ଓଡ଼ିଶାରେ ପେଟ୍ରୋଲ ଡିଜେଲ ସଂକଟ ନେଇ OMCsର ସ୍ପଷ୍ଟୀକରଣ
ଭୁବନେଶ୍ୱର: ମେ’ ମାସ ଆରମ୍ଭରେ ଓଡ଼ିଶା ସୀମାନ୍ତ ଅଞ୍ଚଳର କିଛି ଜିଲ୍ଲାରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଚାହିଦା ବଢ଼ିଯାଇଥିଲା। ଏହାର ପ୍ରଭାବରେ କିଛି ପେଟ୍ରୋଲ ପମ୍ପରେ ସ୍ୱଳ୍ପ ସମୟ ପାଇଁ ଇନ୍ଧନ ଅଭାବ ଦେଖାଦେଇଥିଲା। ଫଳରେ ଅନେକ ସ୍ଥାନରେ...
ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣା : କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀ ଉପକଣ୍ଠସ୍ଥ ଓଲଟପୁର ଥାନା ମଉଜପୁର ଗାଁର ସୌମ୍ୟ ରଞ୍ଜନ ସ୍ଵାଇଁଙ୍କୁ ପିଟି ପିଟି ମାରିଦେବା ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି । ଏଥିସହ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ...
ଶ୍ରୀ ଜଗନ୍ନାଥଙ୍କ ଜମିର ହେବ ସେଟଲମେଣ୍ଟ,ଗଠନ ହେବ ସ୍ୱତନ୍ତ୍ର କର୍ପସ ଫଣ୍ଡ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ସଦୁପଯୋଗ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମସ୍ତ ଜମିକୁ ସରକାର ନିଜ ଅଧୀନକୁ ଆଣିବା ସହ...
ଭିମସାରରେ ୬ ଦିନରେ ୭ ପ୍ରସୂତିଙ୍କ ମୃତ୍ୟୁ
ସମ୍ବଲପୁର: ବୁର୍ଲା ଭିମସାରରେ ୬ ଦିନରେ ୭ ପ୍ରସୂତିଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଗୁରୁତର ସହ ନେବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ଅର୍ଥାତ୍ ମେ ୮ ତାରିଖ ସୁଦ୍ଧା...
ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଙ୍କୁ ଗୁଳି କରି ହତ୍ୟା
ପଶ୍ଚିମବଙ୍ଗ: ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା କରାଯାଇଛି । କୋଲକାତାର ମାଧ୍ୟମ ଗ୍ରାମରେ ଏହି ଘଟଣା ଘଟିଛି । ପ୍ରାଣ ହରାଇଥିବା ବ୍ୟକ୍ତିଗତ ସହାୟକ ହେଲେ ଚନ୍ଦ୍ରକାନ୍ତ ରଥ । ସେ ବିଜେପିର ଜଣେ...
ରାଜ୍ୟର ସବୁ ବେବନ୍ଦୋବସ୍ତ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆସିବ ଏସଓପି
ଭୁବନେଶ୍ୱର: ରାଜ୍ୟରେ ବେବନ୍ଦୋବସ୍ତ ଜମିକୁ ନେଇ ବର୍ଷବର୍ଷ ଧରି ଲାଗି ରହିଥିବା ବିବାଦର ସମାଧାନ ଖୁବଶୀଘ୍ର ହେବ। ଜମିପଟ୍ଟାରେ ଥିବା ତ୍ରୁଟି ସଂଶୋଧନ ପାଇଁ ରାଜସ୍ୱ ନିରୀକ୍ଷକ(ଆରଆଇ)ମାନଙ୍କୁ ଟାର୍ଗେଟ୍ ଦିଆଯାଇଛି। ଭୂମିହୀନ ଓ ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କର ହକ୍ ପ୍ରଦାନ...
ପଥର ସନ୍ଧିରେ ଫସିଥିବା ନାବାଳକ ଉଦ୍ଧାର: ଅପରେସନ ‘ଶିବ’ ସଫଳ
ଭୁବନେଶ୍ୱର: ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ ଫସିଥିଲେ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ନାବାଳକ ଶିବ ପ୍ରଧାନ। ଦୀର୍ଘ ୧୦ ଘଣ୍ଟାର ରେସକ୍ୟୁ ଅପରେସନ ପରେ ତାକୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଥାଉ...
ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ DRP
ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ମାଇକ୍ରୋ ଫୁଡ୍ ପ୍ରୋସେସିଂ ଏଣ୍ଟରପ୍ରାଇଜେସ୍ (PMFME) ଯୋଜନାରେ ଡିଷ୍ଟ୍ରିକ୍ଟ ରିସୋର୍ସ ପର୍ସନ (DRP) ରାକ୍ଷୀ ମେହେରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ବରଗଡ଼ର ଜଣେ ହିତାଧିକାରୀ ବେକରି ୟୁନିଟ୍...
ବାସନ୍ତୀ ଭିଲ୍ଲାରେ ଭୟଙ୍କର ଅଗ୍ନିକାଣ୍ଡ: ଶ୍ବାସରୁଦ୍ଧରେ ଚାଲିଗଲା ୩ ଜୀବନ
ଭୁବନେଶ୍ୱର: ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି, ୩ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟର ଇଲେକ୍ଟ୍ରିକାଲ୍ ପ୍ୟାନେଲ୍ ବୋର୍ଡ ସର୍ଟ ସର୍କିଟରୁ ଗାର୍ଡ ରୁମ୍...
ବିଜେଡି ର ୮ ଜିଲ୍ଲାର ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ନାମ ଘୋଷଣା
ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ନୂଆ ରାଜ୍ୟ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରିଛି । ମୋଟ ୮୯ ଜଣ ଉପସଭାପତି, ବରିଷ୍ଠ ସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ରହିଛନ୍ତି । ବାଲେଶ୍ୱରର ବରିଷ୍ଠ ନେତା...


















