28.9 C
Bhubaneswar
Sunday, July 26, 2026
-Advertisement-

ବସ୍-ଅଟୋ ମୁହାଁମୁହିଁ ଧକ୍କା, ୨ ଶିଶୁଙ୍କ ସମେତ ୬ ମୃତ

ଗଞ୍ଜାମ: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ଯାତ୍ରୀବାହୀ ବସ୍ । ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଲଡକାପଲ୍ଲୀ ଛକରେ ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୪ ଜଣ...

ପେଟ୍ରୋଲ ଓ ଡିଜେଲ ସଙ୍କଟ:ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି...

୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ଜଳ ଯୋଗାଇ ଦିଆଯିବ: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ମୋଟ ୨୦୭ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ମଧ୍ୟରୁ ୩୩ଟି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ୨୦୨୭ ମାର୍ଚ୍ଚ ଶେଷ ସୁଦ୍ଧା ସବୁ ଗାଁକୁ...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ଘରେ ଚଢାଉ ହୋଇଛି। ବ୍ରହ୍ମପୁରର ୬ଟି ସ୍ଥାନରେ ଏବଂ ରାୟଗଡ଼ା ରୋହିତ କଲୋନୀରେ ଏକକାଳୀନ ଚଢାଉ ହୋଇଛି । ଚଢାଉ ସମୟରେ ଓଡ଼ିଶା ଭିଜିଲାନ୍ସ...

ବ୍ରହ୍ମପୁରରେ ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ: ପୋଲିସ ଏନକାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗିରି ରୋଡ ଅଞ୍ଚଳର ଜନଗହଳିପୂର୍ଣ୍ଣ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ ଆକ୍ରମଣ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁ ଓରଫ୍‌ ମୁକ୍ତେଶକୁ ପୋଲିସ ଏନକାଉଣ୍ଟର କରିଥିବା ଜଣାପଡ଼ିଛି...

୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ: ୩୫୮ଟି ପୁରୁଣା ଆଇନର ହେବ ଉଚ୍ଛେଦ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୁଧବାର ଦିନ ୭ଟି ବିଭାଗର ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ରାଜ୍ୟରେ ସ୍ୱତନ୍ତ୍ର ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ସ୍ଥାପନ ସହ...

୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ; ନିରାମୟ କେନ୍ଦ୍ର ସମ୍ମୁଖରେ ଲମ୍ବା ଧାଡି

ଭୁବନେଶ୍ୱର: ଅନଲାଇନ ଔଷଧ ବିତରଣକୁ ବିରୋଧ କରି ଦେଶର ବିଭିନ୍ନ ଘରୋଇ ଔଷଧ ଦୋକାନ ସଂଘ ଦିନିକିଆ ବନ୍ଦ ଡାକରା ଦେଇଥିଲେ, ଯାହାକୁ ଓଡ଼ିଶାରେ ସମର୍ଥନ ଦେଇଥିଲା ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍। ଏହି ବନ୍ଦର ପ୍ରଭାବ ସାରା...

ଜାତିଭିତ୍ତିକ ଜନଗଣନାକୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ: ଜାତିଭିତ୍ତିକ ଜନଗଣନା ବିରୋଧରେ ଦାୟର ହୋଇଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ଆଜି ମାମଲାର ଶୁଣାଣି କରି କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜନଗଣନା କେଉଁ ଆଧାରରେ ହେବ ତାହା ସମ୍ପୂର୍ଣ୍ଣ ଭାବେ ସରକାରଙ୍କ ନୀତିଗତ ନିଷ୍ପତ୍ତି,...

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ମଧ୍ୟାହ୍ନ ସାଢ଼େ ୧୨ଟାରେ ଯୁକ୍ତ ୨ ପରୀକ୍ଷା ଫଳ ଘୋଷଣା ହୋଇଛି। CHSE ଅଫିସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିଛନ୍ତି। ଏକାସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ଶିକ୍ଷାର...

ସୋମ୍ୟ ରଞ୍ଜନ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବାଲିଅନ୍ତାର ସୋମ୍ୟ ରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ କାଳିଆ ଓ ରଞ୍ଜିତ ରଣା ।ଏହି...
- Advertisement -

Latest article

ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ,...

ମହିଳା ସାଂସଦଙ୍କ ସହ ଦୁର୍ବ୍ୟବହାର ଅଭିଯୋଗ, କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ ମହିଳା ସାଂସଦମାନଙ୍କ ପ୍ରତି ଆପତ୍ତିଜନକ ଭାଷା ବ୍ୟବହାର ଓ ଦୁର୍ବ୍ୟବହାର ଅଭିଯୋଗରେ ସମଗ୍ର ମୌସୁମୀ ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି। ମିଳିଥିବା ସୂଚନା...

cw-check-https://test.com/

cw-check https://test.com