29.1 C
Bhubaneswar
Monday, April 21, 2025
-Advertisement-

ଓଡ଼ିଶାରେ ପହଁଞ୍ଚିଲା ସହିଦଙ୍କ ମରଶରୀର

ସହିଦ ଚମ୍ପେଶ୍ୱର ମହାକୁଡ଼ଙ୍କ ମରଶରୀର ସୋମବାର ଓଡ଼ିଶା ପହଁଞ୍ଚିଛି । ଶେଷ କୃତ୍ୟ ପାଇଁ ଚମ୍ପେଶ୍ୱରଙ୍କ ମରଶରୀର ତାଙ୍କ ଗାଁକୁ ନିଅାଯାଇଛି। ଚମ୍ପେଶ୍ୱର ୨୯ ଅାସାମ ରାଇଫଲ୍ସର ସଦସ୍ୟ ଥିଲେ । ଗତ ୭ ତାରିଖରେ ମଣିପୁରରେ କାର୍ଯ୍ୟରତ ଅବସ୍ଥାରେ ପିଏଲ୍‌ଏ ଓ...

ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ । ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରଦିପ୍ତ କୁମାର ଦାସଙ୍କୁ ବଦଳ କରାଯାଇ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ...

ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା

କଟକ ଶକ୍ତି ନଗର ବିକାଶ ପରିଷଦ ପକ୍ଷରୁ ସହରର ପାଞ୍ଚଜଣ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପରିଷଦ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ଜଜ୍ ଶ୍ରୀ ଗୋପବନ୍ଧୁ ପଟ୍ଟନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ ।...

୩ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ଦିନିଆ ରିଲିଫ୍ ଘୋଷଣା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସଚିବାଳୟରେ ଭଦ୍ରକ, କେନ୍ଦ୍ରପଡା ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ବନ୍ୟା ପରିସ୍ଥିତି ଓ ଜିଲ୍ଲାର ଆବଶ୍ୟକତା...

ତେଲ ତାତିରେ ବିଧାନସଭା ମୁଲତବୀ

ସୋମବାର ବିଧାନସଭା ଆରମ୍ଭରୁ ଗୃହରେ ତେଲ ତାତି । ବିଧାନସଭା ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକମାନେ ତୈଳଦର ବୃଦ୍ଧି ପ୍ରତିବାଦରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ । କଂଗ୍ରେସ ସଦସ୍ୟଙ୍କ ହୋ ହାଲ୍ଲା ଯୋଗୁଁ ବିଧାନସଭା କାର୍ଯ୍ୟ ପରିଚାଳନା ସମ୍ଭବ...

ହସ୍ପିଟାଲ ପଛରୁ ମଣିଷ ଖପୁରୀ ଜବତ, ପୋଲିସର ଖୋଳତାଡ଼ ଆରମ୍ଭ

ପାଖାପାଖି 7ରୁ ଅଧିକ ମଣିଷ ଖପୁରୀ ଜବତ କରିଛି ପୁରୀ ପୋଲିସ । ଏଭଳି ଘଟଣା କିଛି ନୂଆ କଥା ନୁହେଁ । ପୂର୍ବରୁ ମଧ୍ୟ ଏଭଳି ଖବର ସାମ୍ନାକୁ ଆସିଛି । ଆଉ ରବିବାର ଦିନ ଏହି ଘଟଣା...

କରାଳ ରୂପ ନେଉଛି ବୈତରଣୀ ନଦୀ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଅବପାତର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି । ବିଶେଷ କରି ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏପଟେ ଭଦ୍ରକ, ଯାଜପୁର...

ଏଲପିଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍, ଭୟଭୀତ ସ୍ଥାନୀୟ ଲୋକେ

ଅନୁଗୁଳର ୫୫ ନମ୍ବର ଜାତୀୟ ରାଜପଥରେ ଏଲପିଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍‌ ହେବା ଫଳରେ ଯାତାୟତ କରୁଥିବା ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛି । ଖବର ପାଇ ଅଗ୍ନିଶମ ବିଭାଗର ୩ଟି...

ବଳପୂର୍ବକ ପୂଜାଚାନ୍ଦା ମାଗିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପାଖେଇ ଆସୁଛି ପାର୍ବଣର ଋତୁ । ବିଭିନ୍ନ ପୂଜା କମିଟି ଦ୍ୱାରା ଆରମ୍ଭ ହେବ ତୋରଣ ନିର୍ମାଣ । ଭକ୍ତମାନେ ଶ୍ରଦ୍ଧାରେ ନିଜର ଯୋଗଦାନ ଦେବା ସହ ପୂଜା କମିଟିଗୁଡିକ ମଧ୍ୟ ତତ୍ପର ହୋଇଉଠିଛନ୍ତି । ପାର୍ବଣର ଅବସରକୁ ଆଖି...

ବେଧଡ଼କ ଚାଲାଛି ଗଞ୍ଜେଇ କାରବାର, ମାଧ୍ୟମ ସାଜିଛି ଆମ୍ବୁଲାନ୍ସ

ଗଞ୍ଜେଇ କାରବାର କରିବା ପାଇଁ ନୂଆ ଏବଂ ସୁରକ୍ଷିତ ଉପାୟ ଅବଲମ୍ବନ କରୁଛନ୍ତି ମାଫିଆମାନେ । ଗଞ୍ଜେଇ ଚାଲାଣ ପାଇଁ ବ୍ୟବହାର କରୁଛନ୍ତି ଆମ୍ବୁଲାନ୍ସ । ରୋଗୀଙ୍କ ପାଖରେ ଆମ୍ବୁଲାନ୍ସ ଠିକ୍ ସମୟରେ ସେବା ଯୋଗାଇପାରୁନଥିବା ବେଳେ ଗଞ୍ଜେଇ ଚାଲାଣ...
- Advertisement -

Latest article

ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ

ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...

ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର...

ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର

ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...