24.7 C
Bhubaneswar
Sunday, July 26, 2026
-Advertisement-

ରଥଯାତ୍ରା ଯାତ୍ରା ପାଇଁ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ପୁରୀ ଟାଉନ ହଲ୍‌ଠାରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ (RDC) ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଥମ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରଥ...

ବାଲିପାଟଣାରେ ପୁଣି ମାଡ଼ମାରି ଯୁବକଙ୍କୁ ହତ୍ୟା ଅଭିଯୋଗ

ବାଲିପାଟଣା: ବାଲିପାଟଣା ଥାନା ବେଙ୍ଗବତୀ ଗ୍ରାମ ନିକଟ ଅଠାନ୍ତର ଛକରେ ଶୁକ୍ରବାର ଅପରାହ୍ନରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ। ସାମାନ୍ୟ ବଚସାରୁ ଲୁହାରଡ଼ରେ ସାଙ୍ଗଙ୍କୁ ପିଟି ହତ୍ୟା କରିଛନ୍ତି ଅଭିଯୁକ୍ତ। ମୃତ ଯୁବକ ହେଲେ ରାକେଶ ମହାନ୍ତି। ଖବର ପାଇବା...

ଓଡ଼ିଶା ଉପକୂଳରେ ‘ତାରା’ର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ଗ୍ଲାଇଡ୍ ୱେପନ୍ ସିଷ୍ଟମ 'ତାରା'ର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ବଡ଼ ସଫଳତା ହାସଲ କରିଛି । ଡିଆରଡିଓ ଏବଂ ଭାରତୀୟ...

ଓଡ଼ିଶାରେ ପେଟ୍ରୋଲ ଡିଜେଲ ସଂକଟ ନେଇ OMCsର ସ୍ପଷ୍ଟୀକରଣ

ଭୁବନେଶ୍ୱର: ମେ’ ମାସ ଆରମ୍ଭରେ ଓଡ଼ିଶା ସୀମାନ୍ତ ଅଞ୍ଚଳର କିଛି ଜିଲ୍ଲାରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଚାହିଦା ବଢ଼ିଯାଇଥିଲା। ଏହାର ପ୍ରଭାବରେ କିଛି ପେଟ୍ରୋଲ ପମ୍ପରେ ସ୍ୱଳ୍ପ ସମୟ ପାଇଁ ଇନ୍ଧନ ଅଭାବ ଦେଖାଦେଇଥିଲା। ଫଳରେ ଅନେକ ସ୍ଥାନରେ...

ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣା : କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠସ୍ଥ ଓଲଟପୁର ଥାନା ମଉଜପୁର ଗାଁର ସୌମ୍ୟ ରଞ୍ଜନ ସ୍ଵାଇଁଙ୍କୁ ପିଟି ପିଟି ମାରିଦେବା ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି । ଏଥିସହ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ...

ଶ୍ରୀ ଜଗନ୍ନାଥଙ୍କ ଜମିର ହେବ ସେଟଲମେଣ୍ଟ,ଗଠନ ହେବ ସ୍ୱତନ୍ତ୍ର କର୍ପସ ଫଣ୍ଡ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ସଦୁପଯୋଗ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମସ୍ତ ଜମିକୁ ସରକାର ନିଜ ଅଧୀନକୁ ଆଣିବା ସହ...

ଭିମସାରରେ ୬ ଦିନରେ ୭ ପ୍ରସୂତିଙ୍କ ମୃତ୍ୟୁ

ସମ୍ବଲପୁର: ବୁର୍ଲା ଭିମସାରରେ ୬ ଦିନରେ ୭ ପ୍ରସୂତିଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଗୁରୁତର ସହ ନେବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ଅର୍ଥାତ୍ ମେ ୮ ତାରିଖ ସୁଦ୍ଧା...

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଙ୍କୁ ଗୁଳି କରି ହତ୍ୟା

ପଶ୍ଚିମବଙ୍ଗ: ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା କରାଯାଇଛି । କୋଲକାତାର ମାଧ୍ୟମ ଗ୍ରାମରେ ଏହି ଘଟଣା ଘଟିଛି । ପ୍ରାଣ ହରାଇଥିବା ବ୍ୟକ୍ତିଗତ ସହାୟକ ହେଲେ ଚନ୍ଦ୍ରକାନ୍ତ ରଥ । ସେ ବିଜେପିର ଜଣେ...

ରାଜ୍ୟର ସବୁ ବେବନ୍ଦୋବସ୍ତ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆସିବ ଏସଓପି

ଭୁବନେଶ୍ୱର: ରାଜ୍ୟରେ ବେବନ୍ଦୋବସ୍ତ ଜମିକୁ ନେଇ ବର୍ଷବର୍ଷ ଧରି ଲାଗି ରହିଥିବା ବିବାଦର ସମାଧାନ ଖୁବଶୀଘ୍ର ହେବ। ଜମିପଟ୍ଟାରେ ଥିବା ତ୍ରୁଟି ସଂଶୋଧନ ପାଇଁ ରାଜସ୍ୱ ନିରୀକ୍ଷକ(ଆରଆଇ)ମାନଙ୍କୁ ଟାର୍ଗେଟ୍ ଦିଆଯାଇଛି। ଭୂମିହୀନ ଓ ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କର ହକ୍ ପ୍ରଦାନ...

ପଥର ସନ୍ଧିରେ ଫସିଥିବା ନାବାଳକ ଉଦ୍ଧାର: ଅପରେସନ ‘ଶିବ’ ସଫଳ

ଭୁବନେଶ୍ୱର: ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ ଫସିଥିଲେ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ନାବାଳକ ଶିବ ପ୍ରଧାନ। ଦୀର୍ଘ ୧୦ ଘଣ୍ଟାର ରେସକ୍ୟୁ ଅପରେସନ ପରେ ତାକୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଥାଉ...
- Advertisement -

Latest article

ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ପ୍ରଥମ ରୌପ୍ୟ ପଦକ

ନୂଆଦିଲ୍ଲୀ:ସ୍କଟଲ୍ୟାଣ୍ଡର ଗ୍ଲାସଗୋରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ।୬୦ କେଜି ପୁରୁଷ ବର୍ଗରେ ମଣିପୁରର ଋଷିକାନ୍ତ ସିଂହ ଚନମ୍ବମଙ୍କୁ ମିଳିଛି ଏହି ସଫଳତା। ସେ ମୋଟ୍ ୨୬୪...

ଆଜି ହେଉଛି କାର୍ଗିଲ ବିଜୟ ଦିବସ:ବୀରତ୍ୱ ଓ ବଳିଦାନକୁ ମନେ ପକାଇଛି ସାରା ଦେଶ

ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ । ପ୍ରତିବର୍ଷ ଜୁଲାଇ ୨୬ ତାରିଖକୁ ଦେଶବ୍ୟାପୀ ‘କାରଗିଲ ବିଜୟ ଦିବସ’ ଭାବରେ ଅତ୍ୟନ୍ତ ଗର୍ବ ଓ ସମ୍ମାନର ସହିତ...

ରାଜଧାନୀରେ ଚାଞ୍ଚଲ୍ୟ :ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ସ୍ଥାନୀୟ ଲୋକମାନେ ସକାଳ ପ୍ରାୟ ୪ଟା ସମୟରେ ରାସ୍ତା...