24.7 C
Bhubaneswar
Sunday, July 26, 2026
-Advertisement-

ରାଜଧାନୀରେ ‘ନାଇଟ୍ ଅପରେସନ’

ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍‌। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । ରବିବାର ରାତିରେ...

ବଦଳିବ ରୂପରେଖ ବିଶ୍ୱସ୍ତରୀୟ ଟୁରିଷ୍ଟ ସ୍ପଟ୍ ହେବ ଖଣ୍ଡଗିରି-ଉଦୟଗିରି

ଭୁବନେଶ୍ୱର: ଖଣ୍ଡଗିରି ଓ ଉଦୟଗିରି ଏହି ଯୁଗ୍ମ ପାହାଡ଼କୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରିବାକୁ ହୋଇଛି ବଡ଼ ଯୋଜନା। ଏଥିପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ପର୍ଯ୍ୟଟନ ବିଭାଗ ପ୍ରସ୍ତାବ ଦେଇଛି l...

ହଷ୍ଟେଲ୍‌ ବାଲକୋନୀରୁ ପଡ଼ି IIT ଛାତ୍ରଙ୍କ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରର Indian Instituteof Technology କ୍ୟାମ୍ପସରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ବଏଜ୍‌ ହଷ୍ଟେଲର ଷଷ୍ଠ ମହଲା ବାଲକୋନୀରୁ ଖସି ପିଏଚ୍‌ଡି ଛାତ୍ର ତନିକୋଣ୍ଡା ନିଶାନ୍ତ କୁମାରଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ କ୍ୟାମ୍ପସରେ ଶୋକର ଛାୟା...

୪ ପୁଲିସ୍‌ ସସ୍‌ପେଣ୍ଡ୍‌ ,ବଦଳିଲେ ଆଇଆଇସି

ଭୁବନେଶ୍ବର: କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି। ବାଲିଅନ୍ତା ଆଇଆଇସି ଅନୀଲ ପରିଡ଼ା ୟୁପିଡି...

ଯୁବକକୁ ଅପହରଣ ପରେ ଗୁଳି କରି ହତ୍ୟା; ଗ୍ରାମବାସୀଙ୍କ ରାସ୍ତାରୋକ

ରାୟଗଡା: ଇନ୍ଦିରା ନଗର ଅଞ୍ଚଳରୁ ବନ୍ଧୁକ ଦେଖାଇ ଜଣେ ଯୁବକଙ୍କୁ ଅପହରଣ କରାଯାଇଥିବା ବେଳେ, ଆଜି ତାଙ୍କର ଗୁଳିବିଦ୍ଧ ମୃତଦେହ ତୁମ୍ବିଗୁଡା ଅଞ୍ଚଳରୁ ଉଦ୍ଧାର ହୋଇଛି। ଏହି ଘଟଣାକୁ ନେଇ ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତଦେହ ମିଳିବା ଘଟଣାରେ...

ବାଲିଅନ୍ତାରେ କନେଷ୍ଟବଳଙ୍କୁ ହତ୍ୟା ଘଟଣାର ସଠିକ୍ ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା(ମବ୍‌ ଲିଞ୍ଚିଙ୍ଗ୍) ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ...

ରାଜଧାନୀରେ ଭୟଙ୍କର ଦୁର୍ଘଟଣା: ୩ ମୃତ,ଜଣେ ଗୁରୁତର

ଭୁବନେଶ୍ୱର: ଶନିବାର ସନ୍ଧ୍ୟାରେ ଫାୟାର୍‌ ଷ୍ଟେସନ୍‌ ଓଭର୍‌ ବ୍ରିଜ୍‌ ଉପରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି l ଭୁବନେଶ୍ବର ରସୁଲଗଡ଼ ପଟୁ ଗୋଟିଏ ସ୍କୁଟି ଏବଂ ଅନ୍ୟ ଏକ ବାଇକ୍‌ରେ ୪ଜଣ ଆସୁଥିଲେ। ଫାୟାର ଷ୍ଟେସନ ସମ୍ମୁଖ ଓଭର ବ୍ରିଜ୍‌...

ପୋଲିସ ଉପରେ ଅସନ୍ତୋଷ ଝାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବାଲିଅନ୍ତା ଭିଡ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ପଶ୍ଚିମବଙ୍ଗରୁ ଫେରି ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ପୋଲିସ ପଦାଧିକାରୀଙ୍କ ଏକ ବୈଠକ ଡାକିଥିଲେ ।...

ୟୁନିସେଫ୍ ଓ ପୋଲିସ ବିଭାଗର ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମରେ କିଶୋର-କିଶୋରୀଙ୍କ ଯୋଗଦାନ

ଭୁବନେଶ୍ୱର: ପୋଲିସ ବିଭାଗ ପକ୍ଷରୁ ଏକ ଅନନ୍ୟ ପ୍ରୟାସ ‘ଜୁଭେଣ୍ଟିକା’ ନାମକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । କିଶୋର-କିଶୋରୀମାନଙ୍କୁ ସଚେତନ କରିବା ସହ ଅପରାଧ ଓ ସାଇବର ଠକେଇରୁ ଦୂରେଇ ରଖିବା ଏହାର ଲକ୍ଷ୍ୟରେ । ସାମାଜିକ ସଚେତନତା, ନିରାପତ୍ତା...

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍; ତତ୍ପରତା ଦେଖାଇଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର: ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପରତା ଦେଖାଇଲା ପୂର୍ତ୍ତ ବିଭାଗ । ପୁରୁଣା ଏୟାରପୋର୍ଟ ରୋଡ୍‌ ରେ ଥିବା ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍। ସରକାରୀ ରାସ୍ତା ଉପରେ ବ୍ୟାରିକେଡ୍ କରି ଯାତାୟାତରେ ବାଧା...
- Advertisement -

Latest article

ଆଜି ହେଉଛି କାର୍ଗିଲ ବିଜୟ ଦିବସ:ବୀରତ୍ୱ ଓ ବଳିଦାନକୁ ମନେ ପକାଇଛି ସାରା ଦେଶ

ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ । ପ୍ରତିବର୍ଷ ଜୁଲାଇ ୨୬ ତାରିଖକୁ ଦେଶବ୍ୟାପୀ ‘କାରଗିଲ ବିଜୟ ଦିବସ’ ଭାବରେ ଅତ୍ୟନ୍ତ ଗର୍ବ ଓ ସମ୍ମାନର ସହିତ...

ରାଜଧାନୀରେ ଚାଞ୍ଚଲ୍ୟ :ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ସ୍ଥାନୀୟ ଲୋକମାନେ ସକାଳ ପ୍ରାୟ ୪ଟା ସମୟରେ ରାସ୍ତା...

ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧର ପଣା ନୀତି

ପୁରୀ: ମହାପ୍ରଭୁଙ୍କ ସୁନାବେଶ ସରିବା ପରେ ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି । ସନ୍ଧ୍ୟାରେ ରଥ ଉପରେ ଶ୍ରୀଜିଉଙ୍କ ପାଖରେ ଅଧରପଣା ଲାଗି ହେବ । ପ୍ରତି ରଥରେ ୩ ହାଣ୍ଡି...