ବିଜେବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ
ଭୁବନେଶ୍ୱର: ବିଜେବି କଲେଜରେ କମେଣ୍ଟ ମାରିବାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ମିଳିଥିବା ସୂଚନା ଅନୁସାରେ ଛାତ୍ରୀଙ୍କୁ କମେଣ୍ଟ ମରାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ପରିସ୍ଥିତିକୁ ଶାନ୍ତ କରିବା ପାଇଁ ଉଭୟ...
ଓଡ଼ିଶାରେ ମହିଳା ସମ୍ମାନକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ
ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ ଏବଂ ସୀମା ନିର୍ଦ୍ଧାରଣ (Delimitation) ପ୍ରସଙ୍ଗରେ ଆଲୋଚନା ଚାଲିଥିବା ବେଳେ ରାଜ୍ୟରେ ମହିଳା ସୁରକ୍ଷା...
ପୋଲିସକୁ ଛୁରା ମାଡ଼ ଅଭିଯୋଗରେ ୫ ଜଣ ଆକ୍ରମଣକାରୀ ଅଟକ
କଟକ: ଗତକାଲି ରାତିରେ କଟକ ଓଏମ୍ପି ସ୍ଥିତ ଷଷ୍ଠ ବାଟାଲିୟନ୍ କ୍ୟାମ୍ପସ୍ ରେ ପୋଲିସକୁ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବାବେଳେ...
ସୁଧୀର ପାତ୍ର ହତ୍ୟା ମାମଲା: ଆସିଲା ଚାଞ୍ଚଲ୍ୟକର ତଥ୍ୟ
ଭୁବନେଶ୍ବର: ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କ ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟରୁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଅତ୍ୟଧିକ ମାଡ଼ ସାଙ୍ଗକୁ ଶ୍ୱାସରୁଦ୍ଧ ହେବା ଯୋଗୁଁ ସୁଧୀରଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଏମକେସିଜି ...
ଦ୍ଵିତୀୟ ପର୍ଯ୍ୟାୟ ରେ ୮୯.୯୯% ମତଦାନ :ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ ପୁଣିଥରେ ହେବ ମତଦାନ
ନୂଆଦିଲ୍ଲୀ: ଆଜି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି l ଦ୍ଵିତୀୟ ପର୍ଯ୍ୟାୟ ରେ ସନ୍ଧ୍ୟା ୫ ଟା ସୁଦ୍ଧା ୮୯.୯୯ % ମତଦାନ ହୋଇଥିବାର ସୂଚନା ମିଳିଛି କିଛି କିଛି ସ୍ଥାନରେ ହିଂସା...
ସ୍ଵତନ୍ତ୍ର ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବିଧାନସଭାରେ ହେବାକୁ ଯାଉଛି,ସେଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବିଧାନସଭା ପରିସର ଅନୁଧ୍ୟାନ କରିଛନ୍ତି। ସୁରକ୍ଷା ଦାୟିତ୍ୱରେ...
ଜିତୁ ମୁଣ୍ଡାଙ୍କୁ ମିଳିଲା ଟଙ୍କା ଆରଡିସି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ପଟଣା ଅଞ୍ଚଳର ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ଟଙ୍କା ଠିକ ସମୟରେ ମିଳିନଥିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି।ଘଟଣା ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆସିବା ପରେ ସେ ତୁରନ୍ତ ପଦକ୍ଷେପ ନେଇଛନ୍ତି। RDC ଦ୍ୱାରା...
ସେବାୟତଙ୍କ ବିବାଦ ପାଇଁ ଚନ୍ଦନ ଯାତ୍ରାର ନବମ ଦିନରେ ବିଭ୍ରାଟ
ପୁରୀ: ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିପାରିଲେ ନାହିଁ ମହାପ୍ରଭୁ। ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନ ଯାତ୍ରାର ନବମ ଦିବସରେ ଦେଖାଦେଇଥିଲା ବିଭ୍ରାଟ। ଦୁଇ ଗୋଷ୍ଠୀ ସେବକଙ୍କ ମଧ୍ୟରେ ଡଙ୍ଗାରେ ଯିବା ନେଇ କନ୍ଦଳ ଉପୁଜିବାରୁ ବିଳମ୍ବିତ ରାତି...
ପଶ୍ଚିମବଙ୍ଗର ୧୪୨ଟି ଆସନ ପାଇଁ ମତଦାନ ଆରମ୍ଭ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ ହୋଇଯାଇଛି। ଆଜି ସକାଳ ୭ଟାରୁ ରାଜ୍ୟର ରାଜଧାନୀ କୋଲକାତା ଏବଂ ଅନ୍ୟ ଛଅଟି ଜିଲ୍ଲାର ୧୪୨ଟି ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି।...
ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ-ଡିଜେଲ ଯୋଗାଣର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମଙ୍ଗଳବାର ଦିନ ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ-ଡିଜେଲ୍ର ଉପଯୁକ୍ତ ଯୋଗାଣର ସ୍ଥିତି ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ମନ୍ତ୍ରୀ ଶ୍ରୀ ପାତ୍ର...

















