27.1 C
Bhubaneswar
Saturday, November 14, 2026
-Advertisement-

କୋର୍ଟରେ ଜଜ୍‌ଙ୍କ ସାମ୍ନାରେ ବିଷ ପିଇଲେ ମହିଳା

ଜଜ୍‌ଙ୍କ ଆଗରେ ବିଷ ପିଇଲେ ମହିଳା । ବାଲେଶ୍ୱର କୋର୍ଟରେ ଜଣେ ମହିଳା ଜଜ୍ ଙ୍କ ଆଖି ଆଗରେ ବିଷ ପିଇଦେଇଛନ୍ତି । ତାଙ୍କ ନାଁ ରାଜଶ୍ରୀ ବାରିକ୍ । ସ୍ୱାମୀଙ୍କ ସହିତ ତାଙ୍କର ସମ୍ପର୍କ ଭଲ ନଥିବାରୁ ସେ...

ବିଜେଡି କୃଷକ ମୋର୍ଚାର ସଭାପତି ଗିରଫ

ଯନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଗିରଫ ହେଲେ ବୌଦ୍ଧ ଜିଲା ବିଜେଡି କୃଷକ ମୋର୍ଚାର ସଭାପତି ଶାନ୍ତନୁ ଥାଟି । ବରଗୋଛାରୁ ପୋଲିସ ତାଙ୍କୁ ଗିରଫ କରିଛି । ଗତ କିଛିଦିନ ତଳେ କଣ୍ଟାମାଳ ବ୍ଲକର ଯନ୍ତ୍ରୀ ସ୍ମୃତିରଞ୍ଜନ...

ଆଜି ଶେଷକୃତ୍ୟ

ରାଷ୍ଟ୍ରିୟ ସମ୍ମାନ ସହ ରଜତ କରଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ହେବ । ଗତକାଲି ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ରଜତ କରଙ୍କ ହୃଦଘାତରେ ପରଲୋକ ଘଟିଥିଲା । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ...

ରାଗିଗଲେ ମେୟର

କଟକ ବଡ ମେଡିକାଲର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ମେୟର ସୁବାଷ ସିଂ । ଆଜି କଟକ ବଡ ମେଡିକାଲର ବିଭିନ୍ନ ୱାର୍ଡ ବୁଲି ଦେଖିଥିଲେ ମେୟର । ରୋଗୀ ମୃତ୍ୟୁ ପରେ ଏହାର ଦାୟିତ୍ୱରେ ଥିବା ଅଧିକାରୀଙ୍କ...

୧୦ ଓ ୧୧ରେ ବର୍ଷା

ସୃଷ୍ଟି ହେଲା ବାତ୍ୟା ଆସାନି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ବାତ୍ୟାର ରୂପ ନେଇଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ଗତି...

ସିଲିଣ୍ଡର ହଜାରେ ପାର

ପୁଣି ବଢିଲା ଏଲପିଜି ଗ୍ୟାସ ସିଲିଣ୍ଡର ଦର । ଏଲପିଜି ଘରୋଇ ଗ୍ୟାସ ସିଲିଣ୍ଡର ଦରରେ ୫୦ ଟଙ୍କା ବୃଦ୍ଧି । ଭୁବନେଶ୍ୱରରେ ଘରୋଇ ଗ୍ୟାସ ସିଲିଣ୍ଡର ପିଛା ଦେବାକୁ ପଡିବ ୧୦୨୬ ଟଙ୍କା । ବାରମ୍ବାର ଦର ବଢୁଥିବାରୁ...

ଆସନ୍ତାକାଲିଠୁ ବଢିବ ପବନର ବେଗ!

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢିବ । କାଲି ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କିଲୋମିଟର ପର୍ଯ୍ୟନ୍ତ...

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ଆଇନଶୃଙ୍ଖଳା ରକ୍ଷା ଲାଗି...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଦକ୍ଷିଣ ଆଣ୍ଡାମାନସାଗର ଏବଂ ତାହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁ ମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୬ ତାରିଖ...

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ଟି ନୂଆ କୋର୍ଟ

ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା କରିବାକୁ ସ୍ଥିର କରିଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ବୈଠକରେ ଅଦାଲତ ପ୍ରତିଷ୍ଠା ପ୍ରସ୍ତାବକୁ ମଂଜୁରୀ ମିଳିଛି । ଉଚ୍ଚ...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...