଟି ବୈଠକରେ ମୋଟ...
ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ (ଆର୍.ଆଇ.) ଅନୀତା ଜେନାଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ସେ ଜଣେ ଆବେଦନକାରୀଙ୍କ ପୈତୃକ ଜମିର ସୀମା ନିର୍ଦ୍ଧାରଣ (ଡିମାର୍କେସନ) ରିପୋର୍ଟ ପ୍ରଦାନ କରିବା ପାଇଁ...
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ଗସ୍ତ କରିବା ସହ ଗଞ୍ଜାମ ଜିଲ୍ଲାର ତପ୍ତପାଣି ମଧ୍ୟ ଯିବେ...
୧୪୫୮ ବିଦ୍ୟାଳୟ ଚାଲୁଛି ଜଣେ ଲେଖାଏଁ ଶିକ୍ଷକରେ
ଭୁବନେଶ୍ୱର: ରାଜ୍ୟରେ ମାତ୍ର ଜଣେ ଲେଖାଏଁ ଶିକ୍ଷକରେ ଚାଲିଛି ୧୪୫୮ ସରକାରୀ ବିଦ୍ୟାଳୟ । ସେହି ବିଦ୍ୟାଳୟ ମାନଙ୍କରେ ୬୦ ହଜାରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ରହିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ୟୁଡିଆଇଏସ୍ଇ ପ୍ଲସ୍ (UDISE Plus) ରିପୋର୍ଟରେ ଏହା...
ସଂଶୋଧିତ ଇଂରାଜୀ ବନାନର ତ୍ଵରିତ କାର୍ଯ୍ୟକାରୀ ପାଇଁ ରାଜସ୍ୱ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ...
ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ସମର୍ଥନ
ଭୁବନେଶ୍ୱର: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସୋନମ ୱାଙ୍ଗଚୁକଙ୍କ ଅନଶନକୁ ଓଡ଼ିଶାରୁ ମିଳିଲା ସମର୍ଥନ । ଦିଲ୍ଲୀର ଯନ୍ତରମନ୍ତରରେ ସମାଜ ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଭୁବନେଶ୍ୱରରେ ମଧ୍ୟ ବିଭିନ୍ନ ସଂଗଠନ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଭୁବନେଶ୍ୱରର...
ବଦଳି ଆଦେଶ ଅମାନ୍ୟ କଲେ ବନ୍ଦ ହେବ ଦରମା
ଭୁବନେଶ୍ୱର: ବଦଳି ଆଦେଶକୁ ଅଣଦେଖା କରି ନୂଆ କାର୍ଯ୍ୟସ୍ଥଳରେ ଯୋଗ ନଦେଉଥିବା ଅଧିକାରୀଙ୍କୁ ଶେଷ ଚେତାବନୀ ଦିଆଯାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନଦେଲେ ଆସନ୍ତାକାଲିଠାରୁ ସେମାନଙ୍କ ଦରମା ବନ୍ଦ କରାଯିବ ବୋଲି ସ୍ପଷ୍ଟ କରିଛି ରାଜ୍ୟ ଅର୍ଥ...
ମନ୍ତ୍ରୀଙ୍କ ବିରୋଧରେ ମିଥ୍ୟା ପ୍ରଚାର ଅଭିଯୋଗରେ ଫସିଲେ ଫୋକସ୍ ପ୍ଲସ୍ ଟିଭିର ମୁଖ୍ୟ
ଭୁବନେଶ୍ୱର: ମିଥ୍ୟା ପ୍ରଚାର ଅଭିଯୋଗରେ କ୍ୟାପିଟାଲ୍ ଥାନା ପୋଲିସ, ବରମୁଣ୍ଡାରେ ଥିବା ଫୋକସ୍ ପ୍ଲସ୍ ଅଫିସରେ ଚଢ଼ଉ କରିବା ସହ ଅଫିସ କୁ ସିଲ୍ କରିଛି। ମିଳିଥିବା ଖବର ଅନୁଯାୟୀ, ଗତ ୧୨ ତାରିଖରେ ଏକ ସଙ୍ଗଠନ ପକ୍ଷରୁ ବାପୁଜୀନଗରରେ...
ବିଜେପିରେ ମିଶିବା ଖବର ଗୁଜବ ବୋଲି କହିଲେ ବିକ୍ରମ ଆରୁଖ
ଭୁବନେଶ୍ୱର: ଗତ କିଛଦିନ ଧରି ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ରବିବାର ସନ୍ଧ୍ୟାରେ ଏହାକୁ ଗୁଜବ ଓ ମିଛ ଖବର ବୋଲି...
ବିଜେପିରୁ ଇସ୍ତଫା ଦେଲେ ଚାମେଲି ଓଝା
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ତିଖିରିର ଚର୍ଚ୍ଚିତ ସରପଞ୍ଚ ଚାମେଲି ଓଝା ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜଧାନୀର ଲୋୟର ପିଏମଜିଠାରେ ଚାଲିଥିବା ଧାରଣାସ୍ଥଳରୁ ସେ ଏହି ଘୋଷଣା କରିଛନ୍ତି। ଦଳ ତାଙ୍କ ପ୍ରତି ଅନ୍ୟାୟ କରିଥିବା ସେ...


















