27.1 C
Bhubaneswar
Saturday, November 14, 2026
-Advertisement-

ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ଆସନ୍ତା ମେ 15 ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି । ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ଜାରି କରାଯାଇଛି । ତେବେ ଶ୍ରୀମନ୍ଦିର ବନ୍ଦ ସମୟରେ ଶ୍ରୀଡୀଉଙ୍କ ନୀତିକାନ୍ତି ସ୍ବାଭାବିକ ଭାବେ ଚାଲୁ ରହିବ...

ସାମ୍ବାଦିକରୁ ପ୍ରଧାନବିଚାରପତି

ଦେଶର ୪୮ ତମ ପ୍ରଧାନବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ୍ ଏନ.ଭି ରମନା । ରାଷ୍ଟପ୍ରତି ରାମନାଥ କୋବିନ୍ଦଙ୍କଠାରୁ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଦେଶର ନୂଆ ପ୍ରଧାନ ବିଚାରପତି । ରାଷ୍ଟ୍ରପତି ଭବନର ଅଶୋକା ହଲରେ ନିର୍ଦ୍ଦିଷ୍ଟ...

କିଏ ହେବେ କଂଗ୍ରେସ ପ୍ରାର୍ଥୀ ?

ଅଜିତ୍‌ଙ୍କ ପରେ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ବିଶ୍ୱକେତନ ହରିଚନ୍ଦନ । ପୁରୀ ସେବା ଦଳର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି ବିଶ୍ୱକେତନ । ତେବେ ରେସ୍‌ରେ ନିଶିକାନ୍ତ ମିଶ୍ର, ପୂର୍ଣ୍ଣ ସ୍ୱାଇଁ ଏବଂ ମାନଓ ଆଚାର୍ଯ୍ୟ...

ସବୁ ଭୋଟରଙ୍କୁ ମିଳିବ ଗ୍ଲୋଭସ

ମେ 13 ତାରିଖ ନୁହେଁ, 16ରେ ପିପିଲି ଉପନିର୍ବାଚନ ପାଇଁ ହେବ ଭୋଟ୍ ଗ୍ରହଣ । ନିର୍ବାଚନ କମିଶନ ପିପିଲି ଉପନିର୍ବାଚନ ପାଇଁ ଭୋଟଗ୍ରହଣ ତାରିଖ ପୁଣିଥରେ ଘୁଞ୍ଚାଇଛନ୍ତି । 13 ତାରିଖରେ ଇଦ ଉଲ ଫିତର ପଡୁଥିବାରୁ କମିଶନ...

୫ ମୃତ, ଆଜି ଏହି ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗୋଟିଏ ଦିନରେ ୪୮୫୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୮୧୪ ଥିବାବେଳେ ଲୋକାଲ କେସ୍ ରହିଛି ୨୦୩୭ । ମୃତକଙ୍କ ମଧ୍ୟରେ ନୂଆପଡାରୁ ସର୍ବାଧିକ ୨ ଜଣ...

ହାଇଦର ଫେରାର ଘଟଣାରେ ଆଉ ଦୁଇ ଗିରଫ

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । କନଷ୍ଟେବଳ ମହମ୍ମଦ ମୌସିମ ହାଇଦର ଫେରାର ଦିନ ଡ୍ୟୁଟିରେ ଥିଲା । କର୍ତ୍ତବ୍ୟରେ ଅବହେଳା କରିଥିବା ତଥା ହାଇଦରକୁ ଫେରାର ହେବାରେ...

ନବୀନ ନିବାସ ଆଗରେ ଦଶମ ଛାତ୍ରଛାତ୍ରୀ

ଫରେଷ୍ଟ ପାର୍କ ପାଖରେ ଏକାଠି ହେଲେ । ତା ପରେ ସିଧା ଚାଲିଲେ ନବୀନ ନିବାସ ଆଡକୁ । ପାଖାପାଖି ସତୁରୀ/ଅଶୀ ଜଣ ସ୍କୁଲ ଛାତ୍ରଛାତ୍ରୀ ସ୍କୁଲ ୟୁନିଫର୍ମ ପିନ୍ଧି ନବୀନ ନିବାସ ଆଡେ ଯିବା ଖବର ପହଞ୍ଚିଗଲା ମିଡିଆ...

ଖୁଡିକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ..

ଖୁଡି-ପୁତୁରା ପ୍ରେମରେ ପଡିଲା ରକ୍ତଛିଟା । ଖୁଡିକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଆତ୍ମହତ୍ୟା କଲା ପୁତୁରା । ଜଗତସିଂହପୁର ଥାନା ଅଧିନସ୍ଥ ଏକସୁଧା ଗାଁରେ ଚାଞ୍ଚଲ୍ୟ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାଣ୍ଡର କାରଣ ଖୋଳତାଡ କରୁଥିବା...

ଟିକା ନେଲେ ବି ସଙ୍କ୍ରମଣ ହେବେ

ଟିକା ନେଲେ ବି କୋଭିଡ ସଙ୍କ୍ରମଣ ହେବାର ସମ୍ଭାବନା ରହିଛି । ତେଣୁ ସବୁ ନିୟମ ପାଳନ କରନ୍ତୁ । ମାସ୍କ ଏବଂ ସାନିଟାଇଜର ବ୍ୟବହାର କରନ୍ତୁ । ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ...

ରାତିି ୮ଟାରୁ ଶ୍ରୀମନ୍ଦିର ମନା

ଆଜି ରାତି ୮ଟା ପରଠାରୁ ଶ୍ରୀମନ୍ଦିରକୁ ଭକ୍ତଙ୍କୁ ମନା । ନାଇଟ୍ କର୍ଫ୍ୟୁ ପାଇଁ ଆଜି ରାତି ୮ଟାରୁ ଶ୍ରୀମନ୍ଦିର ଭିତରକୁ ଶ୍ରଦ୍ଧାଳୁ ଯାଇପାରିବେ ନାହିଁ । ରାତି ୮ଟା ୩୦ ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ ।...
- Advertisement -

Latest article

କାହିଁକି ଇସ୍ତଫା ଦେବାକୁ ଚାହୁଁଛନ୍ତି ମୋଦୀଙ୍କ ମନ୍ତ୍ରୀ ସୁରେଶ ଗୋପୀ ?

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ତାଙ୍କ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ନବନିର୍ବାଚିତ ଭାଜପା ରାଜ୍ୟ ସଭା ସଦସ୍ୟ ସି. ସଦାନନ୍ଦନ ମାଷ୍ଟରଙ୍କୁ ତାଙ୍କ ସ୍ଥାନରେ କେନ୍ଦ୍ର...

ଚାକିରି ଲୋଭ ଦେଖାଇ ବିବାହିତା ମହିଳାଙ୍କୁ ଦୁଷ୍କର୍ମ, ଭିଡିଓ ଦେଖାଇ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାକିରି ସନ୍ଧାନରେ ଆସିଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ଖାଲି ସେତିକି ନୁହେଁ, ଦୁଷ୍କର୍ମ ବେଳର ଭିଡିଓ ଦେଖାଇ ବ୍ଲାକମେଲିଂ କରିଛି। ଗୌତମ ନଗର ଅଞ୍ଚଳରେ...

ରାଜ୍ୟରେ ବଢ଼ିଚାଲିଥିବା ଅପରାଧକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ ଦଳ

ଭୁବନେଶ୍ୱର: ଭୁବନେଶ୍ୱରରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଜଧାନୀର ନିରାପତ୍ତାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି। ଦଳ ଅଭିଯୋଗ କରିଛି ଯେ, ରାଜ୍ୟରେ ପ୍ରତିଦିନ କିଛି ନା କିଛି ଅଘଟଣ...