25.6 C
Bhubaneswar
Sunday, July 26, 2026
-Advertisement-

ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍

ଭୁବନେଶ୍ୱର:ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵରରେ ପହଞ୍ଚିଲେ NHRC ଟିମ୍ । ଦୁଇ ଜଣିଆ NHRC ଟି ଅଛନ୍ତି ରାଜେନ୍ଦ୍ର ସିଂ ଓ ଅବିନାଶ କୁମାର । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହି ଟିମ୍ ଭୁବନେଶ୍ବରରେ ରହି...

ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର:ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାର ଠାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଉଥିବା ବେଳେ ଏହା ଜୁନ୍ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ...

କଟକ ପ୍ରେସ ଛକରେ ମାଛ ମାର୍କେଟ ଓ ବ୍ୟାଙ୍କ ଅଫ ଇଣ୍ଡିଆରେ ଭୟାବହ ଅଗ୍ନିକାଣ୍ଡ

କଟକ: ପ୍ରେସ ଛକ ମାଛ ମାର୍କେଟ ଓ ଏହା ନିକଟସ୍ଥ ବିଲଡିଂରେ ଲାଗିଥିବା ନିଆଁକୁ ୯ ଘଣ୍ଟା ପରେ ସଂପୂର୍ଣ୍ଣ ଆୟତ କରିଛନ୍ତି ଅଗ୍ନିଶମ ବାହିନୀ। ୧୩ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତା ସହିତ...

ଓଡ଼ିଶା ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଦାୟିତ୍ୱ ନେଲେ ଆଇପିଏସ୍ ଅନନ୍ୟା ଅବସ୍ଥୀ

ଭୁବନେଶ୍ୱର:ଆଇପିଏସ୍ ଅଧିକାରୀ ଅନନ୍ୟା ଅବସ୍ଥୀ ରାଜ୍ୟପାଳଙ୍କ ଏଡିସି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ସହ ସେ ଓଡ଼ିଶାର ପ୍ରଥମ ମହିଳା ପୋଲିସ ଅଧିକାରୀ ଭାବେ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତ ହୋଇଛନ୍ତି।ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନନ୍ୟା ଅବସ୍ଥୀଙ୍କୁ ଏଡିସି...

ଥାନାରେ ଥାର୍ଡ଼ ଡିଗ୍ରୀ ଅଭିଯୋଗପରେ ବଦଳିଲେ ବାରଙ୍ଗ ଥାନା ଆଇଆଇସି

ଭୁବନେଶ୍ୱର:ବାରଙ୍ଗ ଥାନାରେ ରାକେଶ ବେହେରାଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗପରେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇଛି । ବାରଙ୍ଗ ଥାନାରେ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ପୁରୀ ଘାଟ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ ।ବାରଙ୍ଗ ଥାନାରେ...

ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନାକୁ ପୁରୀ ପୋଲିସ କଲା ଏନକାଉଣ୍ଟର

ପୁରୀ :ଗତକାଲି(ଶନିବାର) ଓମକାରେଶ୍ବର ମନ୍ଦିର ନିକଟରେ ହୋଇଛି ଏନକାଉଣ୍ଟର ।ପୁରୀ ବାସେଳୀ ସାହି ଥାନା ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ଚନ୍ଦନ ଜେନାକୁ କରିଛି ଏନକାଉଣ୍ଟର ।ଚନ୍ଦନର ଡାହାଣ ପଟ ଗୋଡ଼ରେ ବାଜିଛି ଗୁଳି । ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ...

ମହିଳା ଓ୍ୱାସ୍ ରୁମ୍‌ରେ କ୍ୟାମେରା ଲଗେଇଥବା ଜୁନିୟର କ୍ଲର୍କଙ୍କୁ ସସ୍‌ପେଣ୍ଡ କଲେ ଜିଲ୍ଲାପାଳ

ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା DRDA କାର୍ଯ୍ୟାଳୟରେ ଥିବା ମହିଳା ଓ୍ୱାସ୍‌ ରୁମ୍‌ରେ ହିଡେନ୍‌ କ୍ୟାମେରା ଲଗାଇବା ଘଟଣାରେ ରେଭିନ୍ୟୁ ଜୁନିୟର କ୍ଲର୍କ ସଞ୍ଜୟ ଅଧେଖାକୁ ନିଲମ୍ବନ କଲେ ଜିଲ୍ଲାପାଳ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଗତ ଗୁରୁବାର...

ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ ହେଉଥିବା ଟେଷ୍ଟ ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ :ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର:ଏଣିକି ହସ୍ପିଟାଲରେ ଆଡମିଟ୍ ହେବା ପୂର୍ବରୁ କରାଯାଉଥିବା ସମସ୍ତ ମେଡିକାଲ୍ ପରୀକ୍ଷା ଆୟୁଷ୍ମାନ ପ୍ୟାକେଜ୍ ଭିତରେ ରହିବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାରେ ଚିକିତ୍ସା...

ରାଜଧାନୀରେ କାରକୁ ଧକ୍କା ଦେଇ ଘୋଷାଡ଼ି ନେଲା ହାଇୱା

ଭୁବନେଶ୍ୱର:ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସତ୍ୟ ବିହାର ଛକ ନିକଟରେ ଏକ ହାଇୱା ଗାଡ଼ି ଏକ କାର (OD 02 BB 0678)କୁ ଶକ୍ତ ଦେବା ପରେ କାରକୁ ପ୍ରାୟ ୫ଶହ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା । ଫଳରେ...

ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ସୌମ୍ୟଙ୍କ ପରିବାର, ଲୋୟର ପିଏମଜିରେ ଧାରଣା

ଭୁବନେଶ୍ୱର: ବାଲିଅନ୍ତା ବର୍ବରତା ଘଟଣାରେ ନ୍ୟାୟ ଦାବି କରି ରାସ୍ତାକୁ ଓହ୍ଲାଇଛନ୍ତି ମୃତ ସୌମ୍ୟରଞ୍ଜନଙ୍କ ପରିବାର। ସୌମ୍ୟଙ୍କ ହତ୍ୟା ମାମଲାରେ ଏପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବା ଅଭିଯୋଗ କରି ଆଜି ରାଜଧାନୀର ଲୋୟର ପିଏମଜି ଠାରେ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com