25.7 C
Bhubaneswar
Sunday, July 26, 2026
-Advertisement-

ଅଟକିଲା ବସ୍ ଧର୍ମଘଟ; ଯାତ୍ରୀଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର: ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଆସନ୍ତା ଜୁନ୍ ୧୦ରୁ ହେବାକୁ ଥିବା ଘରୋଇ ବସ୍ ଧର୍ମଘଟକୁ ସାମୟିକ ଭାବେ ସ୍ଥଗିତ ରଖିଛି । ପରିବହନ କମିଶନର ଅମିତାଭ ଠାକୁରଙ୍କ ସହ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି...

NOC ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର ଆସିଷ୍ଟାଣ୍ଟ

ଭଦ୍ରକ: ଘରୋଇ ସ୍କୁଲକୁ NOC ପ୍ରଦାନ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନା...

ରାଜ୍ୟସଭା ଉପନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର:ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ନିକଟରେ ସେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ ପରବର୍ତ୍ତୀ ସମୟରେ ବିଜେଡି ଛାଡ଼ି...

ସରକାରୀ ଅଫିସରେ ଭଡ଼ା ପାଇଁ ଇଭି ଗାଡ଼ି ବାଧ୍ୟତାମୂଳକ: ଭଡ଼ା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମସ୍ତ ସରକାରୀ ଅଫିସରେ ଇଭି ଗାଡ଼ି ଭଡ଼ାରେ ନେଇ ବ୍ୟବହାର କରିବା ବାଧ୍ୟତାମୂଳକ ହୋଇଛି। ବ୍ଲକ ଓ ତହସିଲଠୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ବ୍ୟବହାର ପାଇଁ ମାସିକ ଗାଡ଼ିଭଡ଼ା ଧାର୍ଯ୍ୟ ହୋଇଛି। ଗୁରୁବାର...

ଓଡିଶା ସରକାରକୁ ପୂରିଲା ୨ ବର୍ଷ: ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ଦୁଇ ବର୍ଷ ପୂର୍ତ୍ତି ଅବସରରେ 'ବିକଶିତ ଭାରତ' ସହିତ 'ସମୃଦ୍ଧ ଓଡ଼ିଶା' ଗଠନର ମହାଯଜ୍ଞରେ ସାମିଲ ହୋଇ ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ରାଜ୍ୟବାସୀଙ୍କୁ ଆହ୍ୱାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ୍...

ବିଶିଷ୍ଟ ସାହିତ୍ୟିକ ଜଗନ୍ନାଥ ପ୍ରସାଦ ଦାସଙ୍କ ବିୟୋଗ

ଓଡ଼ିଶାର ବିଶିଷ୍ଟ ଲେଖକ, କବି ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ଜଗନ୍ନାଥ ପ୍ରସାଦ ଦାସଙ୍କ ବିୟୋଗ । ମୃତ୍ୟୁ ବେଳକୁ ତାଙ୍କୁ 90 ବର୍ଯ ବୟସ ହୋଇଥିଲା । ଓଡ଼ିଆ ସାହିତ୍ୟ ଓ କଳା ଜଗତକୁ ସମୃଦ୍ଧ କରିବାରେ ତାଙ୍କର...

ଗିରଫ ହେଲେ ଆୟକର ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଭଦ୍ରକ ଆୟକର ବିଭାଗ କାର୍ଯ୍ୟାଳୟର ଜଣେ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛି CBI। ଗିରଫ ହୋଇଥିବା ଅଧିକାରୀ ହେଲେ ରମେଶ କୁମାର ମହାନ୍ତି। ଜଣେ ସାଧାରଣ ନାଗରିକଙ୍କ କାମ କରାଇଦେବା ନାଁରେ ସେ ଲାଞ୍ଚ ଦାବି କରିଥିବା...

ଥାଇଲାଣ୍ଡରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କ ଆକୁଳ ନିବେଦନ

ଭୁବନେଶ୍ୱର: ସୁଦୂର ଥାଇଲାଣ୍ଡକୁ ଦାଦନ ଖଟିବାକୁ ଯାଇ ସେଠାରେ ବନ୍ଧକ ଅବସ୍ଥାରେ ଫସି ରହିଛନ୍ତି ଓଡ଼ିଶାର ଚାରିଜଣ ଶ୍ରମିକ। ଦୀର୍ଘ ଚାରି ମାସ ହେବ ସେମାନଙ୍କୁ ଦରମା ମିଳିନଥିବା ବେଳେ ବର୍ତ୍ତମାନ ସେମାନଙ୍କ ଦିନ ଭୋକ ଉପବାସରେ କଟୁଛି। ସେମାନଙ୍କ...

ପ୍ରମାଣପତ୍ର ପ୍ରଦାନରେ ବିଳମ୍ବ ହେଲେ ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଏଣିକି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରମାଣପତ୍ର ତୁରନ୍ତ ଓ ନିର୍ଦ୍ଧାରିତ ସମୟ ମଧ୍ୟରେ ମିଳିବ। ଏସବୁ ପ୍ରମାଣପତ୍ର ଦେବାରେ ବିଳମ୍ବ କଲେ ସମ୍ପୃକ୍ତ ଅଫିସରଙ୍କ ବିରୁଦ୍ଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ପ୍ରମାଣପତ୍ରଗୁଡ଼ିକ ମିଳିବାରେ ବିଳମ୍ବ...

ଓଡ଼ିଶାରେ ନିର୍ମାଣ ହେବ ନୂଆ କୋଷ୍ଟାଲ ହାଇୱେ: କେନ୍ଦ୍ର କ୍ୟାବିନେଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଏକ ନୂଆ ଉପକୂଳ ରାଜପଥ (କୋଷ୍ଟାଲ ହାଇୱେ) ନିର୍ମାଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାମେଶ୍ୱରରୁ ପାରାଦୀପ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com