28.9 C
Bhubaneswar
Sunday, July 26, 2026
-Advertisement-

ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଅଟୋକୁ ୬୦ ମିଟର ଘୋଷାଡ଼ି ନେଲା ଟ୍ରକ୍

ଭୁବନେଶ୍ୱର:କଟକ-ପୁରୀ ବାଇପାସ୍ ରୋଡ୍‌ର ପାଣ୍ଡରା ଛକ ଦେଖିବାକୁ ମିଳିଛି ନିକଟରେ ଏକ ଭୟଙ୍କର ହିଟ୍ ଆଣ୍ଡ ରନ୍ ଘଟଣା।ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ଅଟୋ ରାସ୍ତାରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ଜୋରଦାର ଧକ୍କା...

IPS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟର ୧୮ ଜଣ ବରିଷ୍ଠ ଆଇପିଏସ (IPS) ଏବଂ ଓପିଏସ (OPS) ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇ ନୂତନ...

ଉତ୍କେଲାରୁ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ୱର:ଏଣିକି କଳାହାଣ୍ଡି ଜିଲ୍ଲାର ଉତ୍କେଲାରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ । ମେ’ ୨୫ ତାରିଖରୁ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଦିନକୁ ଦୁଇ ଥର ବିମାନ ସେବା ଯୋଗାଇ ଦିଆଯିବ ବୋଲି ବିମାନ କମ୍ପାନୀ...

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର : ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ...

ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟରେ ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟକୁ ନିଷିଦ୍ଧ କରିଛନ୍ତି ରାଜ୍ୟ ସରକାର । ଶକ୍ତି ସଙ୍କଟ ଥିବାରୁ କର୍ମଚାରୀ, ଯନ୍ତ୍ରୀମାନେ କରିପାରିବେନି କାର୍ଯ୍ୟବନ୍ଦ ଆନ୍ଦୋଳନ ।୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ କଲେ ସରକାର...

ରାଜଧାନୀରେ ନକଲି NIA ଅଫିସର ଗିରଫ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନିଜକୁ ଜାତୀୟ ଅନୁସନ୍ଧାନ ସଂସ୍ଥା (NIA) ର ଅଧିକାରୀ ବୋଲି ପରିଚୟ ଦେଇ ପୋଲିସ କାର୍ଯ୍ୟରେ ପ୍ରଭାବ ପକାଇବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଶୁକ୍ରବାର ଦିନ ଗିରଫ ହୋଇଛନ୍ତି।ଉକ୍ତ ବ୍ୟକ୍ତି ଜଣକ ଖାରବେଳ ନଗର...
odisha govt use ev car

ସରକାରୀ ଗାଡ଼ି ବ୍ୟବହାରରେ ଲାଗିଲା କଟକଣା

ଭୁବନେଶ୍ୱର: ଆସନ୍ତା ଜୁନ୍ ପହିଲାରୁ ସବୁ ସରକାରୀ ବିଭାଗ ପାଇଁ ଇଭି କିଣା ବାଧ୍ୟତାମୂଳକ ହେବ। ବିଶେଷ ଆବଶ୍ୟକତା ଭିତ୍ତିରେ ପେଟ୍ରୋଲ/ଡିଜେଲ ଚାଳିତ ଯାନ କ୍ରୟ ପାଇଁ ଅନୁମତି ମିଳିବ। ସରକାରୀ ଗାଡ଼ି ବ୍ୟବହାର ପାଇଁ ସରକାର ଦେଉଥିବା...
ବାଣୀବିହାର ପୁଣି ଅଶାନ୍ତ

ବିନା ଅନୁମୋଦନରେ ନିଯୁକ୍ତ ବିଶ୍ୱବିଦ୍ୟାଳୟ କର୍ମଚାରୀ ଛଟେଇ ହେବେ: ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ ଗୁରୁବାର ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି ଲେଖି ସ୍ପଷ୍ଟ ନିର୍ଦ୍ଦେଶ...

ୟୁଜିସି ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ତତ୍ତ୍ଵାବଧାନରେ ଶିକ୍ଷା ବର୍ଷ ୨୦୨୫-୨୬ରେ ପ୍ରାୟ ୧ ଲକ୍ଷ ୧୮ ହଜାରରୁ ଉର୍ଦ୍ଧ୍ୱ ସ୍ନାତକ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ଓ କମ୍ୟୁନିଟି ସର୍ଭିସରେ ନିୟୋଜିତ କରାଯାଇଛି । ଏହି ଇଣ୍ଟର୍ନସିପ୍‌ର ସମୟସୀମା ୬ ସପ୍ତାହ...

ପୂର୍ତ୍ତ ବିଭାଗର ସମୀକ୍ଷା ବୈଠକ: ସମୟସୀମା ମଧ୍ୟରେ କାର୍ଯ୍ୟ ସାର

ଭୁବନେଶ୍ୱର: ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ହଲ୍‌ ପରିସରରେ ନିର୍ମାଣ ବିଭାଗର ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ନିର୍ମାଣ ପ୍ରକଳ୍ପର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ପୁରୀ ଐତିହ୍ୟ ପ୍ରକଳ୍ପ ଠାରୁ ଆରମ୍ଭ...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com